Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

କରୋନା ସନ୍ଦିଗ୍ଧ ସୁସ୍ଥହୋଇ ଫେରିଲେ ଘରକୁ

0

ବାରିପଦା(ନିରପେକ୍ଷ ଖବର)ତା-୧୯/୦୩-ପିଆରଏମ ମେଡିକାଲରେ ଚିକିତ୍ସାଧିନ କରୋନା ସନ୍ଦିଗ୍ଧ ସୁସ୍ଥ ହୋଇ ଘରକୁ ଫେରିଲେ। କରୋନାକୁ ନେଇ କେହି ଭୟଭୀତ ହୁଅନ୍ତୁ ନାହିଁ। ମୟୁରଭଞ୍ଜରେ ଏ ପର୍ଯ୍ୟନ୍ତ କେହି କରୋନା ରୋଗରେ ପଜେଟିଭ ଚିହ୍ନଟ ହୋଇ ନାହାଁନ୍ତି। କରୋନା ଆକ୍ରାନ୍ତ ସନ୍ଦେହରେ ବାରିପଦା ମୁଖ୍ୟ ଡାକ୍ତରଖାନା ଆଇସଲେସନ ୱାର୍ଡରେ ଭର୍ତ୍ତି ହୋଇଥିବା ଯୁବକଙ୍କୁ ଗତକାଲି ରାତିରେ ଡିସ୍‌ଚାର୍ଜ କରାଯାଇଛି। ସନ୍ଦିଗ୍ଧ ଜଣଙ୍କ ରାଜ୍ୟର ଏକମାତ୍ର କରୋନା ଆକ୍ରାନ୍ତଙ୍କ ସହିତ ସମାନ ଟ୍ରେନରେ ଦିଲ୍ଲୀରୁ ଭୁବନେଶ୍ବର ଆସିଥିଲେ ବୋଲି ସେ ନିଜ ଆଡୁ ମେଡିକାଲ କର୍ତ୍ତୃପକ୍ଷଙ୍କୁ କହିଥିଲେ। ଏ ସମ୍ପର୍କରେ ସେ ଗତ ସୋମବାର ଦିନ ତାକ୍ତରଖାନାରେ କହିବାପରେ ଡାକ୍ତରଖାନାରେ ତାଙ୍କୁ ଆଇସୋଲେସନ୍ ୱାର୍ଡରେ ରଖି ଚିକିତ୍ସା କରାଯାଉଥିଲା। ତେବେ ଆଇସୋଲେସନରେ ରହିବା ପରେ ତାଙ୍କ ଦେହରେ କରୋନାର କୌଣସି ଲକ୍ଷଣ ଦେଖା ଯାଇ ନ ଥିଲା। ତେଣୁ ଗତକାଲି ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିବା ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ସୁଜୟ କୁମାର ପତି ସୂଚନା ଦେଇଛନ୍ତି । ଏଥିସହିତ କରୋନାକୁ ନେଇ କେହି ଭୟଭୀତ ନ ହେବାକୁ ସେ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି।

Mo sapath

Leave A Reply

Your email address will not be published.