Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ପୂର୍ବତଟ ରେଳପଥ ପକ୍ଷରୁ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ

0

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୫/୦୯ ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ ହିନ୍ଦୀ ଦିବସ ପାଳନ କରାଯିବା ସହିତ ରାଜଭାଷା ପକ୍ଷ୍ୟ ଉଦ୍ଘାଟନ କରାଯାଇଅଛି | ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବ ରେଳପଥର ମୁଖ୍ୟ ରାଜଭାଷା ଅଧିକାରୀ ଶ୍ରୀ ରବି ଶଙ୍କର ମିତ୍ର ଏବଂ ପ୍ରମୁଖ ଅଧିକାରୀ ମାନଙ୍କ ଉପସ୍ଥିତିରେ ଏହି ପକ୍ଷ୍ୟକୁ ଉଦ୍ଘାଟନ କରିଛନ୍ତି |

ଏହି ଅବସରରେ ମହାପ୍ରବନ୍ଧକ ରେଳପଥର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ହିନ୍ଦୀ ଦିବସର ଶପଥ ପାଠ କରାଇବା ସହିତ ମାନ୍ୟବର ରେଳମନ୍ତ୍ରୀଙ୍କ ବାର୍ତ୍ତା କୁ ଦୋହରାଇଥିଲେ | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ରାଜଭାଷା ଅଧିକାରୀ ତାଙ୍କ ସମ୍ବୋଧନରେ ହିନ୍ଦୀ ଦିବସର ଇତିହାସ ଉପରେ ଆଲୋକପାତ କରିଥିଲେ ଏବଂ ହିନ୍ଦୀର ମହତ୍ତ୍ୱ ବିଷୟରେ ଆଲୋଚନା କରିଥିଲେ | ମହାପ୍ରବନ୍ଧକ ଶ୍ରୀ ଶ୍ରୀବାସ୍ତବ ତାଙ୍କ ବକ୍ତବ୍ୟ ରେ ରେଳ କର୍ମଚାରୀ ମାନଙ୍କୁ ଅଧିକରୁ ଅଧିକ ରାଜଭାଷା ମାଧ୍ୟମରେ ଅଫିସ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ |

Blank space

ବିଭିନ୍ନ ଆଞ୍ଚଳିକ ପ୍ରତିଯୋଗିତା ଏବଂ ରାଜଭାଷା ସହ ଜଡିତ ଅନ୍ୟ ପ୍ରତିଯୋଗିତାରେ ଭାଗନେଇଥିବା କୃତି ପ୍ରତିଯୋଗୀ ମାନଙ୍କୁ ଏହି ଅବସରରେ ମହାପ୍ରବନ୍ଧକଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା | ଏହି କାର୍ଯ୍ୟକ୍ରମକୁ ରେଳପଥର ରାଜଭାଷା ଅଧିକାରୀ ଶ୍ରୀମତୀ ୟାଲିନା ପଣ୍ଡା ପରିଚାଳନା କରିଥିଲେ |

​​​

Mo sapath

Leave A Reply

Your email address will not be published.