Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ଟ୍ରେଣ୍ଡ୍ସ ପକ୍ଷରୁ “ଖୁସିର ପର୍ବ’ ପ୍ରତିଯୋଗିତା ବିଜେତାଙ୍କୁ ସମ୍ବର୍ଦ୍ଧନା

0

ଭୁବନେଶ୍ଵର,ନିରପେକ୍ଷ ଖବର : ଭାରତର ସର୍ବବୃହତ ଓ ଦ୍ରୁତ ଅଭିବୃଦ୍ଧିଶୀଳ ପୋଷାକ ଓ ଆସେସୋରିଜ୍ ସ୍ପେସିଆଲିଟି ରିଲାଏନ୍ସ ରିଟେଲ୍ ର ଟ୍ରେଣ୍ଡ୍ସ ପକ୍ଷରୁ ଦୁର୍ଗାପୂଜା ଓ ଦଶହରା ସମୟରେ ଅନୁଷ୍ଠିତ “ ଖୁସିର ପର୍ବ’ ପ୍ରତିଯୋଗିତାର ବିଜେତା ଘୋଷଣା କରାଯାଇଛି ।
ଟ୍ରେଣ୍ଡ୍ସ ଖୁସିର ପର୍ବ ଓ ପୂଜା ମାଇଁ ଲୁକ୍‌ ପ୍ରତିଯୋଗିତାରେ କଟକର ନିତାଶା ସିମ୍ପଲ ପ୍ରଥମ ପୁରସ୍କାର ଜିତିଥିବା
ବେଳେ ରାଉରକେଲାର ତନିସା ପତି ଦ୍ଵିତୀୟ ଏବଂ ରେମୁଣାର ପ୍ରଜ୍ଞା ନାୟକ ତୃତୀୟ ପୁରସ୍କାର ଜିତିଛନ୍ତି । ସେହିପରି ପୂଜା ସେଲିବ୍ରେସନ ରିଲ୍ସ । ଭିଡିଓ ପ୍ରତିଯୋଗିତାରେ ଯାଜପୁରର ଅଭିପ୍‌ସା ସାମଲ ପ୍ରଥମ ପୁରସ୍କାର ଜିତିଥିବା ବେଳେ ସାଲେପୁରର ଶ୍ରୀଦେବୀ ବିଶ୍ବାଳ ଦ୍ବିତୀୟ ଓ କଟକର ସନ୍ତୋଷ ବେହେରା ତୃତୀୟ ପୁରସ୍କାର ଜିତିଛନ୍ତି । ଏକ ବର୍ଷାଢ଼ୀ ଖୁସିର ପର୍ବ ଫିନାଲେ କାର୍ଯ୍ୟକ୍ରମରେ ଓଲିଉଡର ଲୋକପ୍ରିୟ ଅଭିନେତ୍ରୀ ଶିବାନୀ ସଙ୍ଗୀତାଙ୍କ ଉପସ୍ଥିତିରେ ଖୁସିର ପର୍ବ ପ୍ରତିଯୋଗିତାର ସମସ୍ତ ଛଅ ଜଣ ବିଜେତାଙ୍କୁ ସମ୍ବର୍ଦ୍ଧିତ ଓ ପୁରସ୍କୃତ କରାଯାଇଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଦୁର୍ଗାପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ଉତ୍ସାହିତ କରିବା ଲାଗି ଟ୍ରେଣ୍ଡ୍ ପପକ୍ଷରୁ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଅଫର ଓ ଖୁସିର ପର୍ବ ପ୍ରତିଯୋଗିତା ଭଳି ସ୍ଵତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଥିଲା । ଗ୍ରାହକମାନଙ୍କୁ ନିଜର ପୂଜା ଲୁକ୍ କିମ୍ବା ପୂଜା ଉତ୍ସବ ପାଳନର ଭିଡିଓ । ରିଲ୍‌କୁ ଟ୍ରେଣ୍ଡ୍ ସହିତ ସେୟାର କରିବା ଜରିଆରେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରାୟ ୧. ୨୦ ଲକ୍ଷ ଟଙ୍କାର ପୁରସ୍କାର ଜିତିବାର ସୁଯୋଗ ନେବା ପାଇଁ ଆହ୍ବାନ କରାଯାଇଥିଲା । ଏଥିପାଇଁ ଦିଆଯାଇଥିବା ଦ୍ଵାଟସ୍‌ଆପ୍ ନମ୍ବର ଓ ୱେବସାଇଟ୍‌ରେ
ହଜାର ହଜାର ଗ୍ରାହକ ସେମାନଙ୍କ ଆବେଦନ ଦାଖଲ କରିଥିଲେ । ଟ୍ରେଣ୍ଡ୍ସ ଭାରତରେ ବାସ୍ତବରେ ଫେସନକୁ ସବୁ ଲୋକଙ୍କ ପାଖରେ ପହଂଚାଇ ମେଟ୍ରୋ ଠାରୁ ଆରମ୍ଭ କରି ମିନି ମେଟ୍ରୋ, ଟାୟାର୧ ଓ ୨ ସହର ଓ ତା’ଠାରୁ ଆଗକୁ ବଢ଼ି ଭାରତର ଗ୍ରାହକମାନଙ୍କ ପାଖରେ ପହଂଚିଛି ଓ ନିଜକୁ ଭାରତର ପସନ୍ଦର ସପିଙ୍ଗ ସ୍ଥଳରେ ପରିଣତ କରିଛି । ଟ୍ରେଣ୍ଡ୍ସ ଷ୍ଟାର ଦେଖିବାକୁ ବେଶ ଆଧୁନିକ ଓ ଆକର୍ଷଣୀୟ ଏବଂ ସେଥିରେ ରହିଥିବା ଗୁଣାତ୍ମକ ମାନର ଫେସନ ସାମଗ୍ରୀ ବିଭିନ୍ନ ଅଂଚଳର ଗ୍ରାହକମାନଙ୍କ ଲାଗି ବେଶ ପ୍ରାସଙ୍ଗିକ ଓ ତାହା ସୁଲଭ ମୂଲ୍ୟରେ ଉପଲବ୍ଧ ହେଉଥିବାରୁ ଭାଲ୍ୟୁ ଫର ମନି ଭାବେ ବିଚାର କରାଯାଉଛି । ଗ୍ରାହକମାନେ ଟ୍ରେଣ୍ଟସ ଷ୍ଟୋର୍‌ରେ ଟ୍ରେଣ୍ଡି ଓମେନ୍ସ ଓୟାର, ମେନ୍ସ ଓୟାର, କିଡ୍‌ସ ଓୟାର ଓ ଫେସନ୍ ଆସୋସୋରିଜ୍ ଆଦି ଆକର୍ଷଣୀୟ ମୂଲ୍ୟରେ ପାଇପାରିବେ ।

Mo sapath

Leave A Reply

Your email address will not be published.