ସାମାଜିକ ବଳତ୍କାରିକୁ ଫାଶୀ ଦଣ୍ଡ ଶୁଣାଇଲେ ଜିଲ୍ଲା ଦୌରାଜଜ୍ Biswajit bhuyan/Baripada Aug 28, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୮/ଅଗଷ୍ଟ/୨୦୧୯- ମୟୁରଭଞ୍ଜ ଜିଲ୍ଲାରେ ଜଣେ ୮ବର୍ଷର ଝିଅକୁ ବଳାତ୍କାର କରି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୁକ୍ତକୁ ଜିଲ୍ଳା ଦୌରାଜଜ ବୁଧବାର ଫାଶୀ ଦଣ୍ଡ ଶୁଣାଇଛନ୍ତି। ମୟୁରଭଞ୍ଜ ଜିଲ୍ଲା ଦୌରାଜଜ କାର୍ଯ୍ୟାଳୟ-1 ପୋସ୍କୋ କୋର୍ଟ ଆଜି ପ୍ରଥମ ଥର ଏଭଳି…
ସାମାଜିକ ହାତରେ ଜୋତା ଧରି ବନ୍ୟାଚଳ ପରିଦର୍ଶନ କଲେ ବିଡିଓ Biswajit bhuyan/Baripada Aug 26, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୬/ଅଗଷ୍ଟ/୨୦୧୯-ହାତରେ ଜୋତା ଧରି ଖାଲି ପାଦରେ ଚାଲି ଚାଲି ବନ୍ୟାଞ୍ଚଳ ପରିଦର୍ଶନ କଲେ ବିଡ଼ିଓ। ବନ୍ୟାର ତାଣ୍ଡବରେ ରାସ୍ତାରେ ଆଣ୍ଠୁଏ ଆଣ୍ଠୁଏ ପାଣି ଜମାଟ ବାନ୍ଧି ଘରେ ବନ୍ୟା ଜଳ ପସୁଥିବା ବେଳେ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଗାଁରେ ସରକାରୀ ସାହାଯ୍ୟ…
ସାଂସ୍କୃତିକ ମୟୁରଭଞ୍ଜର କଳା ଓ ସଂସ୍କୃତିକୁ ବିଶ୍ଵଦରବାରରେ ପହଚାଇବାର ଲକ୍ଷ୍ୟ Biswajit bhuyan/Baripada Aug 26, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୬/ଅଗଷ୍ଟ/୨୦୧୯: ମୟୁରଭଞ୍ଜ ଫାଉଣ୍ଡେସନ ପକ୍ଷରୁ ବେଲଗଡ଼ିଆ ରାଜପ୍ରାସାଦରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ତିନିଦିଆ ମୟୁରଭଞ୍ଜ ଚିତ୍ରକଳା ପ୍ରଦର୍ଶନୀ ରବିବାର ଉଦଯାପିତ ହୋଇଯାଇଛି । ମୟୁରଭଞ୍ଜ ରାଜମାତା ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ ଏହାର ଶୁଭ ଉଦ୍ଘାଟନ…
ରାଜନୀତି ମୟୁରଭଞ୍ଜ ଜିଲ୍ଲା ବିଜେଡି ସଙ୍ଗଠନ ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ପ୍ରତିଶ୍ରୁତି ଦେଲେ ଦେବାଶିଷ ମହାନ୍ତି Biswajit bhuyan/Baripada Aug 23, 2019 0 ବାରିପଦା,୨୩/୦୮(ନିରପେକ୍ଷ ଖବର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଓଡ଼ିଶା କୃଷି ନିଗମ ଅଧ୍ୟକ୍ଷ ଭାବେ ବିଜୁ ଜନତା ଦଳର ମୟୁରଭଞ୍ଜ ଜିଲ୍ଲା ସଭାପତି ଦେବାଶିଷ ମହାନ୍ତିଙ୍କୁ ନିଯୁକ୍ତି ଦିଆଯିବାପରେ ଶ୍ରୀ ମହାନ୍ତି ଜିଲ୍ଲାକୁ ପ୍ରଥମ ଗସ୍ତ କରିଛନ୍ତି। ଏନେଇ ଦଳୀୟ କର୍ମକର୍ତ୍ତାଙ୍କ…
ରାଜନୀତି ଉପନିର୍ବାଚନରେ ବିଜେଡି ସମର୍ଥିତ ପ୍ରାର୍ଥୀ ବିଜୟୀ Biswajit bhuyan/Baripada Aug 22, 2019 0 ବାରିପଦା(ନିରପେକ୍ଷ ଖବର)ତା- ୨୨/ଅଗଷ୍ଟ/୨୦୧୯- ସାଧାରଣ ନିର୍ବାଚନ ପରେ ପୁଣି ମୟୁରଭଞ୍ଜ ଜିଲ୍ଲା ରାଜନୀତି ସରଗରମ ହୋଇଛି। ଦୀର୍ଘ ଦିନର ନିରବତା ଏବେ ପୁଣି ଜିଲ୍ଲା ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବୁଧବାର ମୟୁରଭଞ୍ଜ ଜିଲ୍ଲା ଗୋପବନ୍ଧୁ ନଗର ବ୍ଲକ ଅଧ୍ୟକ୍ଷ ଓ ଜାମଦା ବ୍ଲକ ଉପାଧକ୍ଷ ପଦବୀ…
ସାମାଜିକ ଶିକ୍ଷାନୁଷ୍ଠାନରୁ ନିଖୋଜ ନବମ ଶ୍ରେଣୀରେ ପଢ଼ୁଥିବା ତିନି ଛାତ୍ର ଉଦ୍ଧାର Biswajit bhuyan/Baripada Aug 21, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୧/ଅଗଷ୍ଟ/୨୦୧୯-ବାରିପଦା ସଦର ଥାନା ଅଧିନସ୍ଥ ଏକ ଘରେଇ ଶିକ୍ଷାନୁଷ୍ଠାନରୁ ନିଖୋଜ ହୋଇଥିବା ୩ ଜଣ ଛାତ୍ର ଉଦ୍ଧାର ହୋଇଛନ୍ତି। ସୂଚନା ମୁତାବକ ଗତ ୧୫ ତାରିଖ ସ୍ବାଧୀନତା ଦିବସ ଓ ରାଖୀ ବନ୍ଧନ ପାଳନ ସାରି ରାତି ପ୍ରାୟ ଗୋଟାଏ ବେଳେ ହଷ୍ଟେଲରେ ସମସ୍ତେ ସୋଇଥିବା…
ସାମାଜିକ ପିଆରଏମ ମେଡିକାଲରେ ରୋଗୀଙ୍କୁ ଲୁଟୁଛନ୍ତି ନର୍ସ Biswajit bhuyan/Baripada Aug 19, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୯/ଅଗଷ୍ଟ/୨୦୧୯- ହସ୍ପିଟାଲରେ ଗର୍ଭବତୀ ମହିଳାମାନଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ନାଁରେ ତାଙ୍କ ସମ୍ପର୍କୀୟଙ୍କୁ ଲୁଟୁଛନ୍ତି ନର୍ସ। କିଏ ମିଠା ବାବଦରେ ଟଙ୍କା ମାଗୁଛନ୍ତି ତ ଆଉ କେଉଁ ନର୍ସ ତୁମର ପୁଅ ହୋଇଛି ବୋଲି କହି ଗର୍ଭବତୀ ମହିଳାଙ୍କୁ ଲୁଟି…
ସାମାଜିକ ଲିଖିତ ଚୁକ୍ତିନାମା ପରେ ଶବକୁ ମିଳିଲା ନ୍ୟାୟ Biswajit bhuyan/Baripada Aug 16, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୬/ଅଗଷ୍ଟ/୨୦୧୯- ମୟୁରଭଞ୍ଜ ଜିଲ୍ଲାରେ ପୁଣି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାତିପ୍ରଥାକୁ କେନ୍ଦ୍ରକରି ଘରେ ଦୁଇଦିନ ପଡ଼ିରହିଲା ଶବ। ଘଟଣାସ୍ଥଳରେ ପୁଲିସ ପହଂଚି ଦୁଇ ପରିବାର ଭିତରେ ଲିଖିତ ଚୁକ୍ତିନାମା କରିବା ପରେ ଶବକୁ ନ୍ୟାୟ ମିଳିଛି। ଆଦିବାସୀ…
ସାମାଜିକ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ସମ୍ମାନିତ ହେଲେ ସୁବ୍ରତ…. Biswajit bhuyan/Baripada Aug 15, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୫/ଅଗଷ୍ଟ/୨୦୧୯ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ସମ୍ମାନିତ ହେଲେ ସୁବ୍ରତ କୁମାର ଦାସ।ମୟୁରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ପାଳିତ ହୋଇଥିବା ଏହି ସ୍ୱାଧୀନ ଭାରତର ୭୩ତମ ସ୍ୱାଧୀନତା ଦିବସରେ ପଞ୍ଚାୟତ ରାଜ ଓ ପାନୀୟ ଜଳ,ଆଇନ ଓ ଗୃହ…
ସାମାଜିକ ସୁବ୍ରତ ଦାସଙ୍କ ପାଇଁ ମୟୁରଭଞ୍ଜ ଜିଲ୍ଲା ଗର୍ବିତ…. Biswajit bhuyan/Baripada Aug 13, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୩/ଅଗଷ୍ଟ/୨୦୧୯- ସୁବ୍ରତ ଦାସଙ୍କ ପାଇଁ ମୟୁରଭଞ୍ଜ ଜିଲ୍ଲା ତଥା ଓଡ଼ିଶା ମାଟି ଆଜି ଗର୍ବିତ। ଜାତୀୟ ଯୁବ ପ୍ରତିଭା ସମ୍ମାନରେ ସମ୍ମାନିତ ହେଲେ ଓଡ଼ିଶାର ଏକମାତ୍ର ଯୁବକ ସୁବ୍ରତ କୁମାର ଦାସ। ଆନ୍ତର୍ଜାତିକ ଯୁବ ଦିବସ ଅବସରରେ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ଯୁବ…
ସାମାଜିକ କ୍ଷତ ବିକ୍ଷତ ଅବସ୍ଥାରେ ଉଦ୍ଧାର ହେଲା ଯୁବକଙ୍କ ମୃତ ଦେହ…. Biswajit bhuyan/Baripada Aug 11, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୧/ଅଗଷ୍ଟ/୨୦୧୯-ମୟୁରଭଞ୍ଜ ଜିଲ୍ଲା ବିଶୋଇ ଠାରେ ଏକ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ଦେହ ଉଦ୍ଧାର ହୋଇଅଛି।ବିଶୋଇ ଥାନା ଅଧୀନରେ ଥିବା ଖଡମ୍ବେଡା ଗ୍ରାମ ନିକଟସ୍ଥ ୪୯ ନଂ ଜାତୀୟ ରାଜପଥ କଡ଼ରୁ ଏହି ମୃତଦେହ ଉଦ୍ଧାର କରାଯାଇଅଛି । ଏ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ…
Uncategorized ପୁଣି ଏକ ଲୋମହର୍ଷକାରୀ ଘଟଣା ସାମ୍ନାକୁ ଆସିଲା…… Biswajit bhuyan/Baripada Aug 10, 2019 0 ବାରିପଦା(ନିରପେକ୍ଷ ଖବର)ତା-୧୦/ଅଗଷ୍ଟ/୨୦୧୯-ଆଦିବାସୀ ଅଧୁସିତ ମୟୁରଭଞ୍ଜ ଜିଲ୍ଲାରେ ପୁଣି ଏକ ଲୋମହର୍ଷକାରୀ ଓ ଲଜ୍ୟା ଘଟଣା ସାମ୍ନାକୁ ଆସିଛି। ଜଣେ କଲେଜ ପଢୁଆ ଝିଅର ଲଗ୍ନ ଫୋଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମଣିଷରୂପୀ ରାକ୍ଷସଙ୍କ କବଳରେ ଶିକାର ହେଲେ ଏହି କଲେଜ ପଢ଼ୁଆ ନାବାଳିକା…
ସାମାଜିକ ଜିଲ୍ଲା ଜର୍ଜ ଓ ଦୌରା ଜର୍ଜ କୋର୍ଟର ସ୍ଥାନାନ୍ତରକୁ ବିରୋଧ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ବୁଖରେ ହରତାଳ କରିବ… Biswajit bhuyan/Baripada Aug 6, 2019 0 ବାରିପଦା(ନିରପେକ୍ଷ ଖବର)ତା-୭/ଅଗଷ୍ଟ/୨୦୧୯- ଜିଲ୍ଲା ଜର୍ଜ ଓ ଦୌରା ଜର୍ଜ କୋର୍ଟର ସ୍ଥାନାନ୍ତରକୁ ବିରୋଧ କରି ବୁଧବାର ମୟୁରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ବୁଖରେ ହରତାଳ କରିବାକୁ ଚେତାବନୀ ଦେଲା ଜିଲ୍ଲା ଓକିଲ ସଂଘ। ସ୍ଥାୟୀ କୋର୍ଟ ରହିଥିବା ଜାଗାରେ ନୂତନ ଗୃହ ନିର୍ମାଣ କରିବାକୁ…
ସାମାଜିକ ଅସୁରକ୍ଷିତ ହୋଇପଡ଼ିଛି ବାରିପଦା ସହର….. Biswajit bhuyan/Baripada Aug 6, 2019 0 ବାରିପଦା(ନିରପେକ୍ଷ ଖବର)ତା-୬/ଅଗଷ୍ଟ/୨୦୧୯-ବାରିପଦା ସହରରେ ଦିନକୁ ଦିନ ଲୁଟ,ଡକାୟତି, ଦୁର୍ଘଟଣା ଆଦି ବଢ଼ିବାରେ ଲାଗିଛି। ଟ୍ରାଫିକ ବ୍ୟବସ୍ଥା ମଧ୍ୟ ଭୁଶୁଡି ପଡ଼ିଲାଣି। ଏପରି କି ରାସ୍ତା ମଝିରେ ଯାହାର ଯେଉଁଠି ମନ ହେଉଛି, ସିଏ ସେଠି ଗାଡି ଛିଡା କରିଦେଉଛି। ସତେ ଯେମିତି ଏ ସହର ପାଇଁ…
ସାମାଜିକ ଫକୀର ମୋହନ ମହାବିଦ୍ୟାଳୟରେ ସାନ୍ତାଳୀ ପାଠ୍ୟକ୍ରମ ଖୋଲିବାକୁ ମାର୍ସା ଆର୍ମିର ଦାବି…. Biswajit bhuyan/Baripada Aug 4, 2019 0 ବାରିପଦା(ନିରପେକ୍ଷ ଖବର)୪/୮/୧୯: ଫକୀରମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ସାନ୍ତାଳୀ ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ ଶ୍ରୀମୟ ଦାସ ଅଧିକାରୀଙ୍କୁ ଭେଟି ମୟୁରଭଞ୍ଜ ଜିଲ୍ଲାର ଅଗ୍ରଣୀ ଛାତ୍ର ସଂଗଠନ ମାର୍ସା ଆର୍ମି ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…
Uncategorized ଚୋରା ଚାଲାଣ ହେଉଥିବା କାଠ ବୋଝେଇ ପିକଅପକୁ ଜବତ କଲା ପୁଲିସ୍…. Biswajit bhuyan/Baripada Aug 1, 2019 0 ବାରିପଦା(ନିରପେକ୍ଷ ଖବର)ତା-୧/ଅଗଷ୍ଟ/୨୦୧୯-ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଠାକୁରମୁଣ୍ଡା ଥାନା ପୋଲିସ୍ କୁ ମିଳିଛି ଏକ ବଡ ସଫଳତା । ଗୁରୁବାର ସକାଳୁ ପୋଲିସ୍ ପେଟ୍ରୋଲିଂ କରୁଥିବାବେଳେ ମୂଲ୍ୟବାନ କାଠ ସହ ଏକ ପିକଅପ ଭ୍ୟାନ ଓ ଗୋଟିଏ ଇଣ୍ଡିଗୋ କାର ଏବଂ ୫ ଜଣକୁ ସନ୍ଦେହରେ ଅଟକ ରଖିଛି…
Uncategorized ପ୍ରଶାସନିକ ଅଧିକାରୀ ନାଁରେ ଠକେଇ କରୁଥିବା ଠକକୁ ଦଣ୍ଡିତ କଲେ କୋର୍ଟ… Biswajit bhuyan/Baripada Jul 31, 2019 0 ବାରିପଦା(ନିରପେକ୍ଷ ଖବର)ତା-୩୧/ଜୁଲାଇ/୨୦୧୯- ନକଲି ସରକାରୀ ଅଧିକାରୀ ବୋଲି ନିଜର ପରିଚୟ ଦେଇ ଲୋକଙ୍କୁ ଠକି ଚାଲୁଥିବା ଜଣେ ବ୍ୟକ୍ତିକୁ ମୟୁରଭଞ୍ଜ ଜିଲ୍ଲା ସ୍ପେଶାଲ ଦୌରା ଜର୍ଜ ସୁମିତା ଆଚାର୍ଯ୍ୟ ଦଣ୍ଡିତ କରିଛନ୍ତି। ବୁଧବାର ମାନ୍ୟବର କୋର୍ଟ ଦୋଷୀକୁ ୬ବର୍ଷ ଜେଲଦଣ୍ଡ ସହ ୧୦୦୦୦ ଟଙ୍କା…
Uncategorized ଦଣ୍ଡିତ ହେଲେ ଲାଞ୍ଚୁଆ ସରକାରୀ ଅଧିକାରୀ…. Biswajit bhuyan/Baripada Jul 30, 2019 0 ବାରିପଦା(ନିରପେକ୍ଷ ଖବର)ତା-୩୦/ଜୁଲାଇ/୨୦୧୯- ଲାଞ୍ଚ ମାଗିବା ମହଙ୍ଗା ପଡିଲା। ଦଣ୍ଡିତ ହେଲେ ଲାଞ୍ଚୁଆ ସରକାରୀ ଅଧିକାରୀ। ୨୦୧୨ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ବାରିପଦା ଭିଜିଲାନ୍ସ କୋର୍ଟର ସ୍ପେଶାଲ ଜର୍ଜ ବେଣୁଧର ପାତ୍ର ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ମୟୁରଭଞ୍ଜ…
ସାମାଜିକ ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦାକୁ ଠକି ଚାଲିଛନ୍ତି ରାଜ୍ୟ ସରକାର.. Biswajit bhuyan/Baripada Jul 29, 2019 0 ବାରିପଦା(ନିରପେକ୍ଷ ଖବର)ତା-୨୯/ଜୁଲାଇ/୨୦୧୯-ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦର ଶ୍ରୀ ଶ୍ରୀ ହରିବଳଦେଵ ମହାପ୍ରଭୁ ବିଜେ ଓ ବାଣ୍ଠିଆ ଜଗନ୍ନାଥ ମନ୍ଦିର ସମେତ ବିଭିନ୍ନ ମଠ ମନ୍ଦିର ଗୁଡିକର ସୁରକ୍ଷା ଓ ବିଶେଷ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ଦ୍ବିତୀୟ ଶ୍ରୀକ୍ଷେତ୍ର ବାରିପଦାର ସେବାୟତମାନେ…
ସାମାଜିକ ଜଳାଭିଷେକ ପାଇଁ ଯାଉଥିବା ବେଳେ ଚାଲିଗଲା ଦୁଇ କାଉଡ଼ିଆଙ୍କ ଜୀବନ… Biswajit bhuyan/Baripada Jul 27, 2019 0 ନିରପେକ୍ଷ ଖବର(ବାରିପଦା)ତା: ୨୭/୦୭/୨୦୧୯-ମୟୁରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରେ ଘଟିଯାଇଛି ମର୍ମନ୍ତୁତ ସଡ଼କ ଦୁର୍ଘଟଣା। ଶ୍ରାବଣ ମାସର ସୋମବାର ଦିନ ବାବା ମହାଦେବ ଙ୍କ ଲିଙ୍ଗରେ ଜଳାଭିଷେକ କଲେ ପୁଣ୍ୟ ମିଳେ ବୋଲି ଲୋକବାଣୀ ଅଛି। ହେଲେ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରୁ…