Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଓଡିଶା ମୋ ପରିବାରର ୫୦ ସ୍ୱେଚ୍ଛାସେବୀ ଦେଲେ ରକ୍ତ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୭/୦୨:ଓଡିଶା ମୋ ପରିବାରର ୫୦ ଜଣ ସ୍ୱେଚ୍ଛାସେବୀ ଦେଲେ ରକ୍ତଦାନ। ଓଡ଼ିଶା ମୋ ପରିବାର ଓ ଜୀବନବିନ୍ଦୁ ସହଯୋଗରେ ଏହି ରକ୍ତଦାନ ଶିବର ଅନୁଷ୍ଠିତ ହୋଇଥିଲା। ୱାର୍ଡ଼ ନମ୍ବର-୧୭, ପଥରବନ୍ଧ ଅଙ୍ଗନବାଡ଼ି କେନ୍ଦ୍ରରେ ଆୟୋଜିତ ରକ୍ତଦାନ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଜିଲ୍ଲା ବିଜେଡି ସମ୍ପାଦକ ଭୋଳାନାଥ ମହାରଣା ନେତୃତ୍ୱ ନେଇଥିଲେ। ସ୍ଥାନୀୟ ଅଞ୍ଚଳର ୫୦ ଜଣ ରକ୍ତଦାତା ରକ୍ତଦାନ କରିଥିଲେ।
ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ନିର୍ଦ୍ଦେଶରେ ଏହାକୁ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ପଥର ବନ୍ଧ ଉନ୍ନୟନ ପରିଷଦ ଓ କଳିଙ୍ଗ ୟୁଥ୍ କ୍ଲବର କର୍ମକତ୍ତା ସହଯୋଗ କରିଥିଲେ। ଏଥିରେ ସ୍ଥାନୀୟ ପୂର୍ବତନ କର୍ପୋରେଟର ସୁସ୍ମିତା ଦାସ, ୱାର୍ଡ଼ ସଭାପତି ବାଦଲ କୁମାର ଦାସ ପ୍ରମୁଖ ଯୋଗ ଦେଇଥିଲେ। ଉକ୍ତ କାର୍ଯକ୍ରମରେ ଓଡ଼ିଶା ମୋ ପରିବାର ସହ ସଂଯୋଜକ ରୁଦ୍ର ସାମନ୍ତରାୟ ଓ ଉତ୍ତର ସଂଯୋଜକ ଡଃ ପ୍ରକାଶ ତ୍ରିପାଠୀ, ପୂର୍ବତନ କର୍ପୋରେଟର ତଥା ବିଜେଡ଼ି ନେତା ଗଣେଶ ନାୟକ, ବିଜେଡ଼ି ନେତା ରାମଚନ୍ଦ୍ର ବେହେରା, ପୁରଞ୍ଜନ୍ ପାଢ଼ୀ, ଯୁବନେତା ଦୀପକ ନାୟକ, ସୌମ୍ୟ ରଞ୍ଜନ ପ୍ରଧାନ, ରବି ନାରାୟଣ ଵାଡତିଆ, ଆଲୋକ ଦାସ, ବିଶ୍ଵନାଥ ଦାସ, ସର୍ବଜିତ ସାହୁ, ଅକ୍ଷୟ ସ୍ୱାଇଁ, ସୁକାନ୍ତି ବେହେରା, ମିନତୀ ମହାପାତ୍ର, ଝୁନା ବେହେରା, ଲକ୍ଷ୍ମୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.