Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ନିଶାସକ୍ତ ଅବସ୍ଥାରେ କର୍ତ୍ତବ୍ୟ ରତ ପୋଲିସର ଉନ୍ମତ କାଣ୍ଡ।

0

ବାରିପଦା(ନିରପେକ୍ଷ ଖବର)ତା୧୪/୦୨/୨୦୨୦-ନିଶାସକ୍ତ ଅବସ୍ଥାରେ କର୍ତ୍ତବ୍ୟ ରତ ପୋଲିସଙ୍କର ଉନ୍ମତ କାଣ୍ଡ । ଏହି ଭଳି ଘଟଣା ଦେଖିବାକୁ ମିଲିଛି ମୟୁରଭଂଜ ଜିଲ୍ଲା ବଡ଼ସାହି ଥାନା ହିଙ୍ଗୁଳା ଯାତ୍ରାରେ ।ଏହି ଅଞ୍ଚଳରେ ଏହା ଏକ ବଡ଼ ପର୍ବ ହୋଇଥିବାରୁ ହିଙ୍ଗୁଳା ଯାତ୍ରାରେ ମା” ଙ୍କ ଦର୍ଶନ ଓ ଆଶିଷ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ ।ସେଥି ପାଇଁ ଏହି ଯାତ୍ରା କୁ ଶୃଙ୍ଖଳିତ କରୁବାକୁ ପ୍ଲାଟୁନ୍ ପ୍ଲାଟୁନ୍ ପୋଲିସ୍ ମୁତୟନ କରାଯାଏ । ହେଲେ ଏଠାରେ ଖୋଦ ପୋଲିସ୍ କାର୍ଯ୍ୟରେ ଥାଇ ମଧ୍ୟ ବେଶୃଙ୍ଖଳିତ ଆଉ ନିଅମ କାନୁନକୁ ଦଳି ମକଚି ଦେଇ ଯାତ୍ରାକୁ ଆସିଥିବା ଭକ୍ତମାନଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରୁଥିଲେ। ଯାହା ଏବେ ପୋଲିସ ବିଭାଗର ସ୍ୱଚ୍ଛତାକୁ ନେଇ ତୀବ୍ର ପ୍ରଶ୍ନ ଉଠାଉଛି। ମଦ୍ୟପାନ କରିଥିବା ପୋଲସ କର୍ମଚାରୀ ଜଣକ ନିଶାକ୍ତ ଅବସ୍ଥାରେ କେତେବେଳେ ଖାକିକୁ ଖୋଳୁଥାନ୍ତି ତ କେତେବେଳେ ଖାକିକୁ ଖୋଲି ତଳେ ଫପାଡ଼ି ଦେଉଥାନ୍ତି । ସେଠାରେ ଉପସ୍ଥିତ ଥିବା ଲୋକମାନେ ମଦ୍ୟପ ପୋଲିସ ଜଣଙ୍କୁ ବୁଝାସୁଝା କରିବାସହ ଗାଳିଗୁଲଜ ନକରିବାକୁ ଅନୁରୋଧ କରିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଏନେଇ ଆମ୍ଭେ ଏସ.ଡି.ପି.ଓ ଲଳିତ ପଟ୍ଟନାୟକଙ୍କୁ ଯୋଗାଯୋଗ କରିଥିଲୁ। ଏଭଳି ଘଟଣା ଘଟିଥିବା କଥାକୁନେଇ ସେ କହିଛନ୍ତି ଘଟଣାର ତଦନ୍ତ କରାଯିବା ସହ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆ ଯିବ । 

Mo sapath

Leave A Reply

Your email address will not be published.