Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତ
Blank space

ପୁରୀ ଗଣଦୁଷ୍କର୍ମ ପୀଡିତାଙ୍କୁ ନ୍ୟାୟ ଦାବୀରେ ଛାତ୍ର କଂଗ୍ରେସର ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ

0
Advertising:

ଭୁବନେଶ୍ୱର,ନିରପେକ୍ଷ ଖବର: ୦୩.୧୨ – ଅଖିଳ ଭାରତୀୟ ଛାତ୍ର କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସଂପାଦକ ଶ୍ରୀ ରାଜୀବ ପଟ୍ଟନାୟକଙ୍କ ନେତୃତ୍ୱରେ ପୁରୀ ଗଣଦୁଷ୍କର୍ମ ପୀଡିତାଙ୍କୁ ନ୍ୟାୟ ଏବଂ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବା ପାଇଁ ଆଜି ଦିନ ୧୨ଟା ସମୟରେ ଏକ ମୋଟର ସାଇକେଲ ର‌୍ୟାଲି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରୁ ବାହାରି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଡକୁ ଅଗ୍ରସର ହେଉଥିବା ବେଳେ ଶିଶୁଭବନ ଛକଠାରେ ପୋଲିସ ଶ୍ରୀ ପଟ୍ଟନାୟକ ଏବଂ ଏଥିରେ ଅଂଶଗ୍ରହଣ କରିଥିବା ଛାତ୍ର ଓ ଯୁବକଂଗ୍ରେସ ନେତୃବର୍ଗଙ୍କୁ ଅଟକାଇ ଥିଲା । ସେଠାରେ ଛାତ୍ର କଂଗ୍ରେସ ନେତା ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ପୋଲିସ ଆନ୍ଦୋଳନରତ ଛାତ୍ର ଓ ଯୁବ କଂଗ୍ରେସ ନେତା ଓ କର୍ମୀମାନଙ୍କୁ ଗିରଫ କରିଥିଲେ । ଆନ୍ଦୋଳନର ନେତୃତ୍ୱ ନେଇଥିବା ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ୨୦ ବର୍ଷର ନବୀନ ଶାସନରେ ମହିଳାମାନେ ଅସୁରକ୍ଷିତ ଓ ଅତ୍ୟାଚାରିତ । ପୁରୀ ଗଣଦୁଷ୍କର୍ମ ପୀଡିତାର ଦୁଷ୍କର୍ମକାରୀମାନେ ହେଉଛନ୍ତି ପୋଲିସ । ଯେଉଁମାନେ ମହିଳାଙ୍କୁ ସୁରକ୍ଷା ଦେବାକଥା । ନବୀନ ଶାସନରେ ବାଡ ଫସଲ ଖାଇବା ଉଦାହରଣ ଜଳଜଳ ହେଇ ଦିଶୁଛି । ନିକଟରେ ସ୍ମିତାରାଣୀଙ୍କୁ ମାରିଥିବା ଆସାମୀମାନଙ୍କୁ ଘଂଟ ଘୋଉଥିବା ରାଜ୍ୟ ସରକାର ପୁଣି ପୁରୀ ଗଣଦୁଷ୍କର୍ମକାରୀଙ୍କୁ ଉପଯୁକ୍ତ ଦଣ୍ଡ ଦେବାକୁ ପଛଘୁଂଚା ଦେଉଛନ୍ତି । ଏହାକୁ ନେଇ ଛାତ୍ର କଂଗ୍ରେସ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି । ଯଦି ପୀଡିତାଙ୍କୁ ନ୍ୟାୟ ଓ ଦୁଷ୍କର୍ମକାରୀଙ୍କ ଉପଯୁକ୍ତ ଦଣ୍ଡ ଦିଆନଯାଏ ତେବେ ଛାତ୍ର କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବା ସହିତ ମୁଖ୍ୟମନ୍ତ୍ରୀଙ୍କୁ ଅଣ୍ଡାମାଡ କରିବାକୁ ପଛଘୁଂଚା ଦେବନାହିଁ ।
ଏହି କାର୍ଯ୍ୟକ୍ରମରେ ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ଯୁବ କଂଗ୍ରେସ ସଭାପତି ରଂଜିତ୍ ପାତ୍ର, ଛାତ୍ର କଂଗ୍ରେସ ରାଜ୍ୟ ସଂଯୋଜକ ୟାସିର ନୱାଜ, ଯୁବନେତା ବିଭୁଦତ ରଥ, ପ୍ରସନ୍ନ ମାର୍ଥା, ଅଜୟ ସାହୁ, ଗୋପନ ମାର୍ଥା, ସ୍ୱାଗତ କର, ବିରଂଚି ବାରିକ, ବାଦଲ ମହାନ୍ତି, ଦୁର୍ଗା ମହାଲା, ଫାରୁକ୍ ଖାନ, ବାବୁ ଜେନା, ରମାକାନ୍ତ ସାହୁ, ପିଂଟୁ ରାଉତଙ୍କ ସମେତ ଶତାଧିକ ଛାତ୍ର ଓ ଯୁବ କଂଗ୍ରେସ କର୍ମୀ ଯୋଗ

Mo sapath

Leave A Reply

Your email address will not be published.

kmaa26.com | 500: Internal server error

Internal server error Error code 500

Visit cloudflare.com for more information.
2025-11-18 14:17:11 UTC
You

Browser

Working
Paris

Cloudflare

Error
kmaa26.com

Host

Working

What happened?

There is an internal server error on Cloudflare's network.

What can I do?

Please try again in a few minutes.