Blank space
Blank space
Breaking News/ମୁଖ୍ୟ ଖବର:
ରେଳ ସୁରକ୍ଷା ଓ ବିକାଶର ଦାୟିତ୍ୱ ଏବେ ଭିକ୍ଟର ଜୋସେଫଙ୍କ କାନ୍ଧରେହଟାତ୍ ଇସ୍ତଫା ଦେଲେ ଭୁବନେଶ୍ୱର DCPOdisha Clinches 20 Medals at 11th Senior National Minigolf Championship 2025-26ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ ବିରୋଧରେ ସାଇବର ଥାନାରେ ଏତଲାଟେଣ୍ଡର ପ୍ରକ୍ରିୟାରେ ସ୍ୱଚ୍ଛତା ନେଇ ପ୍ରଶ୍ନ, ଅନିୟମିତତା ଅଭିଯୋଗଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନସାମ୍ବାଦିକ ସୁରକ୍ଷା ଆଇନ୍ ଓ ପେନସନ ଦାବିକୁ ନେଇ IJU ପକ୍ଷରୁ ଜୋରଦାର ଉଠିଲା ସ୍ୱରବିଜେଡିର କଡା ସମାଲୋଚନା : ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ କଡ଼ା ସୁରକ୍ଷା, ୩୦ ପ୍ଲାଟୁନ୍ ଫୋର୍ସ ମୁତୟନଇପିଏଫଓର ବଡ଼ ଅପଡେଟ୍। ଏଣିକି ଏଟିଏମ ଓ ୟୁପିଆଇ ମାଧ୍ୟମରେ ପିଏଫ୍ ଟଙ୍କା ଉଠାଇପାରିବେ !ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀରବୀନ୍ଦ୍ର ମଣ୍ଡପରେ ପାଳିତ ହେଲା ବିଶ୍ୱ ନୃତ୍ୟ ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ବାଚସ୍ପତି ସୁରମା ପାଢ଼ୀଶ୍ରେଷ୍ଠତା ଓ ନବସୃଜନ କ୍ଷେତ୍ରରେ ଓଡ଼ିଶାକୁ ଦୁଇଟି ସମ୍ମାନଜନକ ପୁରସ୍କାରରାଜ୍ୟସ୍ତରୀୟ ପୋଲିସ ସନ୍ତରଣ ଓ କ୍ରସ୍ କଣ୍ଟ୍ରି ଚାମ୍ପିୟନସିପ୍-୨୦୨୬ପଣ୍ଡିତ ଦିନଦୟାଲ ଉପାଧ୍ୟୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬: ମେ’ ୧ରୁ ରାଜ୍ୟର ୩୭ ଜିଲ୍ଲାରେ ଆରମ୍ଭ ହେବ୭୧ତମ Doctorate! ଇତିହାସ ରଚିଲେ ସାମନ୍ତସରକାର ବଦଳିଲା, ବଦଳିଲା ନାହିଁ ଢାଞ୍ଚାନିର୍ବାଚନ ପାଇଁ AAP ର ପ୍ରସ୍ତୁତି ବୈଠକଭୁବନେଶ୍ୱରରେ KGF ମେଗା କନକ୍ଲେଭଇତିହାସ ରଚିଲେ ମୋଦି
Blank space

ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

0

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୭/୦୭ ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ଥର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ଏଥିରେ ୧୦ଜଣଙ୍କୁ ପ୍ରମୋଶନ ମିଳିଥିବା ବେଳେ ୩୩ ନୂଆ ମୁହଁ ସାମିଲ ହୋଇଛନ୍ତି। ବିଶେଷ କରି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଓଡିଶାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଏଥର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ବାଦ ଦିଆଯାଇଥିବା ବେଳେ ଦୁଇ ନୂଆ ଚେହେରାକୁ ସାମିଲ କରିଛନ୍ତି ମୋଦି ସରକାର। ଅଶ୍ୱିନୀ ବୈଷ୍ଣବଙ୍କୁ କ୍ୟାବିନେଟ ପାହ୍ୟା ମିଳିଥିବା ବେଳେ ବିଶ୍ବେଶ୍ବର ଟୁଡୁଙ୍କୁ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ ଦିଆଯାଇଛି।
ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ଉପସ୍ଥିତିରେ ଆଜି ମୋଟ ୪୩ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ନୂତନ ମନ୍ତ୍ରୀମାନଙ୍କୁ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମନ୍ତ୍ରିମଣ୍ଡଳରେ ୧୫ ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବ ବେଳେ ରାଷ୍ଟ୍ରମନ୍ତ୍ରୀ ଭାବେ ୨୮ ଜଣ  ଶପଥ ନେଇଛନ୍ତି। ୧୫ ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବା ମନ୍ତ୍ରୀମାନେ ହେଲେ, ଅନୁରାଗ ସିଂ ଠାକୁର,  ଗଙ୍ଗାପୁରମ କିଶନ ରେଡ୍ଡୀ,  ପୁରୁଷୋତ୍ତମ ରୁପାଲା,  ଭୂପେନ୍ଦ୍ର ଯାଦବ, ମନସୁଖ ମାଣ୍ଡବୀୟ, ହରଦୀପ ସିଂ ପୁରୀ, ରାଜକୁମାର ସିଂ, କିରଣ ରିଜ୍ଜିଜୁ, ପଶୁପତି କୁମାର ପାରସ, ଅଶ୍ୱିନୀ ବୈଷ୍ଣବ, ରାମଚନ୍ଦ୍ର ପ୍ରସାଦ ସିଂ, ଜ୍ୟୋତିରାଦିତ୍ୟ ମାଧବ ରାଓ ସିନ୍ଧିଆ, ଡଃ ବୀରେନ୍ଦ୍ର କୁମାର, ସର୍ବାନନ୍ଦ ସୋନଓ୍ୱାଲ ଓ ନାରାୟଣ ରାଣେ।
ରାଷ୍ଟ୍ରମନ୍ତ୍ରୀ ଭାବେ ୨୮ ଜଣ  ଶପଥ ନେଇଥିବା ମନ୍ତ୍ରୀମାନେ ହେଲେ,   ଅନୁପ୍ରିୟା ପଟେଲ, ଶୋଭା କରନ୍ଦଲାଜେ, ମୀନାକ୍ଷୀ ଲେଖୀ, ଅଜୟ ଭଟ୍ଟ, ପଙ୍କଜ ଚୌଧୁରୀ,  ସତ୍ଯପାଲ୍ ସିଂ ବାଘେଲା , ରାଜୀବ ଚନ୍ଦ୍ରଶେଖର, ଶୁଶ୍ରୀ ଶୋଭା, ଭାନୁ ପ୍ରତାପ ସିଂ ବର୍ମା, ଦର୍ଶନା ବିକ୍ରମ ଜାରଦୋସ୍ ,ଅନ୍ନପୂର୍ଣ୍ଣା ଦେବୀ, ଏ.ନାରୟଣସ୍ବାମୀ, କୌଶଲ କିଶୋର, ଅଜୟ ଭଟ୍ଟ, ବି. ଏଲ ବର୍ମା, ଅଜୟ କୁମାର, ଚୌହାନ ଦେବୁସିଂହ, ଭଗୱନ୍ତ ଖୁବା, କପିଲ ମୋରେଶ୍ବର ପାଟିଲ, ପ୍ରତିମା ଭୌମିକ, ସୁବସ ସରକାର, ଭଗୱନ୍ତ କିଷାନ, ରାଜକୁମାର ରଞ୍ଜନ ସିଂହ, ଭାରତୀ ପରବୀନ ପାୱାର, ବିଶ୍ବେଶ୍ବର ଟୁଡୁ, ଶାନ୍ତୁନୁ ଠାକୁର, ଡ଼ ମୁଞ୍ଜାପରା ମହେନ୍ଦ୍ରଭାଇ , ଜନ ବାର୍ଲା, ଡ. ଏଲ ମୁର୍ଗାନ,  ନିଶିତ ପ୍ରାମାଣିକ । ଶପଥ ଗ୍ରହଣ ଉତ୍ସବରେ ଉପରାଷ୍ଟ୍ରପତି ଏମ. ଭେଙ୍କିଆ ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ମନ୍ତ୍ରୀମାନେ ଉପସ୍ଥିତ ଥିଲେ।

Mo sapath

Leave A Reply

Your email address will not be published.

404 Not Found

404

Not Found

The resource requested could not be found on this server!


Proudly powered by LiteSpeed Web Server

Please be advised that LiteSpeed Technologies Inc. is not a web hosting company and, as such, has no control over content found on this site.