Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…

0

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୨୧/୦୨ ଓଡ଼ିଶା କୃଷକ ସାଥୀ ସଂଘର କୃଷକ ସାଥୀ ଭାଇ ଓ ଭଉଣୀ ମାନେ କୃଷି ଓ କୃଷକର ଉନ୍ନତି ଦିଗରେ ଦୀର୍ଘ ଦିନ ଧରି କାର୍ଯ୍ୟ କରି ଆସୁଛନ୍ତି। ଦୁଃଖ ଓ ପରିତାପର ବିଷୟ ରାଜ୍ୟ ସରକାର କୃଷକ ସାଥୀ ମାନଙ୍କୁ ସେମାନଙ୍କର ପରିବାର ପ୍ରତିପୋଷଣ ପାଇଁ ମାସିକ ବେତନ ବ୍ୟବସ୍ଥା କରିବା ପାଇଁ ପ୍ରତିଶୃତି ଦେଈ ପ୍ରତାରଣା କରୁଛନ୍ତି। ବାର୍ଷିକ ₹୧୨୦୦୦ ଥିବା ବେଳେ ଏବେ ମାତ୍ର ₹୧୮୦୦୦ ଘୋଷଣା କରିଛନ୍ତି। ଏହା ସାଧାରଣ ଭତା ଠାରୁ ଭି କମ ଅଟେ। ତେଣୁ ଏହା କୃଷକ ମାନଙ୍କୁ ସମ୍ମାନ ବଦଳରେ ଭିକାରୀ କୁ ଭିକ୍ଷା ଦେଲା ପରି ଲାଗୁଛି। ସେଥିପାଇଁ କୃଷକ ସାଥୀ ସଂଘ ପକ୍ଷରୁ ସରକାରଙ୍କୁ ଗଣମାଧ୍ୟମ ଦ୍ଵାରା ଅନୁରୋଧ କରାଯାଉଛି। ଆମର ପୂର୍ବରୁ ଦିଆଯାଇଥିବା ଦାବୀ ଗୁଡ଼ିକ ପୂରଣ ଯଦି ଆଗାମୀ ସାତଦିନ ମଧ୍ୟରେ ରାଜ୍ୟ ସରକାର ନକରିନ୍ତି। ତେବେ ହଜାର ହଜାର କୃଷକଙ୍କ ସହ ରାଜରାସ୍ତାକୁ ଓହ୍ଲାଇବ ଓଡ଼ିଶା କୃଷକ ସାଥି ସଂଘ ଏନେଇ ସୂଚନା ଦେଇଛନ୍ତି ସଂଘର ସାଧାରଣ ସଂପାଦକ ଜିତେନ୍ଦ୍ର ସାହୁ।

Mo sapath

Leave A Reply

Your email address will not be published.