Blank space
Blank space
Breaking News/ମୁଖ୍ୟ ଖବର:
ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ ଓ ଓଡ଼ିଶା ଜଳବିଦ୍ୟୁତ ନିଗମ କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂହଦେଓକାମ ନ କରି ଦେହରେ କଳା ବ୍ୟାଚ ପିନ୍ଧି ପ୍ରତିବାଦ କଲେମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା
Blank space

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ରେ ପହଂଚିଲା

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା,୨୯/୦୫ ରାଜ୍ୟରେ ଆଜି ୬୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ ଛୁଇଁଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧ ଜଣ ବିଭିନ୍ନ ସଂଗରୋଧରେ ଥିବା ସମୟରେ ଚିନ୍ହଟ ହୋଇଛନ୍ତି ବାକି ୨ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡିଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୨୭ ଜଣ ଚିକିତ୍ସା ହେଉଥିବା ବେଳେ ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୨, ଜଗତସିଂପୁର ୧୧, ବାଲେଶ୍ୱରରୁ ୩, ବଲାଙ୍ଗୀରରୁ ୬, କଟକରୁ ୩, ଢେଙ୍କାନାଳରୁ ୯, ଗଞ୍ଜାମ-୪, ଝାରସୁଗୁଡାରୁ ଜଣେ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୭, ପୁରୀ ଓ ସମ୍ବଲୁପରରୁ ଜଣେ ଲେଖାଏଁ ଓ ସୁନ୍ଦରଗଡରୁ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସେମାନେ କରୋନାରେ ଆକ୍ରାନ୍ତ ନଥିଲେ । ମୃତକଦ୍ୱୟ ଖୋର୍ଦ୍ଧା ଓ ବାଲେଶ୍ୱର ଅଂଚଳର ବୋଲି ଜଣାପଡିଛି । ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ଶହ ଟପିଯାଇଛି ।

Mo sapath

Leave A Reply

Your email address will not be published.