Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ମୟୂରଭଞ୍ଜ ସାଂସଦଙ୍କ ହାତପାଣ୍ଠିରେ ଜାଲିଆତି ଅଭିଯୋଗ

0

ବାରିପଦା(ନିରପେକ୍ଷ ଖବର) ତା-୦୧/୦୯-ମୟୂରଭଞ୍ଜ ସାଂସଦଙ୍କ ପାଣ୍ଠିରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି।ଏନେଇ ଖୋଦ ମୟୂରଭଞ୍ଜ ସାଂସଦ ଇଂ ବିଶେଶ୍ୱର ଟୁଡୁ ବାରିପଦା ଟାଉନ ଥାନାରେ ଅଭିଯୋଗ କରିଛନ୍ତି।ଅଭିଯୋଗ ଅନୁଯାୟୀ,ମୟୂରଭଞ୍ଜ ସାଂସଦଙ୍କ ଉନ୍ନୟନ ପାଣ୍ଠିରୁ ଜାଲ ଦସ୍ତଖତ କରି ଭାରତୀୟ ଜନତା ପାର୍ଟିର ଦୁଇଜଣ ବ୍ୟକ୍ତି ସାଂସଦ ପାଣ୍ଠିରୁ କାମ କରିଛନ୍ତି। ଜିଲ୍ଲା ଆଦିବାସୀ ସମନ୍ୱୟ ଉନ୍ନୟନ ସଂସ୍ଥାରେ କାମ କରିଛନ୍ତି।ଏ ସମ୍ପର୍କରେ ବାରିପଦା ଟାଉନ ଥାନାରେ ସାଂସଦଙ୍କ ଅଭିଯୋଗ ପରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ହୋଇ ଅଭିଯୁକ୍ତ ଦୁଇଜଣ ବିଜେପି ଦଳର ମୋରଡ଼ା ଅଂଚଳର ସମିତି ସଭ୍ୟ ହେମନ୍ତ ସୋରେନ ଏବଂ କମ୍ପ୍ୟୁଟର ଅପରେଟର ଶୈଳେଶ ଗିରି। ଜଣେ ସାଂସଦଙ୍କ ସମ୍ପର୍କୀୟ ହୋଇଥିଲା ବେଳେ ଅନ୍ୟ ଜଣେ ବିଜେପି ମିଡିଆ ସେଲର ସହଯୋଗୀ ଅଟନ୍ତି। ବାରିପଦା ଟାଉନ ପୋଲିସ ଏ ସମ୍ପର୍କରେ ୫୭୭/୨୦ରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ପକ୍ଷରୁ ସରକାରୀ ରେକର୍ଡକୁ ସିଜ କରିବା ସାଂସଦଙ୍କ ଦସ୍ତଖତ ଇତ୍ୟାଦିର ଅଧିକ ତଦନ୍ତ ଚଳାଇଛନ୍ତି।

Mo sapath

Leave A Reply

Your email address will not be published.