Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୯/୦୨ ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ ଆଜି ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ଅଧିବେଶନରେ ଶତାଧିକ ସଭ୍ୟ ଯୋଗଦାନ କରିଥିଲେ । ଏହି ସୋସାଇଟିରେ ଆୟକର ବିଭାଗର ଅନେକ ଅବସରପ୍ରାପ୍ତ କର୍ମଚାରୀ ଓ କାର୍ଯ୍ୟରତ କର୍ମଚାରୀ ସଭ୍ୟ ଅଛନ୍ତି । ଆଜିର ଅଧିବେଶନ ସୋସାଇଟିର ସଭାପତି ଶ୍ରୀ ଶରତ ଦାଶଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଆଗାମୀ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ନିର୍ବାଚନ/ ଚୟନ ମଧ୍ୟ କରାଯାଇଥିଲା ।

ଆଗାମୀ ବର୍ଷ ପାଇଁ ଶ୍ରୀ ଶରତ ଦାଶ ସଭାପତି ଭାବେ ଓ ଶ୍ରୀ ରାଧାଶ୍ୟାମ ଗିରି ସମ୍ପାଦକ ଭାବେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ । ଯୁଗ୍ମ ସମ୍ପାଦକ ଭାବେ ଶଶିକାନ୍ତ ବେହେରା ଓ ତ୍ରିଲୋଚନ ମଲ୍ଲିକ , କୋଷାଧ୍ୟକ୍ଷ ଭାବେ ଲଳିତ ପଣ୍ଡା , ହିସାବ ସମୀକ୍ଷକ ଭାବେ ଶ୍ରୀ ଏ ଭି ଏନ୍ ଶ୍ରୀନିବାସ, ଓ କାର୍ଯ୍ୟକାରିଣୀ କମିଟିକୁ  ସର୍ବଶ୍ରୀ ମନୋଜ ପତି, ଦୁର୍ଗାପ୍ରସାଦ ଆଚାର୍ଯ୍ୟ, ଚିତ୍ତରଞ୍ଜନ ପଟ୍ଟନାୟକ, ଶ୍ରୀ ଏମ କେ ସାଇ, ଶ୍ରୀ ଏ ଟି ଖାଁ, ବିଦ୍ୟାଧର ସାହୁ ଓ ମଙ୍ଗରାଜ ସେଠୀ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିଲେ । ଉପଦେଷ୍ଟା ଭାବେ ଶ୍ରୀ ବ୍ରଜେନ୍ଦ୍ର ମହାନ୍ତି ଓ ଶ୍ରୀ ଜଗବନ୍ଧୁ ସାହୁଙ୍କୁ ପୁନଃ ନିର୍ବାଚିତ କରାଯାଇଥିଲା ।

Blank space

ଏହି ଅଧିବେଶନରେ ଯୋଗ ଦେଇଥିବା ସମସ୍ତ ଆୟକର ବନ୍ଧୁଙ୍କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ସଭାପତି ଶ୍ରୀ ଶରତ ଦାଶ ।

Mo sapath

Leave A Reply

Your email address will not be published.