Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ସରକାରଙ୍କର କରୋନା ମହାମାରୀ ପରିଚାଳନାରେ ବିଫଳତା ଓ ବ୍ୟାପକ ଦୁର୍ନୀତି ବିରୋଧରେ ପ୍ରତିବାଦ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୬.୦୬ – ଓଡିଶାର ୧୨ଟି ରାଜନୈତିକ ବିରୋଧି ଦଳ ଆଜି ଭୁବନେଶ୍ୱର ମାଷ୍ଟରକ୍ୟାଂଟିନ୍ ଠାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର କରୋନା ମହାମାରୀ ପରିଚାଳନାରେ ବିଫଳତା ଓ ବ୍ୟାପକ ଦୁର୍ନୀତି ତଥା ଜନସାଧାରଣଙ୍କର ଜୀବନ ଜୀବିକାର ଦୁର୍ବିସହ ଅବସ୍ଥାକୁ ନେଇ ସେମାନଙ୍କର…

ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶହୀଦମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି

ଭୁବେନଶ୍ୱର,ନିରପେକ୍ଷ ଖବର: ତା ୨୬/୦୬ – ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଭାରତ – ଚୀନ ସୀମା ଗଲୱାନ ଘାଟିରେ ଶହୀଦ ହୋଇଥିବା ଭାରତର ବୀର ଯବାନମାନଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ…

କରୋନା ମହାମାରୀ ମହାଦୁର୍ନୀତିର ନିରପେକ୍ଷ ତଦନ୍ତ ଦାବିରେ କଂଗ୍ରେସ ପକ୍ଷରୁ ରାଜ୍ୟପାଳଙ୍କୁ ସ୍ମାରକପତ୍ର

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୧/୦୬ – କରୋନା ମହାମାରୀ ମହାଦୁର୍ନୀତିର ନିରପେକ୍ଷ ତଦନ୍ତ ଦାବିରେ ଆଜି ରାଜଭବନ ଠାରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଓ କାର୍ଯ୍ୟକାରୀ ସଭାପତି ଶ୍ରୀ ପ୍ରଦୀପ ମାଝୀ ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକପତ୍ର…

କରୋନା ବିପତି ସମୟରେ ବେସରକାରୀ ଶିକ୍ଷାନୁଷ୍ଠାନରେ ନାମ ଲେଖା ଫିସ୍ ଏବଂ ମାସିକ ଦେୟ ୭୦ ପ୍ରତିଶତ କମାଇବା ପାଇଁ ପ୍ରଦେଶ…

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୧.୦୬ – କରୋନା ବିପତିର ଦୟନୀୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ପ୍ରଦେଶ ଛାତ୍ର କଂଗ୍ରେସର ରାଜ୍ୟ ସଂଯୋଜକ ଶ୍ରୀ ୟାସିର ନୱାଜଙ୍କ ନେତୃତ୍ୱରେ ବେସରକାରୀ ଶିକ୍ଷାନୁଷ୍ଠାନମାନଙ୍କରେ ନାମଲେଖା ଫିସ୍ ଓ ମାସିକ ଦେୟ ୭୦ ପ୍ରତିଶତ କମାଇବା ଦାବିରେ…

ମହାମାରୀରେ ମହା ଦୁର୍ନୀତି କଂଗ୍ରେସର ଅଭିଯୋଗ ଫର୍ଦ୍ଦ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୯/୦୬- ମାସ୍କ କିଣାରେ ବ୍ୟାପକ ଅନିୟମିତତା ଏବଂ ଦୁର୍ନୀତିର ପ୍ରମାଣ ଗୋଟିଏ ପରେ ଗୋଟିଏ ପଦାକୁ ଆସୁଛି । କଂଗ୍ରେସ ପାଖରେ ଖୋଦ୍ ପ୍ରମାଣ ସବୁ ହସ୍ତଗତ ହୋଇଛି । ୩ ଲେୟର ମାସ୍କ୧୬ ଟଙ୍କାରେ କିଣା ଯାଇଛି । ଏହି ସମାନ ଧରଣର ମାସ୍କ ଅନ୍ୟ ରାଜ୍ୟମାନେ ଯଥା…