Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କଲେ

0

ବାରିପଦା(ନିରପେକ୍ଷ ଖବର)ତା-୧୬/୦୪-ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତାଙ୍କ ସହିତ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ।କରୋନା ପାଇଁ ୫ଟି ସଚିବ ଭି କେ ପଣ୍ଡିଆନ ତତ୍ପରତା ଦେଖାଇଛନ୍ତି। କୋରୋନା ଭାଇରସର ମୁକାବିଲା ପାଇଁ ଓଡିଶା ସରକାର ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ଚଳିତ ମାସ ସୁଦ୍ଧା ରାଜ୍ୟର ୩୬ଟି ସ୍ଥାନରେ ୬୦୦୦ ଶଯ୍ୟା ବିଶିଷ୍ଟ କୋଭିଡ଼ ହସ୍ପିଟାଲ ସ୍ଥାପନ ପାଇଁ ବ୍ୟବସ୍ଥା କରାଯାଇଛି । ତେବେ ଆଗାମୀ ଏକ ସପ୍ତାହ ମଧ୍ୟରେ ରାଜ୍ୟର ପ୍ରତି ଜିଲ୍ଲାରେ କୋଭିଡ୍ ହସ୍ପିଟାଲ୍ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।ମୟୁରଭଞ୍ଜ ଜିଲ୍ଲା ଆଦାନୀ କିସ ପରିସରରେ କାର୍ଯ୍ୟକ୍ଷମ ହୋଇଛି ସ୍ବତନ୍ତ୍ର କୋଭିଡ-19 ହସ୍ପିଟାଲ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ରୁ ଭିଡ଼ିଓ କଂଫେରେନ୍ସିଂଗ ଜରିଆରେ ଶୁଭ ଉଦଘାଟନ କରିଥିଲେ।ମୟୁରଭଞ୍ଜ ଜିଲ୍ଲାରେ ୨୦ଟି ICU ସହ ୨୦୦ ଶଯ୍ୟା ବିଶିଷ୍ଟ ଏହି ସ୍ବତନ୍ତ୍ର କୋଭିଡ଼ ହସ୍‌ପିଟାଲ ବୁଧବାର ଠାରୁ କାର୍ଯ୍ୟକ୍ଷମ ହୋଇଛି। ଏହାର ସ୍ଥିତି ପରିଦର୍ଶନ କରିବା ପାଇଁ ୫ଟି ସଚିବ ଭି କେ ପଣ୍ଡିଆନ ଆସିଛନ୍ତି।ଏଥି ସହିତ ବାଲେଶ୍ଵର ଓ କେନ୍ଦୁଝର ଜିଲ୍ଲାର କୋଭିଡ଼ ହସ୍ପିଟାଲର ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି।

Mo sapath

Leave A Reply

Your email address will not be published.