
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ନେତା,ମନ୍ତ୍ରୀ ଓ ଅଧିକାରୀ କରୁଛନ୍ତି ଚାଷୀଙ୍କ ଧାନଚୋରି-ମନୱର ଅଲ୍ଲୀଯୁଗଶ୍ରୀ ଯୁଗନାରୀ’ ବାର୍ଷିକ ସାରସ୍ୱତ ଓ ସମ୍ବର୍ଦ୍ଧନା ସମାରୋହ-୨୦୨୬ ଅନୁଷ୍ଠିତବଜେଟରୁ ଲାଭ ପାଇବାରେ ଓଡ଼ିଶା ହେବ ଅଗ୍ରଣୀ ରାଜ୍ୟଡିଜିଟାଲ ମିଡ଼ିଆ ଏଡିଟର ଏବଂ ଓନରସ ଆସୋସିଏସନ ର କାର୍ଯ୍ୟକାରିଣୀ ବୈଠକୟୁରୋକିଡ୍ସ ଆଇଆରସି ଭିଲେଜ୍, ନୟାପଲ୍ଲୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବପଚାରିଲେ ଚାଷୀ, ଉତ୍ତର ରଖିଲେ ମନ୍ତ୍ରୀଆକର୍ଷଣ ବଢାଉଛି ଜୀବନ୍ତ ମତ୍ସ୍ୟପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ ଜଣ କାଉନ୍ସିଲର ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲଆକର୍ଷଣର କେନ୍ଦ୍ର ପାଲଟିଛି ବିଶ୍ବର କ୍ଷୁଦ୍ରତମ ଗାଈ- ପୁଙ୍ଗାନୁରଚିତାକର୍ଷକ ‘ଡଗ୍ ସୋ’ରେ ଦର୍ଶକ ବିଭୋର ବି.ଜେ.ଇ.ଏମ୍. ସ୍କୁଲରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋବିଜେପି ଓବିସି ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତିସମ୍ପୂର୍ଣ୍ଣ ଅନ୍ଲାଇନ୍ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ଯୁଗପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୪୫୧.୨୪ କୋଟି ଟଙ୍କା ବ୍ୟୟରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭେଟି ଆଜି ୨୫ ଟି ଇ-ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

Author
Biswajit bhuyan/Baripada
ବାରିପଦା(ନିରପେକ୍ଷ ଖବର)ତା-୧୬/୦୫-ମୟୂରଭଞ୍ଜରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ଛୁଇଁଲା।ଜିଲ୍ଲାରେ ୨ଟି ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି।ସୁରତ ପରେ ଏବେ ଜିଲ୍ଲାକୁ ପଶ୍ଚିମବଙ୍ଗ ଫେରନ୍ତା ଚିନ୍ତାର କାରଣ ହୋଇଛନ୍ତି।ଦୁଇ ଜଣ ଚିନ୍ହଟ ପଜିଟିଭିଙ୍କ ମଧ୍ୟରୁ ଜଣେ ସୁରଟ ଫେରନ୍ତା…
କରୋନା ଯନ୍ତ୍ରଣାରେ ଦାଦନ କାନ୍ଦୁଛି…
ବାରିପଦା(ନିରପେକ୍ଷ ଖବର)ତା-୧୫/୫ -କରୋନା ଯନ୍ତ୍ରଣାରେ କାନ୍ଦୁଛନ୍ତି ଦାଦନ।ଗତ ଦୁଇ ମାସ ହେଲା ଆଖିର ଲୁହ ପାଟିରେ ପିଇ ଘରକୁ ଫେରିବା ବାଟକୁ ଚାହିଁ ବସିଛନ୍ତି। ଯିଏ ଫେରିଛି ସେମାନେ ଅପବାଦ ମୁଣ୍ଡାଉଛନ୍ତି, ଆଉ ଯିଏ ଫେରିପାରୁନାହିଁ ଭୋକ ଉପାସରେ ଦିନ କାଟୁଛନ୍ତି। ମହାମାରୀ କରୋନାର କରାଳ…
ସେବିକାଙ୍କୁ ସମ୍ବର୍ଦ୍ଧିତ କଲେ ଦେବାଶିଷ୍।
ବାରିପଦା(ନିରପେକ୍ଷ ଖବର)ତା-୧୨/୦୫-ପ୍ରତିବର୍ଷ ମେ ୧୨ ତାରିଖକୁ ଅନ୍ତର୍ଜାତୀୟ ନର୍ସ ଦିବସ ଭାବେ ପାଳନ କରାଯାଏ। ସମାଜରେ ଲୋକମାନଙ୍କୁ ନୀରୋଗ ରଖିବା ଓ ସେମାନଙ୍କ ସେବାକରିବାରେ ନର୍ସମାନଙ୍କ ଭୂମିକା ଅତୁଳନୀୟ। ପ୍ରାକୃତିକ ବିପତ୍ତିଠାରୁ ଆରମ୍ଭ କରି ଯୁଦ୍ଧ, ମହାମାରୀ କିମ୍ବା ଯେକୌଣସି…
*ମା ପାଇଁ ଦିନଟିଏ*
*ବୃଦ୍ଧାଶ୍ରମରେ ବେସାହାରା ମା କାଟୁଛନ୍ତି ଜୀବନ*
ବାରିପଦା(ନିରପେକ୍ଷ ଖବର)ତା-୧୦/୦୫ ଗୋଟେ ସମୟ ଥିଲା ଯେତେବେଳେ ଆମ ସମାଜରେ ଏକାନ୍ନବର୍ତ୍ତୀ ପରିବାର ପ୍ରଥା ପ୍ରଚଳିତ ଥିଲା, ହେଲେ ଧୀରେ ଧୀରେ ମଣିଷ ଏତେ ଆତ୍ମକୌନ୍ଦ୍ରିକ ହୋଇଗଲା ଯେ ଦାଦା, ବଡବାପା ତ ଦୂରର କଥା ନିଜ ଜନ୍ମ କଲା ବାପା ମା…
ପଦାକୁ ଆସିଲା ୧୮୮ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି।
ବାରିପଦା(ନିରପେକ୍ଷ ଖବର)ତା-୦୯/୦୫-ମୟୁରଭଞ୍ଜ ଜିଲ୍ଲାରୁ ଚିନ୍ହଟ ହୋଇଥିବା ରାଜ୍ୟର ୧୮୮ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଳ ହିଷ୍ଟ୍ରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ଆକ୍ରାନ୍ତ ଜଣକ କାହା କାହା ସଂସ୍ପର୍ଶରେ ଆସିଛନ୍ତି ତାହାର ପୁରା ତଥ୍ୟ…
ମୟୁରଭଞ୍ଜରେ ଆଉ ଜଣେ ପଜିଟିଭି ଚିହ୍ନଟ….
ବାରିପଦା(ନିରପେକ୍ଷ ଖବର)ତା-୦୭/୦୫-ମୟୂରଭଞ୍ଜରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ମୟୂରଭଞ୍ଜରେ ପଜିଟିଭଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଗୁରୁବାର ସକାଳେ ମୟୂରଭଞ୍ଜରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।ପ୍ରଥମ ଥର ପାଇଁ ମୟୂରଭଞ୍ଜ ଜିଲ୍ଲାରୁ ୪ ପଜିଟିଭ ଚିହ୍ନଟ…
କରୋନା ମ୍ୟାପ୍ ରେ ମୟୁରଭଞ୍ଜ……
ବାରିପଦା(ନିରପେକ୍ଷ ଖବର)ତା୦୭/୦୫/ରାଜ୍ୟରେ ଆଜି କରୋନ ମ୍ୟାପରେ ମୟୁରଭଞ୍ଜ ଯୋଡ଼ି ହୋଇଛି ।ଦିନକରେ ୩ଜଣ କରୋନା ରୋଗୀ ଜିଲ୍ଲାରେ ଚିହ୍ନଟ ହୋଇଛି। ଚିନ୍ହଟ ହୋଇଥିବା ରୋଗୀମାନେ ସୁରତ ଫେରନ୍ତା ପ୍ରବାସୀ ବୋଲି ଜଣାପଡ଼ିଛି। ଏ ବାବଦରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଟ୍ୱିଟ୍…
ପୋଲିସ ଅଧିକାରୀଙ୍କ କାର୍ଯ୍ୟାଳୟ ରେ ହେଲା ବାହାଘର।
ବାରିପଦା(ନିରପେକ୍ଷ ଖବର)ତା-୦୫/୦୫-ବାହାଘରରେ ପଡିଛି କରୋନା ପ୍ରଭାବ।ଲକ ଡାଉନ ଯୋଗୁଁ ମନ୍ଦିର କିମ୍ବା ମଣ୍ଡପରେ ବିବାହ ନିମନ୍ତେ ଅନୁମତି ନ ମିଳିବାରୁ ରାଇରଙ୍ଗପୁର ଉପଖଣ୍ଡ ପୋଲିସ ଅଧିକାରୀଙ୍କ କାର୍ଯ୍ୟାଳୟରେ ବାହାଘର ସମ୍ପାଦନା ହେଲା। ନା ବାଜା ନା ରୋଷଣୀ ନା ବରଯାତ୍ରୀ ନିରାଡମ୍ବର ଭାବେ…
ମୟୂରଭଞ୍ଜକୁ ଫେରିଲେ କୋଟାରେ ଫସି ଥିବା ଛାତ୍ରଛାତ୍ରୀ ।
ବାରିପଦା(ନିରପେକ୍ଷ ଖବର)ତା-୦୫/୦୫-ଲକ ଡାଉନ ପାଇଁ ମୟୁରଭଞ୍ଜ ଜିଲ୍ଲା ସମେତ ରାଜ୍ୟର ଅନେକ ଛାତ୍ରଛାତ୍ରୀ ଓ ଲୋକମାନେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ତେବେ ରାଜ୍ୟ ସରକାର ସେମାନଙ୍କୁ ଓଡିଶା ଫେରାଇ ଆଣିବା ପାଇଁ ଉଦ୍ୟମ କରୁଛନ୍ତି। ମୟୁରଭଞ୍ଜ ଜିଲ୍ଲାର ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା…
ପି ଆର୍ ଏମ୍ ହସ୍ପିଟାଲରେ ନିଆଁ…
ବାରିପଦା(ନିରପେକ୍ଷ ଖବର)ତା୨୦/୦୧- ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି।ଅଗ୍ନିଶମ ବିଭାଗ ଅଗ୍ନିକାଣ୍ଡ ସ୍ଥାନରେ ପହଞ୍ଚି ନିଆଁକୁ ଆୟତ କରିବା ରେ ସକ୍ଷମ ହୋଇଛି।ସୂଚନା ଅନୁସାରେ ସୋମବାର ୯ ଟା ସମୟରେ ସାକିଆଟ୍ରିକ ବିଭାଗରେ…
ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କଲେ
ବାରିପଦା(ନିରପେକ୍ଷ ଖବର)ତା-୧୬/୦୪-ମୟୁରଭଞ୍ଜରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାର ଦିନକ ପରେ ଭି କେ ପଣ୍ଡିଆନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତାଙ୍କ ସହିତ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ।କରୋନା ପାଇଁ ୫ଟି…
ଆଜିଠାରୁ କାର୍ଯ୍ୟକ୍ଷମ ହେଲା ମୟୂରଭଞ୍ଜ ସ୍ବତନ୍ତ୍ର କୋଭିଡ ହସ୍ପିଟାଲ।
ବାରିପଦା(ନିରପେକ୍ଷ ଖବର)ତା-୧୫/୦୪-କୋରୋନା ଭାଇରସ ବିଶ୍ଵରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଭାରତ ରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଓଡିଶା ସରକାର କୋରୋନା ଭାଇରସ ରୋକିବା ପାଇଁ ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ବୁଧବାର ମୟୁରଭଞ୍ଜ ଜିଲ୍ଲା ଆଦାନୀ କିସ ପରିସରରେ କାର୍ଯ୍ୟକ୍ଷମ…
ଚୈତ୍ର ମାସରେବି ଶୁଭୁନି ବାରିପଦାରେ ଗୁରୁଗମ୍ଭୀର ଛଉବାଦ୍ୟ
ବାରିପଦା,ନିରପେକ୍ଷ ଖବର: ତା ୧୩/୪ ଚୈତ୍ର ମାସ ଆସିଲେ ଦୁଲୁକି ଉଠେ ମୟୂରଭଞ୍ଜ ମାଟି । ବିଶ୍ୱ ପ୍ରସିଦ୍ଧ ଲୋକନୃତ୍ୟ ଛଉର ତାଳେତାଳେ ବାଦ୍ୟକାର ଏବଂ ନୃତ୍ୟଶିଳ୍ପୀ ମାନେ ସାରା ଚୈତ୍ରମାସ ଆଖଡା ଘରେ ଅଭ୍ୟାସ କରିବା ପରେ ମାସର ଶେଷ ତିନିଦିନ ବାରିପଦା ଛଉପଡିଆରେ ଅନୁଷ୍ଠିତ ହୋଇ ଥାଏ ଛଉନୃତ୍ୟର…
୫୦ରୁ ଅଧିକ ପରିବାରକୁ ଆହାର ଦେଲା ହେଲ୍ପିଂ ବୟ
*ଜିଲ୍ଲା ପ୍ରଶାସନର ଅବହେଳା ପାଇଁ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି ୫୦ରୁ ଅଧିକ ପରିବାର*
ବାରିପଦା୧/୪ (ନିରପେକ୍ଷ ଖବର): କରୋନା ଭାଇରସ ଦାଉରୁ ରକ୍ଷା ପାଇଁ ସାରା ଦେଶକୁ ଲକ ଡାଉନ ରଖାଯାଇ ଥିବାବେଳେ କିଛି ଅତ୍ୟାବଶ୍ୟକ ଖାଦ୍ୟ ପଦାର୍ଥକୁ ଛାଡି ଅନ୍ୟ ସମସ୍ଥ ଦୋକାନ ବଜାର…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦଶ ଲକ୍ଷ ଟଙ୍କା ସହାୟତା ଦେଲେ ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ।
ବାରିପଦା(ନିରପେକ୍ଷ ଖବର)ତା-୩୦/୦୩-କରୋନା ମୁକାବିଲା ପାଇଁ ଆଗେଇ ଆସିଲେ
ରାଜ୍ୟ କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି । ସମ୍ପ୍ରତି କରୋନା ମହାମାରୀ ର ମୁକାବିଲା ପାଇଁ ସମସ୍ତେ ତତ୍ପର ଥିବାବେଳେ ମୟୁରଭଞ୍ଜ ବିଜେଡିର ପୂର୍ବତନ ଜିଲ୍ଲା ସଭାପତି ତଥା କୃଷି ନିଗମ ଅଧ୍ୟକ୍ଷ ଦେବାଶିଷ…
ସଚେତନତା ପାଇଁ ପୋଲିସ୍ ର ଅଭିନବ ଉପାୟ
ବାରିପଦା(ନିରପେକ୍ଷ ଖବର)ତା-୨୬/୦୩-ଲକ୍ ଡାଉନ୍ ନିୟମ ଅବମାନନା କରି ବିଚ୍ ରାସ୍ତାରେ ଉଠ୍ ଵସ୍ ହେଲେ। କରୋନା ପାଇଁ ଜାରି କରାଯାଇଥିବା ଲକ୍ ଡାଉନ୍ ନିୟମ ଭାଙ୍ଗି ଦଣ୍ଡିତ ହେଲେ। କରୋନାକୁ ହରାଇବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। କେଉଁ ରାଜ୍ୟରେ ଗୁଳି କରିବାକୁ…
ଲକ୍ ଡାଉନ୍ କୁ ନ ମାନି ବିଳମ୍ବିତ ରାତିରେ ଗିରଫ ହେଲେ ହୋଟେଲ ମାଲିକ
ବାରିପଦା(ନିରପେକ୍ଷ ଖବର)ତା-୨୫/୦୩-କରୋନାର ଭୟବହତା ସମ୍ପର୍କରେ ଜାଣି ସୁଦ୍ଧା ସାଧାରଣ ଜନତାଙ୍କ ଜୀବନ ସହ ଖେଳ ଖେଳୁଛନ୍ତି କିଛି ହୋଟେଲ ମାଲିକ।ସରକାରଙ୍କ କଟାକଣାକୁ ତିଳେ ହେଲେ ଖାତିର ନ କରି ଏମାନେ ଚଳାଇଛନ୍ତି ଅସାଧୁ ବ୍ୟବସାୟ।କରୋନକୁ ମୁକାବିଲା କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ…
କରୋନାକୁ ନେଇ ଗୁଜବ ପ୍ରଚାର କରି ଜେଲ ଗଲେ ଯୁବକ।
ବାରିପଦା(ନିରପେକ୍ଷ ଖବର)ତା୨୫/୦୩-ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି । ଭାରତରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି । ଏହି ସମୟରେ ସୋସିଆଲ ମିଡ଼ିଆରେ କରୋନାକୁ ନେଇ ଗୁଜବ ସୃଷ୍ଟି କରାଯାଉଛି । ଏହି ଗୁଜବକାରୀଙ୍କ ଉପରେ ପୁଲିସ କଡ଼ା ନଜର ରଖିଛି । ଇତି ମଧ୍ୟରେ…
କରୋନା ପାଇଁ ପରିବା ଦର ଆକାଶ ଛୁଆଁ
ବାରିପଦା(ନିରପେକ୍ଷ ଖବର)ତା-୨୫/୦୩-କରୋନା କୁ ନେଇ ହୁ ହୁ ହୋଇ ଦର ବଢ଼ିବାରେ ଲାଗିଛି। ରାଜ୍ୟ ସରକାର ସାରା ରାଜ୍ୟ ସମେସ୍ତ ମୟୁରଭଂଜ ଜିଲ୍ଲା କୁ ଲକ ଡାଉନ ଘୋଷଣା କରିବା ପରେ କିଛି ମୁନାଫା ଖୋର ବ୍ୟବସାୟୀ ମାନେ ତାଙ୍କର ଅସାଧୁ ବ୍ୟବସାୟୀ ଆରମ୍ଭ କରିଛନ୍ତି।ନିଜର ସ୍ୱାର୍ଥ ପାଇଁ ଅସାଧୁ…
କରୋନା ସନ୍ଦିଗ୍ଧ ସୁସ୍ଥହୋଇ ଫେରିଲେ ଘରକୁ
ବାରିପଦା(ନିରପେକ୍ଷ ଖବର)ତା-୧୯/୦୩-ପିଆରଏମ ମେଡିକାଲରେ ଚିକିତ୍ସାଧିନ କରୋନା ସନ୍ଦିଗ୍ଧ ସୁସ୍ଥ ହୋଇ ଘରକୁ ଫେରିଲେ। କରୋନାକୁ ନେଇ କେହି ଭୟଭୀତ ହୁଅନ୍ତୁ ନାହିଁ। ମୟୁରଭଞ୍ଜରେ ଏ ପର୍ଯ୍ୟନ୍ତ କେହି କରୋନା ରୋଗରେ ପଜେଟିଭ ଚିହ୍ନଟ ହୋଇ ନାହାଁନ୍ତି। କରୋନା ଆକ୍ରାନ୍ତ ସନ୍ଦେହରେ ବାରିପଦା…
