Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ଶିଳ୍ପପତି ରତନ ଟାଟା ହେଲେ ପିଏମ କେୟାର୍ସ ଫଣ୍ଡର ଟ୍ରଷ୍ଟି …

0

ନୂଆଦିଲ୍ଲୀ ,ନିରପେକ୍ଷ ଖବର:ତା ୨୧/୦୯/୨୨ ପିଏମ କେୟାର୍ସ ଫଣ୍ଡର ଅନ୍ୟତମ ଟ୍ରଷ୍ଟି ଭାବେ ନିଯୁକ୍ତ ପାଇଲେ ଶିଳ୍ପପତି ରତନ ଟାଟା। ଏହି ଟ୍ରଷ୍ଟରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ କେ ଟି ଥୋମାସ୍, ପୂର୍ବତନ ଡେପୁଟି ବାଚସ୍ପତି କରିଆ ମୁଣ୍ଡା ମନୋନିତ ହୋଇଥିବା ବେଳେ ସେଥିରେ ଏବେ ଟାଟା ସନ୍ସ ଚେୟାରମ୍ୟାନ୍ ରତନ ଟାଟାଙ୍କୁ ମଧ୍ୟ ସାମିଲ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏକ ଘୋଷଣା ଜାରି କରାଯାଇଛି।

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ହେଉଛନ୍ତି ପିଏମ କେୟାର୍ସ ଫଣ୍ଡର ଅନ୍ୟତମ ଟ୍ରଷ୍ଟି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ପିଏମ କେୟାର୍ସ ବୋର୍ଡ଼ ବୈଠକ ପରେ ଉପରୋକ୍ତ ନିଷ୍ପତ୍ତି ନିଆଯାଇଥିଲା। ଏହି ବୈଠକରେ ନିଜେ ରତନ ଟାଟା ମଧ୍ୟ ଉପସ୍ଥିତ ଥିଲେ।

Blank space

ଟ୍ରଷ୍ଟିମାନେ ପିଏମ କେଆର୍ସ ପାଣ୍ଠିର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଥିବାରୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ରଷ୍ଟିମାନଙ୍କୁ ସ୍ୱାଗତ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ କେଆର୍ସ ପାଣ୍ଠିର ଟ୍ରଷ୍ଟି ବୋର୍ଡକୁ ନେଇ ବୈଠକର ଅଧ୍ୟକ୍ଷତା କରିବାର ଗୋଟିଏ ଦିନ ପରେ ଟ୍ରଷ୍ଟିଙ୍କ ନାଁ ଘୋଷଣା କରିଥିଲେ। ଗତକାଲି ହୋଇଥିବା ବୈଠକରେ ପିଏମ କେଆର୍ସ ପାଣ୍ଠି ସହାୟତାରେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା ହେବା ସହ ରତନ ଟାଟାଙ୍କ ସମେତ ନବନିର୍ବାଚିତ ଟ୍ରଷ୍ଟି ମଧ୍ୟ ବୈଠକରେ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ନୂତନ ଟ୍ରଷ୍ଟି ଏବଂ ପରାମର୍ଶଦାତାଙ୍କ ଅଂଶଗ୍ରହଣ ପିଏମ କେଆର୍ସ ପାଣ୍ଠିର କାର୍ଯ୍ୟକାରିତାକୁ ବ୍ୟାପକ ଦୃଷ୍ଟିକୋଣ ପ୍ରଦାନ କରିବ।

Mo sapath

Leave A Reply

Your email address will not be published.