Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ପିସିସି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ଦିବସ ପାଳିତ

0

ଭୁବନେଶ୍ୱର,ନିରପେକ୍ଷ ଖବର ତା ୦୯/୦୭ ଆଜି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି Iଏହି ଉପଲକ୍ଷେ ସକାଳେ ଗୋପବନ୍ଧୁ ଛକ ସ୍ଥିତ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତୀରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ସମେତ କଂଗ୍ରେସସ ନେତୃବୃନ୍ଦ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ I ପରେ କଂଗ୍ରେସ ନେତୃବୃନ୍ଦ କଂଗ୍ରେସ ଭବନ ଠାରେ ଉତ୍କଳମଣିଙ୍କ ପ୍ରତିମୂର୍ତୀରେ ଶ୍ରଧାସୁମନ ଅର୍ପଣ କରିଥିଲେ Iଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଥିଲେ ଉତ୍କଳମଣି ଗୋପବନ୍ଧୁ ଥିଲେ ତ୍ୟାଗ ଓ ସେବାର ମୂର୍ତ୍ତିମନ୍ତ ପ୍ରତୀକ I ରାଜନୀତି କ୍ଷେତ୍ରରେ ଓଡିଶାକୁ କଂଗ୍ରେସ ସହ ସାମିଲ କରିବାରେ ସେ ହେଉଛନ୍ତି ପ୍ରଥମ ବ୍ୟକ୍ତି ଓ ପ୍ରଥମ ସଭାପତି I ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଶ୍ରୀ ପଟ୍ଟନାୟକ ରାଜ୍ୟବାସିଙ୍କୁ ଅନୁରୋଧ କରିଥିଲେ I ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସର ନେତୃବୃନ୍ଦ ସର୍ବଶ୍ରୀ ଶରତ ପଟ୍ଟନାୟକ,ସୁରେଶ କୁମାର ରାଉତରାୟ ,ଶିବାନନ୍ଦ ରାୟ ,କିଶୋର ଜେନା ,ମନୋରଞ୍ଜନ ଦାଶ ,ଜ୍ୟୋତିଷ ସାହୁ ,ପ୍ରଣତି ମିଶ୍ର ,ପ୍ରକାଶ ମିଶ୍ର ,ଲିଙ୍ଗରାଜ ସାହୁ ,ଦୀପକ ମହାପାତ୍ର ,ଜୟକୃଷ୍ଣ ସୁବୁଦ୍ଧି ,ସଂକୁନା କଂହର ,ଦେବେନ୍ଦ୍ର ପ୍ରାସାଦ ଦାଶ ,ଶ୍ରେୟାସ୍ମିତା ପଣ୍ଡା ,ମୁନି ଥାପ୍ପା ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତି ଶ୍ରଧାଞ୍ଜଳି ଜଣାଇଥିଲେ I

Mo sapath

Leave A Reply

Your email address will not be published.