Blank space
Blank space
Breaking News/ମୁଖ୍ୟ ଖବର:
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତ
Blank space

କର୍କଟ ପିଡ଼ିତଙ୍କ ନିମନ୍ତେ ପାଣ୍ଠି ସଂଗ୍ରହ ଓ ସଂସ୍କୃତିକ କାର୍ଯ୍ୟକ୍ରମ…

0

ଭୂବନେଶ୍ୱର,ନିରପେକ୍ଷ ଖବର:– ଭୂବନେଶ୍ୱର,ନିରପେକ୍ଷ ଖବର:– ରେଡ଼୍ ସ୍ୱସ୍ତିକ ସୋସାଇଟି ଓଡ଼ିଶା ଶଖା, ସମ୍ପଲି କେୟାର କ୍ଲିନିକ୍ ଓ ଲାୟନ ମିନତୀ ବେହେରା କ୍ୟାନସର ଫାଉଣ୍ଡେସନ୍‌ର ମିଳିତ ସହଯୋଗରେ କର୍କଟ ପିଡ଼ିତଙ୍କ ଚିକିତ୍ସା ପାଇଁ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ରେଡ଼୍ ସ୍ୱସ୍ତିକ ସୋସାଇଟି ଓଡ଼ିଶା ଶଖାର ସଭାପତି ଶ୍ରୀ ବିଜୟ ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନନୀୟ ଅତିଥି ଭାବେ ପୂର୍ବତନ ବିଧାୟକ ଓ ଚେୟାରମ୍ୟାନ(ମୋ କଲେଜ) ଶ୍ରୀ ଆକାଶ ଦାସ ନାୟକ, ଅଭିନେତ୍ରୀ ଭୂମିକା ଦାସ, ହାସ୍ୟ କଳାକାର ସ୍ମୃତି ରଞ୍ଜନ (ନଟିଆ) ପ୍ରମୁଖ ଯୋଗ ଦେଇଥିଲେ । ଶ୍ରୀ ନାୟକ ଅନୁଷ୍ଠାନମାନଙ୍କର ଏହି ପ୍ରୟାସ ମାଧ୍ୟମରେ ବହୁ ପିଡ଼ିତ ଲାଭବାନ ହେବା ସହ ଅନୁଷ୍ଠାନର ଏହି ନିଆରା କାର୍ଯ୍ୟକ୍ରମକୁ ସାଧୁବାଦ ଜଣାଇଥିଲେ ଏବଂ ଅନ୍ୟମାନେ ଏହିପରି ମହତ୍ ପ୍ରୟାସ ଆପଣେଇବା ପାଇଁ ଅହ୍ୱାନ ଦେଇଥିଲେ ।

Advertising:
Blank space

ରେଡ଼୍‌ସ୍ୱସ୍ତିକ୍ ସୋସାଇଟିର ଦୀର୍ଘ ୧୮ବର୍ଷ ଧରି କ୍ୟାନ୍‌ସର ପିଡ଼ିତ ଓ ଭିନ୍ନକ୍ଷମମାନଙ୍କ ବହୁବିଧ କଲ୍ୟାଣ ନିମନ୍ତେ କାର୍ଯ୍ୟ କରିଆସୁଛି ଓ ଆଗାମୀ ଦିନରେ ଏହି ପ୍ରୟାସ ଜାରି ରହିବ ବୋଲି ଅନୁଷ୍ଠାନର ସଭାପତି ଶ୍ରୀ ଆଚାର୍ଯ୍ୟ ମତ ପ୍ରକାଶ କରିଥିଲେ । ଅନ୍ୟ ଅତିଥି ଭାବରେ ପୋଲିସ୍ ଗୃହ ନିଗମର ନିର୍ଦ୍ଦେଶକ ଡ଼ଃ. ଲଳିତ୍ ଦାସ, ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିବାହୀ ଅଧିକାରୀ ସଂଙ୍ଗୀତା ଗୋସାଇଁ, ଗ୍ୟାଷ୍ଟୋଲୋଜିଷ୍ଟ ଡ଼ାଃ. ମନୋଜ୍ କୁମାର ସାହୁ, ବରିଷ୍ଠ ଅନକୋଲୋଜିିଷ୍ଟ୍ ଡ଼ାଃ. ଘନଶ୍ୟାମ ବିଶ୍ୱାସ, ଚାଟାର୍ଡ଼ ଆକାଉଟାଣ୍ଟ ଏସ୍‌.ସି.ଭଦ୍ରା, ମେଟ୍ରୋଗ୍ରୁପ୍‌ର ମ୍ୟାନେଜିଙ୍ଗ ପାର୍ଟନର ଇଂ ପିୟୁଷ ମହାନ୍ତି, କଣ୍ଠଶିଳ୍ପୀ ଅନିନ୍ଦିତା ଦାସ, ଆୟକର ବିଭାଗର ପୂର୍ବତନ ସଚିବ ଶ୍ରୀ ଶରତ ଦାସ, ସିମ୍ପଲି କେୟାର କ୍ଲିନିକର କାର୍ଯ୍ୟ ନିବାହୀ ଅଧିକାରୀ ଡା଼ଃ. ନିମାଇଁ ଚରଣ ପରିଜା, ସିମ୍ପଲି କେୟାର କ୍ଲିନିକ୍‌ର ଉପଦେଷ୍ଠା ଡ଼ାଃ. ସ୍ମରଜିତ୍ ପଟ୍ଟନାୟକ, ଲାୟନ ମିନତୀ ବେହେରା କ୍ୟାନ୍‌ସର ଫାଉଣ୍ଡେସନ୍‌ର ସମ୍ପାଦିକା ସୁଚିସ୍ମିତା ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ରେଡ଼୍ ସ୍ୱସ୍ତିକ୍ ସୋସାଇଟି କୋଷାଧ୍ୟକ୍ଷ ଓ ସମ୍ପାଦକ ଦେବାଶିଷ ପଟ୍ଟନାୟକ ପରିଚାଳନା କରିଥିଲେ । ଏହି ଅବସରରେ ସାଜ୍ ଓ ଆୱାଜ୍ ତରଫରୁ ସଙ୍ଗୀତଜ୍ଞ ଲକ୍ଷ୍ମୀକାନ୍ତ ପ୍ୟାରେଲାଲ୍‌ଙ୍କର ଲୋକପ୍ରିୟ ସଙ୍ଗୀତମାନ ପରିବେଷଣ କରାଯାଇଥିଲା ।ରେଡ଼୍ ସ୍ୱସ୍ତିକ ସୋସାଇଟି ଓଡ଼ିଶା ଶଖା, ସମ୍ପଲି କେୟାର କ୍ଲିନିକ୍ ଓ ଲାୟନ ମିନତୀ ବେହେରା କ୍ୟାନସର ଫାଉଣ୍ଡେସନ୍‌ର ମିଳିତ ସହଯୋଗରେ କର୍କଟ ପିଡ଼ିତଙ୍କ ଚିକିତ୍ସା ପାଇଁ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ରେଡ଼୍ ସ୍ୱସ୍ତିକ ସୋସାଇଟି ଓଡ଼ିଶା ଶଖାର ସଭାପତି ଶ୍ରୀ ବିଜୟ ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନନୀୟ ଅତିଥି ଭାବେ ପୂର୍ବତନ ବିଧାୟକ ଓ ଚେୟାରମ୍ୟାନ(ମୋ କଲେଜ) ଶ୍ରୀ ଆକାଶ ଦାସ ନାୟକ, ଅଭିନେତ୍ରୀ ଭୂମିକା ଦାସ, ହାସ୍ୟ କଳାକାର ସ୍ମୃତି ରଞ୍ଜନ (ନଟିଆ) ପ୍ରମୁଖ ଯୋଗ ଦେଇଥିଲେ । ଶ୍ରୀ ନାୟକ ଅନୁଷ୍ଠାନମାନଙ୍କର ଏହି ପ୍ରୟାସ ମାଧ୍ୟମରେ ବହୁ ପିଡ଼ିତ ଲାଭବାନ ହେବା ସହ ଅନୁଷ୍ଠାନର ଏହି ନିଆରା କାର୍ଯ୍ୟକ୍ରମକୁ ସାଧୁବାଦ ଜଣାଇଥିଲେ ଏବଂ ଅନ୍ୟମାନେ ଏହିପରି ମହତ୍ ପ୍ରୟାସ ଆପଣେଇବା ପାଇଁ ଅହ୍ୱାନ ଦେଇଥିଲେ । ରେଡ଼୍‌ସ୍ୱସ୍ତିକ୍ ସୋସାଇଟିର ଦୀର୍ଘ ୧୮ବର୍ଷ ଧରି କ୍ୟାନ୍‌ସର ପିଡ଼ିତ ଓ ଭିନ୍ନକ୍ଷମମାନଙ୍କ ବହୁବିଧ କଲ୍ୟାଣ ନିମନ୍ତେ କାର୍ଯ୍ୟ କରିଆସୁଛି ଓ ଆଗାମୀ ଦିନରେ ଏହି ପ୍ରୟାସ ଜାରି ରହିବ ବୋଲି ଅନୁଷ୍ଠାନର ସଭାପତି ଶ୍ରୀ ଆଚାର୍ଯ୍ୟ ମତ ପ୍ରକାଶ କରିଥିଲେ । ଅନ୍ୟ ଅତିଥି ଭାବରେ ପୋଲିସ୍ ଗୃହ ନିଗମର ନିର୍ଦ୍ଦେଶକ ଡ଼ଃ. ଲଳିତ୍ ଦାସ, ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିବାହୀ ଅଧିକାରୀ ସଂଙ୍ଗୀତା ଗୋସାଇଁ, ଗ୍ୟାଷ୍ଟୋଲୋଜିଷ୍ଟ ଡ଼ାଃ. ମନୋଜ୍ କୁମାର ସାହୁ, ବରିଷ୍ଠ ଅନକୋଲୋଜିିଷ୍ଟ୍ ଡ଼ାଃ. ଘନଶ୍ୟାମ ବିଶ୍ୱାସ, ଚାଟାର୍ଡ଼ ଆକାଉଟାଣ୍ଟ ଏସ୍‌.ସି.ଭଦ୍ରା, ମେଟ୍ରୋଗ୍ରୁପ୍‌ର ମ୍ୟାନେଜିଙ୍ଗ ପାର୍ଟନର ଇଂ ପିୟୁଷ ମହାନ୍ତି, କଣ୍ଠଶିଳ୍ପୀ ଅନିନ୍ଦିତା ଦାସ, ଆୟକର ବିଭାଗର ପୂର୍ବତନ ସଚିବ ଶ୍ରୀ ଶରତ ଦାସ, ସିମ୍ପଲି କେୟାର କ୍ଲିନିକର କାର୍ଯ୍ୟ ନିବାହୀ ଅଧିକାରୀ ଡା଼ଃ. ନିମାଇଁ ଚରଣ ପରିଜା, ସିମ୍ପଲି କେୟାର କ୍ଲିନିକ୍‌ର ଉପଦେଷ୍ଠା ଡ଼ାଃ. ସ୍ମରଜିତ୍ ପଟ୍ଟନାୟକ, ଲାୟନ ମିନତୀ ବେହେରା କ୍ୟାନ୍‌ସର ଫାଉଣ୍ଡେସନ୍‌ର ସମ୍ପାଦିକା ସୁଚିସ୍ମିତା ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ରେଡ଼୍ ସ୍ୱସ୍ତିକ୍ ସୋସାଇଟି କୋଷାଧ୍ୟକ୍ଷ ଓ ସମ୍ପାଦକ ଦେବାଶିଷ ପଟ୍ଟନାୟକ ପରିଚାଳନା କରିଥିଲେ । ଏହି ଅବସରରେ ସାଜ୍ ଓ ଆୱାଜ୍ ତରଫରୁ ସଙ୍ଗୀତଜ୍ଞ ଲକ୍ଷ୍ମୀକାନ୍ତ ପ୍ୟାରେଲାଲ୍‌ଙ୍କର ଲୋକପ୍ରିୟ ସଙ୍ଗୀତମାନ ପରିବେଷଣ କରାଯାଇଥିଲା ।

Mo sapath

Leave A Reply

Your email address will not be published.

kmaa26.com | 500: Internal server error

Internal server error Error code 500

Visit cloudflare.com for more information.
2025-11-18 12:45:19 UTC
You

Browser

Working
Paris

Cloudflare

Error
kmaa26.com

Host

Working

What happened?

There is an internal server error on Cloudflare's network.

What can I do?

Please try again in a few minutes.