Blank space
Blank space
Breaking News/ମୁଖ୍ୟ ଖବର:
କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ
Blank space

ଆଇ.ଏ.ଏସ୍. ସ୍ତରରେ ବଡ଼ ଧରଣର ଅଦଳବଦଳ….

ନୂଆ ବିଏମସିର କମିଶନର ଭାବରେ ସଞ୍ଜୟ ସିଂହଙ୍କୁ ନିଯୁକ୍ତି....

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୧/୦୫ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ମିିଳିଲା ନୂଆ ଦାଇତ୍ୱ। ପୂର୍ବରୁ ବିଏମସି କମିଶନର ତଥା ଭୁବନେଶ୍ୱର ଡେଭ୍ଲପମେଣ୍ଟ ଅଥୋରିଟି ଭାଇସ୍ ଚେୟାରମ୍ୟାନ୍ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ସିଇଓ ଦାୟିତ୍ୱରେ ଥିଲେ । ତାଙ୍କୁ ଏବେ ସାଧାରଣ ପ୍ରଶାସନର ସ୍ବତନ୍ତ୍ର ଅଧିକାରୀ ଭାବେ ନିଯୁକ୍ତି ଦିଆଯାଇଛି । ତାଙ୍କ ସ୍ଥାନରେ ସଞ୍ଜୟ କୁମାର ସିଂ ଙ୍କୁ ନୂଆ ବିଏମସି କମିଶନର ଭାବେ ଦାୟିତ୍ୱ ଦେବା ସହ ବି.ଡି.ଏ ଉପାଧ୍ୟକ୍ଷ ଦାୟିତ୍ୱ ଓ ସ୍ମାର୍ଟ ସିଟିର ସିଇଓ ଦାୟିତ୍ୱ ମଧ୍ୟ ଦିଆଯାଇଛି।ଏନେଇ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହା ସହ ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକ ସଂପର୍କ ଦାୟିତ୍ୱ ଦିଆଯାଇଛି । ବିଷ୍ଣୁପଦ ସେଠୀ ଏବେ ରାଜସ୍ୱ ବିଭାଗର ପ୍ରମୁଖ ସଚିବ ଓ ଓଡ଼ିଆ ଭାଷା ସାହିତ୍ୟ , ସଂସ୍କୃତି ବିଭାଗ ଦାୟିତ୍ୱରେ ମଧ୍ୟ ଅଛନ୍ତି । ଏହା ସହିତ କିଶନ କୁମାରଙ୍କୁ ଇଡ୍ କୋ ଅତିରିକ୍ତ ଦାୟିତ୍ୱ ମିଳିଛି । କିଶନ କୁମାର ଏବେ ପୂର୍ତ୍ତ ବିଭାଗ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପି କେ ଡି ଏ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି । ହେମନ୍ତ ଶର୍ମାଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଓ, ବୈଷୟିକ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ମିଲିବା ସହ ଏବେ ଶିଳ୍ପ ବିଭାଗର ସଚିବ ଓ ଇପିକଲର ଅଧ୍ୟକ୍ଷ ଦାୟିତ୍ୱରେ ମଧ୍ୟ ସେଅଛନ୍ତି ।

Mo sapath

Leave A Reply

Your email address will not be published.