Blank space
Blank space
Breaking News/ମୁଖ୍ୟ ଖବର:
ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ
Blank space

ଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

0

ଭୁବନେଶ୍ଵର, ନିରପେକ୍ଷ ଖବର: ତା :୨୯/୦୮/୨୪ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା। ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି। ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ।

Mo sapath

Leave A Reply

Your email address will not be published.