
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଧାନ କିଣାକୁ ନେଇ ରାଜନୀତି କରିବା ଉଚିତ୍ ନୁହେଁ: ମନମୋହନ ସାମଲମୋକିମଙ୍କ ସଂଗଠନରେ ସାମିଲ୍ ହେଲେ ଭୁବନେଶ୍ୱରର ଶତାଧିକ ମହିଳା ନେତ୍ରୀନେତା,ମନ୍ତ୍ରୀ ଓ ଅଧିକାରୀ କରୁଛନ୍ତି ଚାଷୀଙ୍କ ଧାନଚୋରି-ମନୱର ଅଲ୍ଲୀଯୁଗଶ୍ରୀ ଯୁଗନାରୀ’ ବାର୍ଷିକ ସାରସ୍ୱତ ଓ ସମ୍ବର୍ଦ୍ଧନା ସମାରୋହ-୨୦୨୬ ଅନୁଷ୍ଠିତବଜେଟରୁ ଲାଭ ପାଇବାରେ ଓଡ଼ିଶା ହେବ ଅଗ୍ରଣୀ ରାଜ୍ୟଡିଜିଟାଲ ମିଡ଼ିଆ ଏଡିଟର ଏବଂ ଓନରସ ଆସୋସିଏସନ ର କାର୍ଯ୍ୟକାରିଣୀ ବୈଠକୟୁରୋକିଡ୍ସ ଆଇଆରସି ଭିଲେଜ୍, ନୟାପଲ୍ଲୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବପଚାରିଲେ ଚାଷୀ, ଉତ୍ତର ରଖିଲେ ମନ୍ତ୍ରୀଆକର୍ଷଣ ବଢାଉଛି ଜୀବନ୍ତ ମତ୍ସ୍ୟପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ ଜଣ କାଉନ୍ସିଲର ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲଆକର୍ଷଣର କେନ୍ଦ୍ର ପାଲଟିଛି ବିଶ୍ବର କ୍ଷୁଦ୍ରତମ ଗାଈ- ପୁଙ୍ଗାନୁରଚିତାକର୍ଷକ ‘ଡଗ୍ ସୋ’ରେ ଦର୍ଶକ ବିଭୋର ବି.ଜେ.ଇ.ଏମ୍. ସ୍କୁଲରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋବିଜେପି ଓବିସି ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତିସମ୍ପୂର୍ଣ୍ଣ ଅନ୍ଲାଇନ୍ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି

Author
Alok Lenka
ରାଇରଙ୍ଗପୁର,ନିରପେକ୍ଷ ଖବର:ତା ୦୫/୦୯-ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ପୌରାଞ୍ଚଳ ଅନ୍ତର୍ଗତ ଦୁଇ ନମ୍ବର ଓ୍ବାର୍ଡ ବାଇଦାପୋଷୀ ଗ୍ରାମର ପୁରୁଣା ସାହିକୁ ପିଇବା ପାଣି ଠିକ୍ ସମୟରେ ପହଞ୍ଚି ପାରୁନାହିଁ ।ସବୁ ଓ୍ବାର୍ଡବାସୀ ଯେମିତି ପାଣି ପାଉଛନ୍ତି ଏଠି ସେମିତି ପାଉ ନାହାଁନ୍ତି ।ପାଣି ପାଇଁ…
ଦୁଇ ଦିନର ପୁଅକୁ ଛାଡି ଆର ପାରିରେ ମା
ଭୁବନେଶ୍ୱର,ନିରପେକ୍ଷ ଖବର,ତା ୦୩/୦୯; ଦୁଇ ଦିନ ତଳେ ମହାନ୍ତି ପରିବାରରେ ପୁତ୍ର ସନ୍ତାନ ଟିଏ ଜନ୍ମ ନେଇଥିଲା । ବିବାହର ଆଠ ବର୍ଷ ପରେ ପୁତ୍ର ସନ୍ତାନ ଟିଏ ଜନ୍ମ ଦେଇଥିବାରୁ ମା ମନରେ କାହିଁ କେତେ ଆନନ୍ଦ କହିଲେ ନସରେ । ଅସ୍ତ୍ରୋପଚାର କଷ୍ଠକୁ ଭୂକ୍ଷେପ ନକରି ମା ତା ଟିକି ପୁଅକୁ କୋଳେଇ…
ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ‘ ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡସ୍ ପକ୍ଷରୁ ସମ୍ମାନିତ
ନିରପେକ୍ଷ ଖବର (କଟକ): ଅକ୍ଟୋବର ୨୦୨୦ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ଏକ ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇ ଛନ୍ତି। କରୋନା ମହାମାରୀ ସମୟରେ ଦୃଷ୍ଟାନ୍ତମୂଳକ…
‘ଲାସାସା’ ସଂଗଠନ ପକ୍ଷରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ
କଟକ, ନିରପେକ୍ଷ ଖବର:ଜାତିର ଜନକ ମହାତ୍ମା ଗାନ୍ଧୀ ଙ୍କ ଜନ୍ମ ଜୟନ୍ତୀ ଲାସାସା ସାମାଜିକ ସଂଗଠନ ପକ୍ଷରୁ ପାଳିତ ହୋଇଯାଇଛି।ସାମାଜିକ ଦୁରତ୍ଵ ଓ ଗୋଷ୍ଠୀ କୈନ୍ଦ୍ରିକ କୁ ରକ୍ଷା କରି ବୃକ୍ଷ ରୋପଣ ଓ ବିଶୋଧନ କାର୍ଯ୍ୟକ୍ରମ କରାଯାଇଥିଲା। ସଙ୍କରପର ସ୍ଥିତ ଶ୍ରୀ ରାମ ମନ୍ଦିର ପ୍ରାଙ୍ଗଣ ରେ ବୃକ୍ଷ…
ସରସ୍ଵତୀ କଳା ପରିଷଦ ତରଫରୁ କରୋନା ଯୋଦ୍ଧା ସମ୍ମାନ
କଟକ,ନିରପେକ୍ଷ ଖବର:କଳା, ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ "ସରସ୍ୱତୀ କଳା ପରିଷଦ" କଳାବିହାର,କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ପ୍ରଶାସନ ଅଧିକାରୀ,ଅଶାକର୍ମୀ,ଅଙ୍ଗନବାଡି…
କଟକ:ପରିବା ବଜାରରେ ନିଆଁ
ନିରପେକ୍ଷ ଖବର:(କଟକ):ତା ୩୦/୦୯ କୃଷି ଭିତ୍ତିକ ଜିଲ୍ଲାରେ ଏବେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଏହାର ପ୍ରଭାବ ସିଧା ସଳଖ ଖାଉଟି ଙ୍କ ଉପରେ ପଡିଛି । ଲୋକମାନେ ପରିବା କିଣିବାକୁ ଗଲା ବେଳେ ଏହାର ଦର ଶୁଣି ଏକ ପ୍ରକାର ଛାନିଆଁ ହୋଇଥିବା ଦେଖିବାକୁ ମିଳିଛି ।କୋରନା କଟକଣା କଠୋର ସମୟରେ…
ପାନୀୟ ଜଳ ପ୍ରକଳ୍ପ ଅଚଳ
ନିରପେକ୍ଷ ଖବର(ନିଆଳି):ତା ୨୯/୦୯ ଗ୍ରାମାଞ୍ଚଳ ଗୁଡିକରେ ଲୋକ ମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ଲାଗି ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ତୃଣମୂଳ ସ୍ତରରେ ଯୋଜନା ଗୁଡିକର ସଠିକ ଭାବରେ କାର୍ଯ୍ୟକାରୀ ହେଉ ନଥିବା ଦେଖିବାକୁ ମିଳିଛି ଫଳରେ ପାନୀୟ ଜଳ ପ୍ରକଳ୍ପ ପାଇଁ ବ୍ୟୟ…
ସରକାରି ଯୋଜନା କାହା ପାଇଁ ?
*ବିକାଶ ରାସ୍ତାରେ ଓଡିଶା ଆଗକୁ ଆଗକୁ ଚାଲିଛି ତଥାପି ବିକାଶ ପାଖରେ ପହଞ୍ଚିବାକୁ ଆହୁରି ଯେମିତି ଅନେକ ବାଟ ବାକି ରହିଛି....
(ନିଆଳି):ନିରପେକ୍ଷ ଖବର : ବିଭିନ୍ନ ସ୍ଥାନରେ ଫେଲ୍ ମାରିଛି ଆବାସ ଯୋଜନା।ଆବାସ ଯୋଜନାରେ ସରକାର ଘରଟିଏ ଯୋଗାଇ ଦେଉ ନାହାନ୍ତି । ଏଭଳି ଏକ ଅଭାବନିୟ ଘଟଣା…
ସହ ସହ ଏକର ଚାଷ ଜମି ଜଳମଗ୍ନ
କଟକ, ନିରପେକ୍ଷ ଖବର:ଲଘୁଚାପ ବର୍ଷା ଥମିବା ପରେ ସବୁ ନଦୀରେ ବନ୍ୟା ଆସିଛି।ଦେବି ନଦୀରେ ବନ୍ୟା ଜଳ ବୃଦ୍ଧି ପାଇବାରେ ଲାଗିଛି।ଏହି ପାଣି ଏବେ ଗାଁ ମୁହାଁ ହୋଇ ଚାଷ ଜମିରେ ଏବଂ ଘରେ ପଶିବା ଆରମ୍ଭ କରିଛି।ନିଆଳି ବ୍ଳକର ସଡାସଂ ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡର,ସାତ କାଳିଆ, କରାଙ୍ଗ, କଣ୍ଟି ସାଳ,…
ଡାକ୍ତର ଅଭୟ ପଟ୍ଟନାୟକ ଙ୍କୁ ସମ୍ମାନିତ କଲା ବ୍ରାଜିଲ ର ଏକ ସଂସ୍ଥା
କଟକ, ନିରପେକ୍ଷ ଖବର:ତା ୩୦/୦୮ ମାନବାଧିକାର ରକ୍ଷାକାରୀ ଡାକ୍ତର ଅଭୟ ରଞ୍ଜନ ପଟ୍ଟନାୟକ ଚଳିତ ବର୍ଷ ର ମର୍ଯ୍ୟାଦା ଜନକ ସମ୍ମାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି।ସମାଜରେ ସଚେତନତା ସୃଷ୍ଟି କରି ଅନେକ ଅମୂଲ୍ୟ ଜୀବନ ବଞ୍ଚେଇବା ସହିତ ଉତ୍ସାଗିକୃତ ମନୋଭାବ ନେଇ ସେବା କରି ଥିବାରୁ ବ୍ରାଜିଲ…
ସ୍ୱାଧୀନତାର ୭୪ ବର୍ଷ ପରେ ବି ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତା ନାହିଁ….
କଟକ, ନିରପେକ୍ଷ ଖବର:ତା ୧୫/୦୮/୨୦୨୦ ଏମିତି ଏକ ଗାଁ ଅଛି ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ନାଉଗାଁ ବ୍ଲକ୍ ର ବ୍ରାହ୍ମଣୀ ଗାଁ ଯେଉଁ ଗାଁ କୁ ଯିବାକୁ ରାସ୍ତାଟିଏ ନାହିଁ। ଏହି ଗାଁର ଲୋକେ ବର୍ଷାଦିନେ ଗାଁ ଭିତରେ ବନ୍ଦୀ ହୋଇ ରହୁଛନ୍ତି।ନେତା,ମନ୍ତ୍ରୀ, ପ୍ରଶାସନ କେହି ବି ଏହି…
ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ ନିମନ୍ତେ ଓଡିଶା ହାଇକୋର୍ଟରେ ଜନସ୍ବାର୍ଥ ମାମଲା
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୮/୦୮ରାଜ୍ୟରୁ ଅସାମ୍ବିଧାନିକ ଚୁକ୍ତିଭିତ୍ତିକ ପ୍ରଥାର ମୁଳୋତ୍ପାଟନ ନିମନ୍ତେ ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ ଓଡିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ (PIL) ମୋକଦ୍ଦମା ରୁଜୁ କରାଯାଇଛି । ନିୟମିତ ନିଯୁକ୍ତି ପ୍ରକ୍ରିୟାରେ ଆସି…
ଅଭିନେତା ବିଜୟ ମହାନ୍ତି ଙ୍କ ଏକାଦଶାହ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ
ନିଆଳି,ନିରପେକ୍ଷ ଖବର:ତା ୩୦/୦୭ ନିଆଳି ର ମନୋରଞ୍ଜନ ଶିଳ୍ପାନୁଷ୍ଠାନ 'ରିମା କ୍ରିଏସନ' ର ଟୋଲା ଗୋପୀନାଥ ପୁର ଗ୍ରାମ ସ୍ଥିତ ପ୍ରକଳ୍ପ ଠାରେ ଓଡ଼ିଶାର ସୁଦକ୍ଷ ଅଭିନେତା ତଥା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ପୂର୍ବତନ ଅଧକ୍ଷ ସ୍ବର୍ଗତ ବିଜୟ ମହାନ୍ତି ଙ୍କ ର ଏକା ଦଶାହ ଉପଲକ୍ଷେ ବିଭିନ୍ନ…
ସତ୍ୟନଗର କାଳୀମନ୍ଦିର ନିର୍ମାଧୀନ ରାସ୍ତାରେ ଫସିଲା ସ୍କୁଲ ବସ…
ଭୁବନେଶ୍ୱର:(ନିରପେକ୍ଷ ଖବର )୦୨/୦୮/୧୯ : ଶୁକ୍ରବାର ସକାଳ ୯ଟା ସମୟରେ ରାଜଧାନୀ ଭୁବନେଶ୍ୱର ସ୍ଥିତ କାଳୀମନ୍ଦିର ଛକ ନିକଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଳୀମନ୍ଦିର ଛକ ନିକଟରେ ନିର୍ମାଣଧନ ରାସ୍ତାରେ ଏକ ସ୍କୁଲ ବସ ଫସି ଯାଇଛି। ବସ ଭିତରେ କୁନିକୁନି ସ୍କୁଲ ପିଲା ରହିଥିଲେ ମଧ୍ୟ…
ପାଇଖାନା ସମ୍ବୁଖରେ ଚିକିତ୍ସିତ ହେଉଛନ୍ତି ରୋଗୀ….
ପୁରୀ:(ନିରପେକ୍ଷ ଖବର):୩୧-୭-୧୯: ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ହେଉଛନ୍ତି ହନ୍ତସନ୍ତ। ଏପରିକି ମେଡିକାଲରେ ଥିବା ପାଇଖାନ ନିକଟରେ ରୋଗୀଙ୍କୁ ଚିକିତ୍ସା କରାଯାଉଛି। ପାଇଖାନାର ମଳମୂତ୍ର ଗନ୍ଧରେ ରୋଗୀମାନେ ନାହିଁ ନଥିବା ଅସୁବିଧାରେ ସମ୍ବୁଖିନ ହେଉଛନ୍ତି। ଫଳରେ ରୋଗୀ ଆରୋଗ୍ୟ…
ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର….
ପୁରୀ, ନିରପେକ୍ଷ ଖବର: ପୁରୀ ଜିଲ୍ଲା ଅନ୍ତର୍ଗତ ସତ୍ୟବାଦୀ ପଟନାୟକ ଛକରେ ତ୍ରିପଲ ମର୍ଡର। ମୃତକ ମାନେ ସତ୍ୟବାଦୀ ବିରାମଚନ୍ଦ୍ରପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଅଜୟ ବେହେରାଙ୍କ ଭାଇ ଓ ପୁତୁରା। ଆଜି ସନ୍ଧ୍ୟା ୫ଟାରେ ଦୁର୍ବୁର୍ତ ମାନେ ଆକ୍ରମଣ କରିଥିଲେ ଘଟଣା ସ୍ଥଳରେ ତିନି ଜଣ ମୃତ୍ୟୁ।…
ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର…
ପୁରୀ, ନିରପେକ୍ଷ ଖବର:୧୩/୦୭/୧୯ ଶ୍ରୀକ୍ଷେତ୍ରରେ ସୁନାବେଶରେ ସଜେଇ ହୋଇ ଭକ୍ତଙ୍କୁ ଦର୍ଶନ ଦେଲେ ତିନି ଠାକୁର। ମହଣ ମହଣ ସୁନାରେ ସଜେଇ ହୋଛନ୍ତି ଶ୍ରୀଜିଉ । ୨ ଶହ କେଜି ସୁନାରେ ସଜେଇ ହୋଇଥିବା ତିନି ଠାକୁରଙ୍କୁ ଦେଖିବାକୁ ଶ୍ରୀମନ୍ଦିର ଆଗରେ ଭକ୍ତଙ୍କ ଭିଡ । ପୁରାତନ କଥା ଅନୁସାରେ…
ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ, ଆଧୁନିକୀକରଣ ଏବଂ ଗୁଣାତ୍ମକ ମାନ ବୃଦ୍ଧି ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱ..
ଭୁବନେଶ୍ୱର,ନିରପେକ୍ଷ ଖବର: ୨୯/୦୫/୨୦୧୯
ଉଚ୍ଚଶିକ୍ଷା ବିଭାଗର ୫୨ଟି ସରକାରୀ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କ ସମ୍ମିଳନୀ ଉଚ୍ଚଶିକ୍ଷା ମନ୍ତ୍ରୀ ଡ.
ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମନ୍ତ୍ରୀ ଡ. ସାହୁ ପ୍ରଚଳିତ ଶିକ୍ଷା ବ୍ୟବସ୍ଥାର
ଉନ୍ନତିକରଣ, ଆଧୁନିକୀକରଣ…
ଘରୋଇ ସ୍କୁଲର ଏଜେଂଟ ସାଜିଛନ୍ତି ରାଜ୍ୟ ସରକାର – କଂଗ୍ରେସ
ଭୁବନେଶ୍ୱର , ନିରପେକ୍ଷ ଖବର ତା ୨୭.୬.୨୦୧୯ ଓଡିଶାରେ ସରକାରୀ ସ୍କୁଲରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍ତରରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାକୁ ନେଇ ସରକାରଙ୍କୁ ସମାଲୋଚନା କରିଛି କଂଗ୍ରେସ । ଘରୋଇ ସ୍କୁଲ ପ୍ରତି ଅହେତୁକ ଅନୁକମ୍ପା ହେତୁ ଆଜି ଓଡିଶାରେ ସରକାରୀ ସ୍କୁଲରେ ଶିକ୍ଷା…
ଓଡ଼ିଶାବାସୀଙ୍କ ଭଲପାଇବା ଓ ସ୍ନେହଶ୍ରଦ୍ଧା ଦିଲ୍ଲୀରୁ ଓଡ଼ିଶା ଫେରାଇ ଆଣିଛି:ଅପରାଜିତା
ଓଡ଼ିଶାକୁ ଆଦର୍ଶ ଓ ସଶକ୍ତ ରାଜ୍ୟରେ ପରିଣତ କରିବା ପାଇଁ ‘ୱାନ୍ ଟିମ୍ ୱାନ୍ ଡ୍ରିମ୍’ ମନୋଭାବ ନେଇ କାମ କରିବାକୁ ପ୍ରଶାସିକାରୁ ରାଜନେତ୍ରୀ ପାଲଟିଥିବା ଅପରାଜିତା ଷଡ଼ଙ୍ଗୀ ଆହ୍ୱାନ ଦେଇଛନ୍ତି।
ଆଇଏଏସ ଚାକିରି ଛାଡ଼ି ବିଜେପିରେ ସାମିଲ ହୋଇଥିବା ଅପରାଜିତା ଷଡ଼ଙ୍ଗୀଙ୍କୁ ଆଜି ରାଜ୍ୟ ବିଜେପି…
