Blank space
Blank space
Breaking News/ମୁଖ୍ୟ ଖବର:
ବଜେଟରୁ ଲାଭ ପାଇବାରେ ଓଡ଼ିଶା ହେବ ଅଗ୍ରଣୀ ରାଜ୍ୟଡିଜିଟାଲ ମିଡ଼ିଆ ଏଡିଟର ଏବଂ ଓନରସ ଆସୋସିଏସନ ର କାର୍ଯ୍ୟକାରିଣୀ ବୈଠକୟୁରୋକିଡ୍ସ ଆଇଆରସି ଭିଲେଜ୍, ନୟାପଲ୍ଲୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବପଚାରିଲେ ଚାଷୀ, ଉତ୍ତର ରଖିଲେ ମନ୍ତ୍ରୀଆକର୍ଷଣ ବଢାଉଛି ଜୀବନ୍ତ ମତ୍ସ୍ୟପାଟଣାଗଡ଼ ଏନ୍‌ଏସି ଉପାଧ୍ୟକ୍ଷଙ୍କ ସମେତ ୭ ଜଣ କାଉନ୍‌ସିଲର ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲଆକର୍ଷଣର କେନ୍ଦ୍ର ପାଲଟିଛି ବିଶ୍ବର କ୍ଷୁଦ୍ରତମ ଗାଈ- ପୁଙ୍ଗାନୁରଚିତାକର୍ଷକ ‘ଡଗ୍ ସୋ’ରେ ଦର୍ଶକ ବିଭୋର  ବି.ଜେ.ଇ.ଏମ୍. ସ୍କୁଲରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋବିଜେପି ଓବିସି ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତିସମ୍ପୂର୍ଣ୍ଣ ଅନ୍‌ଲାଇନ୍‌ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ  ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭାକଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ
Blank space

ବଜେଟରୁ ଲାଭ ପାଇବାରେ ଓଡ଼ିଶା ହେବ ଅଗ୍ରଣୀ ରାଜ୍ୟ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୮/୦୨ ଭୁବନେଶ୍ୱର ଠାରେ ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭କୁ ‘ବିକଶିତ ଭାରତ’ ଗଠନର ଏକ ବଳିଷ୍ଠ ଆଧାର ବୋଲି ଅଭିହିତ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସବକା ସାଥ୍, ସବକା ବିକାଶ’ ମନ୍ତ୍ରରେ ଅନୁପ୍ରାଣିତ ଏହି ବଜେଟ୍, ସମାଜର ସବୁ ବର୍ଗର ଆକାଂକ୍ଷା ପୂରଣ କରିବା ସହ ଶିକ୍ଷା, କୃଷି ଓ ପର୍ଯ୍ୟଟନ ପରି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବା ନେଇ ସେ ସବିଶେଷ ତଥ୍ୟ ଉପସ୍ଥାପନ କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବିଜେପି ସଭାପତି ଶ୍ରୀ ମନମୋହନ ସାମଲ ଉପସ୍ଥିତ ଥିଲେ ।

ଶ୍ରୀ ପ୍ରଧାନ କହିଛନ୍ତି ଯେ, ଭାରତ ବର୍ତ୍ତମାନ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ଭାବେ ଉଭା ହୋଇଥିବା ବେଳେ ଏହି ବଜେଟ୍ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୬.୮% ରୁ ୭.୨% ଅଭିବୃଦ୍ଧି ହାସଲ କରିବାକୁ ଲକ୍ଷ୍ୟ ରଖିଛି । ଏହା ସମାଜର ସବୁ ବର୍ଗର ଆକାଂକ୍ଷା ପୂରଣ କରିବା ସହ ଏକ ସମାବେଶୀ ଅଭିବୃଦ୍ଧିକୁ ସୁନିଶ୍ଚିତ କରୁଛି । ୨୦୧୩-୧୪ରେ ଦେଶର ରପ୍ତାନୀ ପରିମାଣ ୪୬୬.୨୨ ବିଲିୟନ ଆମେରିକୀୟ ଡଲାର ଥିବା ବେଳେ ଆଜି ମୋଦୀ ସରକାରରେ ତାହା ୭୭ ପ୍ରତିଶତ ବଢି ୮୨୪.୯ ବିଲିୟନ ଆମେରିକୀୟ ଡଲାର ହୋଇଛି । ଦେଶରେ ବିଦେଶ ପ୍ରତ୍ୟକ୍ଷ ପୁଞ୍ଜିନିବେଶ ବା ଏଫଡିଆଇ ୨୦୧୩-୧୪ ବର୍ଷରେ ୩୬.୦୫ ବିଲିୟନ ଆମେରିକୀୟ ଡଲାର ଥିଲା । ଏହି ସଂଖ୍ୟା ଦୁଇ ଗୁଣା ହୋଇ ୮୧.୦୪ ବିଲିୟନ ଆମେରିକୀୟ ଡଲାର ହୋଇଛି । ଦେଶର ଜିଡିପି ହାର ୨୦୧୪-୧୫ରେ ୧୦୬.୫୭ କୋଟିରୁ ତିନିଗୁଣା ବଢି ୩୩୧.୦୩ କୋଟି ହୋଇଛି । ଆମ ଦେଶରେ ବୈଦେଶିକ ମୁଦ୍ରା ଭଣ୍ଡାର (ଫରେକ୍ସ ରିଜର୍ଭ) ୬୯୭.୯ ବିଲିୟନ ଆମେରିକୀୟ ଡଲାର ବଢିଛି । ମୁଦ୍ରା ସ୍ଫିତି ନିୟନ୍ତ୍ରଣ ହୋଇଛି । ୨୦୨୦ରେ ଜିଏସଟି କଲେକ୍ସନ ୧୧ ଲକ୍ଷ କୋଟି ହୋଇଥିବା ବେଳେ ଏବେ ତାହା ବଢି ୨୨ ଲକ୍ଷ କୋଟି ହୋଇଛି । ଭାରତର ଷ୍ଟାର୍ଟଅପ ଇକୋସିଷ୍ଟମ ବିଶ୍ୱରେ ତୃତୀୟ ହୋଇଛି । ମୋଦୀ ସରକାରରେ ଲୋକଙ୍କ ଜନଜୀବନ ସହଜ ହୋଇଛି । ୨୦୩୫ ସୁଦ୍ଧା ଏଆଇ ୧.୭ ଟ୍ରିଲିୟନ ଡଲାର ଯୋଗଦାନ କରିବାର ଲକ୍ଷ୍ୟ ରଖାଯାଇଛି ।

Blank space

ଚଳିତ ବଜେଟରେ ଆଗାମୀ ୫ ବର୍ଷ ପାଇଁ ୧୦,୦୦୦ କୋଟି ଟଙ୍କାର ବ୍ୟୟବରାଦ ସହ ‘ବାୟୋଫାର୍ମା ଶକ୍ତି’ ଏବଂ ୪୦,୦୦୦ କୋଟି ଟଙ୍କାର ‘ଇଣ୍ଡିଆ ସେମିକଣ୍ଡକ୍ଟର ୨.୦’ ମିଶନର ଶୁଭାରମ୍ଭ କରାଯାଇଛି। ଶ୍ରମ-ଭିତ୍ତିକ ବୟନ ଶିଳ୍ପ ଏବଂ ଖଦି-ହସ୍ତଶିଳ୍ପର ବିକାଶ ପାଇଁ ‘ମହାତ୍ମା ଗାନ୍ଧୀ ଗ୍ରାମ ସ୍ୱରାଜ’ ଅଭିଯାନ ଘୋଷଣା କରାଯାଇଛି। ଏମଏସଏମଇ କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ୧୦,୦୦୦ କୋଟି ଟଙ୍କାର ଗ୍ରୋଥ୍ ଫଣ୍ଡ୍ ଗଠନ କରାଯାଇଛି। ଯୁବପିଢ଼ିଙ୍କୁ ନିଯୁକ୍ତିକ୍ଷମ କରିବା ପାଇଁ ‘ଇଟୁଇ’ (ଶିକ୍ଷାରୁ ନିଯୁକ୍ତି ଓ ଉଦ୍ୟୋଗ) ମାନକ କମିଟି ଗଠନର ପ୍ରସ୍ତାବ ଦିଆଯାଇଛି । ଦେଶର ୧୫,୦୦୦ ମାଧ୍ୟମିକ ବିଦ୍ୟାଳୟ ଓ ୫୦୦ କଲେଜରେ ‘ଏଭିଜିସି’ (ଆନିମେସନ୍, ଗେମିଂ) ଲ୍ୟାବ୍ ପ୍ରତିଷ୍ଠା ହେବ । ଛାତ୍ରୀମାନଙ୍କୁ ଷ୍ଟେମ ଶିକ୍ଷାରେ ସହାୟତା ପାଇଁ ପ୍ରତି ଜିଲ୍ଲାରେ ଗୋଟିଏ ଲେଖାଏଁ ଛାତ୍ରୀନିବାସ ନିର୍ମାଣ କରାଯିବ । ଶିକ୍ଷା ଓ ଚିକିତ୍ସା ଉଦ୍ଦେଶ୍ୟରେ ବିଦେଶକୁ ଅର୍ଥ ପ୍ରେରଣ ଉପରେ ଟିସିଏସ ହାରକୁ ୫% ରୁ ୨% କୁ ହ୍ରାସ କରାଯାଇଛି । ଏହି ବଜେଟ୍ରେ ଭିତ୍ତିଭୂମି ବିକାଶ ପାଇଁ ବ୍ୟୟବରାଦକୁ ୧୧ ଲକ୍ଷ କୋଟିରୁ ୧୨.୨ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି, ଯାହା ଦେଶର ପ୍ରଗତି ପଥକୁ ପ୍ରଶସ୍ତ କରିବ । ଦେଶରେ ୭ଟି ହାଇ-ସ୍ପିଡ୍ ରେଳ କରିଡର ସହ ପର୍ଯ୍ୟଟନର ବିକାଶ ପାଇଁ ‘ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ହସ୍ପିଟାଲିଟି’ ଗଠନ କରାଯିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ତିନୋଟି ନୂତନ ଅଖିଳ ଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନ (ଏଆଇଆଇଏ) ସ୍ଥାପନ ହେବ। ଏହି ବଜେଟ୍ ସାମଗ୍ରିକ ଭାବେ ଏକ ସମୃଦ୍ଧ ଓ ସଶକ୍ତ ଭାରତ ଗଠନରେ ସହାୟକ ହେବ ।

ଏହି ବଜେଟରେ କୃଷି, ଶିକ୍ଷା ଏବଂ ପର୍ଯ୍ୟଟନ ପରି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଓଡ଼ିଶା ବ୍ୟାପକ ଭାବେ ଉପକୃତ ହେବ । ରାଜ୍ୟର କୃଷି ଭିତ୍ତିଭୂମିର ସୁଦୃଢ଼ୀକରଣ, ଶିକ୍ଷା କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ଏବଂ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ବିଶ୍ୱସ୍ତରୀୟ ବିକାଶ ପାଇଁ ଏଥିରେ ବିଶେଷ ପ୍ରାଥମିକତା ଦିଆଯାଇଛି । ‘ପୂର୍ବୋଦୟ’ ଯୋଜନା ମାଧ୍ୟମରେ ଓଡ଼ିଶାକୁ ଦେଶର ବିକାଶର ଏକ ପ୍ରମୁଖ କେନ୍ଦ୍ରବିନ୍ଦୁ ଭାବେ ଗଢ଼ିତୋଳିବାକୁ ଲକ୍ଷ୍ୟ ରଖାଯାଇଛି। ଓଡ଼ିଶା ପାଇଁ ରେକର୍ଡ ସଂଖ୍ୟକ ୧୦,୯୨୮ କୋଟି ଟଙ୍କାର ରେଳ ବଜେଟ୍ ଅନୁଦାନ ପ୍ରଦାନ କରାଯାଇଛି, ଯାହା ୨୦୦୯-୧୪ ର ହାରାହାରି ଅନୁଦାନ ତୁଳନାରେ ପ୍ରାୟ ୧୩ ଗୁଣ ଅଧିକ । ଅପରପକ୍ଷରେ ବ୍ରାହ୍ମଣୀ ଓ ମହାନଦୀ ଦେଇ ତାଳଚେର-ଅନୁଗୋଳ ଠାରୁ ପାରାଦୀପ-ଧାମରା ପର୍ଯ୍ୟନ୍ତ ୫ ନମ୍ବର ଜାତୀୟ ଜଳପଥର ବିକାଶ ଏବଂ ରାଜ୍ୟରେ ନୂତନ ‘ରେୟାର ଆର୍ଥ କରିଡର’ର ପ୍ରତିଷ୍ଠା ଓଡ଼ିଶାର ଶିଳ୍ପ ଓ ଖଣିଜ ଭିତ୍ତିଭୂମିକୁ ଏକ ନୂତନ ସ୍ତରକୁ ନେଇଯିବ । ଏହି ବଜେଟରେ ‘ନ୍ୟୁ ଏଜ୍ ଇକୋନୋମି’ ବା ନୂତନ ଯୁଗର ଅର୍ଥନୀତି ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । ନୂତନ ଜ୍ଞାନକୌଶଳ ଓ ଖଣିଜ ସମ୍ପଦର ସଦୁପଯୋଗ ଦ୍ୱାରା ରାଜ୍ୟର ଯୁବପିଢ଼ିଙ୍କ ପାଇଁ ନିଯୁକ୍ତିର ଅନେକ ନୂଆ ସୁଯୋଗ ସୃଷ୍ଟି ହେବ । ରାଜ୍ୟରେ ଜଳ ସେଚନର ସୁବିଧା ପାଇଁ ଜଳାଶୟ ଓ ଅମୃତ ସରୋବରର ବିକାଶ କରାଯିବ, ଯାହା କେବିକେ ଜିଲ୍ଲାଗୁଡ଼ିକ ପାଇଁ ବରଦାନ ସଦୃଶ ହେବ ।

ଓଡ଼ିଶାର ପ୍ରାୟ ୧୫ ଲକ୍ଷ କେନ୍ଦୁପତ୍ର ଶ୍ରମିକ ଓ ଜନଜାତି ଭାଇଭଉଣୀଙ୍କ ଜୀବନରେ ଏହି ବଜେଟ୍ ଏକ ବଡ଼ ପରିବର୍ତ୍ତନ ଆଣିବ । କେନ୍ଦୁପତ୍ର ଉପରେ ଟିକସ ୫% ରୁ ୨% କୁ ହ୍ରାସ କରାଯିବା ଦ୍ୱାରା ସମ୍ବଲପୁରଠାରୁ ମୟୂରଭଞ୍ଜ ପର୍ଯ୍ୟନ୍ତ ଶ୍ରମିକମାନେ ଉପକୃତ ହେବେ । ଉପକୂଳବର୍ତ୍ତୀ ଅଞ୍ଚଳରେ ନଡ଼ିଆ, କାଜୁ ଓ କୋକୋ ଚାଷ ପାଇଁ ସ୍ୱତନ୍ତ୍ର ସହାୟତା ପ୍ରଦାନ କରିବା ସରକାରଙ୍କ ଗରିବ ଓ ଚାଷୀ କଲ୍ୟାଣର ପ୍ରତିବଦ୍ଧତାକୁ ଦର୍ଶାଉଛି । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ମତ୍ସ୍ୟଜୀବୀ ସଂଗଠନଗୁଡ଼ିକୁ ଷ୍ଟାର୍ଟଅପ୍ ମାଧ୍ୟମରେ ବଜାର ସହ ଯୋଡିବା ସହିତ ଉପକୂଳବର୍ତ୍ତୀ ଅଞ୍ଚଳରେ ମତ୍ସ୍ୟ ଚାଷକୁ ସୁଦୃଢ଼ କରାଯିବ । ଏହି ପଦକ୍ଷେପ ଆମର ମତ୍ସ୍ୟଜୀବୀ ଭାଇଭଉଣୀମାନଙ୍କ ଆୟ ବୃଦ୍ଧି କରିବା ସହ ବ୍ଲୁ ଇକୋନୋମୀକୁ ଅଧିକ ସୁଦୃଢ଼ କରିବ । ଓଡ଼ିଶାର ଉପକୂଳ ଅଞ୍ଚଳରେ ଏହା ରୋଜଗାରର ନୂଆ ସୁଯୋଗ ସୃଷ୍ଟି କରିବ । ଓଡ଼ିଶାର ସମୁଦ୍ର କୂଳରେ ଗହିରମଥା ପରି ସ୍ଥାନଗୁଡ଼ିକରେ ‘ଟର୍ଟଲ ଟ୍ରେଲ୍ସ’ ଭଳି ପ୍ରକଳ୍ପ ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ଏକ ନୂତନ ପରିଚୟ ଦେବା ସହ ଅର୍ଥନୀତିକୁ ମଜଭୂତ କରିବ । ସମାଜର ଶେଷ ଧାଡ଼ିରେ ଥିବା ବ୍ୟକ୍ତିଙ୍କ ପାଖରେ ବିକାଶର ସୁଫଳ ପହଞ୍ଚାଇବା ପାଇଁ ମୋଦୀ ସରକାର ଏହି ବଜେଟରେ ପ୍ରତିଶ୍ରୁତିବଦ୍ଧତା ପ୍ରକାଶ କରିଛନ୍ତି

Mo sapath

Leave A Reply

Your email address will not be published.

news-1701

yakinjp


sabung ayam online

yakinjp

yakinjp

rtp yakinjp

yakinjp

judi bola online

slot thailand

yakinjp

yakinjp

yakin jp

ayowin

yakinjp id

mahjong ways

judi bola online

mahjong ways 2

JUDI BOLA ONLINE

maujp

maujp

sabung ayam online

sabung ayam online

mahjong ways slot

sbobet88

live casino online

sv388

taruhan bola online

maujp

maujp

maujp

maujp

sabung ayam online

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong wins 3

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

mahjong ways 2

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

gacor maxwin

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

scatter hitam

178000401

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

rtp live

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

pg soft

mahjong

mahjong

mahjong

mahjong

mahjong

mahjong

mahjong

mahjong

mahjong

mahjong

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

mahjong ways

news-1701