Blank space
Blank space
Breaking News/ମୁଖ୍ୟ ଖବର:
ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
Blank space

ସରସ୍ଵତୀ କଳା ପରିଷଦ ତରଫରୁ କରୋନା ଯୋଦ୍ଧା ସମ୍ମାନ

0

କଟକ,ନିରପେକ୍ଷ ଖବର:କଳା, ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ “ସରସ୍ୱତୀ କଳା ପରିଷଦ” କଳାବିହାର,କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ପ୍ରଶାସନ ଅଧିକାରୀ,ଅଶାକର୍ମୀ,ଅଙ୍ଗନବାଡି କର୍ମୀ,ସ୍ୱାସ୍ଥ୍ୟକର୍ମୀ,ସମାଜସେବୀ,ସରପଂଚ ଵର୍ଗ,ଗଣମାଧ୍ୟମ ପ୍ରତିନିଧି ଆଦି ସମସ୍ତ ସାରସ୍ୱତ ପ୍ରତିଭା ବର୍ଗଙ୍କୁ “କରୋନା ଯୋଦ୍ଧା ସମ୍ମାନ – ୨୦୨୦” ପରିଷଦ କାର୍ଯ୍ୟାଳୟ ପ୍ରାଙ୍ଗଣରେ ନିରାଡ଼ମ୍ବର ଭାବରେ ସାମାଜିକ ଦୂରତା ବଜାଇ ରଖି ପାଳନ କରାଯାଇଛି ! ଏହି ସମ୍ମାନ ପର୍ବର ପ୍ରଥମ ପର୍ଯ୍ୟାୟରେ ଉଦ୍ଘାଟକଭାବେ ସମାଜସେବୀ କରୁଣାକର ପ୍ରଧାନ ଓ ବାରେଣ୍ୟ ଅତିଥି ଭାବେ ସମାଜସେବୀ କୃଷକ ବଂଧୁ ମାନଶ ଲେଙ୍କା ଯୋଗଡ଼ଦେଇଥବାବେଳେ,ଦ୍ୱିତୀୟ ପର୍ଯ୍ୟାୟରେ କନ୍ଦରପୁର ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀଯୁକ୍ତ ସତ୍ୟଜିତ ଦାସ,ଅତିରିକ୍ତ ଭାରପ୍ରାପ୍ତ ଅଧିକାରୀ ଶ୍ରୀଯୁକ୍ତ ଚିତରଂଜନ ବଲବନ୍ତରାୟ, ଶ୍ରୀଯୁକ୍ତ ଶଶୀକାନ୍ତ ବେହେରା ଯୋଗଦାନ ପୂର୍ବକ ପରିଷଦ ପକ୍ଷରୁ ସମ୍ପାଦକ ନାଟ୍ୟକାର ଅଶୋକ ପଟ୍ଟନାୟକ, ସଭାପତି ନରିନେତ୍ରୀ ପ୍ରତିଭା ଶତପଥୀ,ସଂଯୋଜକ ଚକ୍ରବର୍ତ୍ତୀ ଓତା,ସମାଜସେବୀ ଦୀପକ ସାହୁ,ପ୍ରାଧ୍ୟାପକ ପ୍ରଫୁଲ୍ଲ ଦାସ,ଦୈତାରି ପ୍ରଧାନ,ସମାଜସେବୀ ଅଭିରାମ ସାହୁ,ରଶ୍ମିକାନ୍ତ ଶତପଥୀ, ଅଜୟ ଦାସ,ଶ୍ରମିକ ନେତା ଦେବୀ ପ୍ରସାଦ ପତି, କୃଷକ ବଂଧୁ ଦୁର୍ଗାଚରଣ ପରିଡା,ମିଡ଼ିଆ ସେଲ ଅଧ୍ୟକ୍ଷ ଇଂ.ସେବକ ଶ୍ରୀକାନ୍ତ,ବାବା ବାବୁ,ସନ୍ତ ବାବୁ,ହେମନ୍ତ ପ୍ରଧାନ,ବାବୁଲି ପାତ୍ର,ପ୍ରଲବ୍ୟ ମହାପାତ୍ର,ଇଂ.ଅମୀୟ ରଂଜନ ପଟ୍ଟନାୟକ,ପପିନା ବେହେରା,ସତ୍ୟବ୍ରତ ଭୋଇ, ମନୋରଞ୍ଜନ ସାହୁ,ଗୁଡୁଲି ବାରିକ, ସୁହାନି ସାହୁ,ପ୍ରିୟାଶୀ ସାହୁ ପ୍ରମୁଖ ଉପସ୍ଥିତ ରହି କରୋନା ଯୋଦ୍ଧା ମାନଙ୍କୁ ସାଧୁବାଦ ଜଣାଇବା ସହ ଉତ୍ସାହିତ କରିଥିଲେ ! କରୋନା ଯୋଦ୍ଧା ଭାବରେ ପରିଷଦର ସମସ୍ତ କର୍ମକର୍ତ୍ତା ମାନେ ମଧ୍ୟ କନ୍ଦରପୁର ଅଂଚଳ ବିଶୋଧନକରିବା,ରକ୍ତଦାନ ସେଵା,କରୋନା ଯୋଦ୍ଧା ମାନଙ୍କୁଉପଯୁକ୍ତ ସମ୍ମାନ ପଦର୍ଶନ, ସରକାରଙ୍କ ନିୟମକୁ ମାନିବା ସର୍ବୋପରି “ପ୍ରତିରୋଧ ହିଁ ପ୍ରତିକାର” ନିୟମକୁ ପାଳନ ପୂର୍ବକ ସମସ୍ତ ମହନୀୟ ସେଵାକାର୍ଯ୍ୟକୁ ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରସଂଶା କରାଯାଇଛି !

Mo sapath

Leave A Reply

Your email address will not be published.