Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତ
Blank space

ସମର୍ଥ ଓଡ଼ିଶା ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ….

0

*ସମ୍ମାନିତ ହେଲେ ୪୦ ପ୍ରେରଣାଦାୟୀ ବ୍ୟକ୍ତି ବିଶେଷ…

ଭୁବନେଶ୍ୱର,ନିରପେକ୍ଷ ଖବର: ରାଜ୍ୟର ଅଗ୍ରଣୀ ମାନବ ଅଧିକାର କ୍ଷେତ୍ରରେ କାର୍ଯ୍ୟକରୁଥିବା ସମାଜ ସେବା ପ୍ରତିଷ୍ଠାନ ‘ସମର୍ଥ ଓଡ଼ିଶା’ ପକ୍ଷରୁ ପ୍ରଥମ ଆର୍ନ୍ତଜାତୀକ ସମ୍ବର୍ଦ୍ଧନା ଉତ୍ସବ (ୟୁ ଓ ମି) ସ୍ଥାନୀୟ ଇଡ଼ିକଲ ଅଡ଼ିଟୋରିୟମ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଭବ୍ୟ ଉତ୍ସବରେ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର (ମାନ୍ୟବର ସାଂସଦ), ଡକ୍ଟର ଏମ୍.ଡ଼ି. କୁତାବ୍ ଉଦିନ୍ ଚୌଧୁରୀ (ଆଇନ ଆଟର୍ଣ୍ଣିଂ, ସୁପ୍ରିମ କୋର୍ଟ ବାଙ୍ଗାଦେଶ), ଆର୍ନ୍ତଜାତୀକ ରାଜ୍ୟପାଳ, ଚିଫ୍ ଆବ୍ରିବେଟର, ୱାଲ୍ଡ ଲିଡ଼ରସ୍ ଫୋରମ୍, ଆୟରଲ୍ୟାଣ୍ଡ) ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନର ଉନ୍ନତି କାମନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଡା. ସୁରେଶ କୁମାର ଅଗ୍ରୱାଲ (କୁଳାଧିପତି ପ୍ରଜ୍ଞାନ ଆର୍ନ୍ତଜାତୀକ ବିଶ୍ୱବିଦ୍ୟାଳୟ, ରାଞ୍ଚି, ଝାଡ଼ଖଣ୍ଡ) ଓ ଡା. ଏଲୁରି ଶ୍ରୀନିବାସ ରାଓ (ଆର୍ନ୍ତଜାତୀକ କମିଶନ, ସଂସ୍କୃତି ଓ କୁଟନୀତି, ତେଲେଙ୍ଗାନା) ପ୍ରମୁଖ ସମ୍ମାନିତ ଅତିଥି ଭାବେ ଓ କୈଳାସ ବିହାରୀ ସିଂ (ଶ୍ୟାମ ନାରାୟଣ ସିଂ ଫାଉଣ୍ଡେସନ) ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ୧୦ଜଣ ଜୁରୀ ସଦସ୍ୟଙ୍କ ଦ୍ୱାରା ଓଡ଼ିଶା ପାଇଁ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଥିବା ବ୍ୟକ୍ତିବିଶେଷ ମାନଙ୍କୁ ଚୟନ କରି ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଥିଲା । ଅନୁଷ୍ଠାନର ମୁଖ୍ୟ ଡକ୍ଟର ଅଭୟ ରଞ୍ଜନ ପଟ୍ଟନାୟକ କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଅନୁଷ୍ଠାନର ସମାଜ ପ୍ରତି ଅବଦାନ ବିଷୟରେ ବିବରଣୀ ଦେଇଥିଲେ ଓ ଆଗକୁ ସମର୍ଥ ଓଡ଼ିଶା ସମାଜ ସେବାରେ ନିଜର ପ୍ରୟାସ ଜାରି ରହିବ ବୋଲି ମତ ଦେଇଥିଲେ । କାର୍ଯ୍ୟକ୍ରମ ପରିଶେଷରେ ବିଭିନ୍ନ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Mo sapath

Leave A Reply

Your email address will not be published.

kmaa26.com | 500: Internal server error

Internal server error Error code 500

Visit cloudflare.com for more information.
2025-11-18 12:45:16 UTC
You

Browser

Working
Paris

Cloudflare

Error
kmaa26.com

Host

Working

What happened?

There is an internal server error on Cloudflare's network.

What can I do?

Please try again in a few minutes.