ସାମାଜିକ ବାରିପଦାରେ ଜଣେ କରୋନା ରୋଗୀ ସନ୍ଦେହ Biswajit bhuyan/Baripada Mar 16, 2020 ବାରିପଦା(ନିରପେକ୍ଷ ଖବର)ତା-୧୬/୦୩-ବାରିପଦା ରେ ଜଣେ କରୋନା ରୋଗୀ ସନ୍ଦେହରେ ପିଆରଏମ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।ସନ୍ଦିଗ୍ଧ ଜଣକ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଥିବା କରୋନା ରୋଗୀ ସହ ଦିଲ୍ଲୀରୁ ଆସିଥିଲେ। ତେଣୁ ଭୟରେ ସନ୍ଦିଗ୍ଧ ଜଣକ ପିଆରଏମ…
ସାମାଜିକ ସରକାରଙ୍କ ନିଷ୍ପତିକୁ ବାଆଁ ବାଆଁ କରି ଉଡାଇ ଦେଉଛି ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ Biswajit bhuyan/Baripada Mar 15, 2020 0 ବାରିପଦା (ନିରପେକ୍ଷ ଖବର) ୧୫/୩ : କରୋନାର କରାଳ ରୂପରେ ସାରା ବିଶ୍ୱ ଦୋହଲୁଥିବା ବେଳେ ଓଡ଼ିଶାରେ ମଧ୍ୟ କୋକୁଆ ଭୟର ବାତାବରଣ ସୃଷ୍ଟି ହୋଇଛି। ସେଥିପାଇଁ ରାଜ୍ୟ ସରକାର କରୋନକୁ ମହାମାରୀ ଘୋଷଣା କରି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଶିକ୍ଷାନୁଷ୍ଠାନ, ପ୍ରେକ୍ଷାଳୟ ଆଦିକୁ ବନ୍ଦ…
ସାମାଜିକ ପ୍ରଶାସନର ଚୋରାପୀରତି ପାଇଁ ବଢୁଛି ଚୋରା ପଥର ଖାଦାନ ଖନନ.. Biswajit bhuyan/Baripada Mar 15, 2020 0 ବଞ୍ଚିବା ପାଇଁ ସଂଘର୍ଷ କରୁଛି ଶ୍ରମିକ..... ବାରିପଦା,୧୫/୩(ନିରପେକ୍ଷ ଖବର) - ଜଙ୍ଗଲ ବିଭାଗ ଆଇନକୁ ଅବମନନା କରି ବେଆଇନ ଭାବରେ ପଥର ଉତ୍ତୋଳନ କାରବାର ବଢ଼ିବାରେ ଲାଗିଛି। ପ୍ରଶାସନର ଚୋରା ପୀରତି ପାଇଁ ପଥର ମାଫିଆମାନେ ରାଜୁତି ଚଳାଇଛନ୍ତି। ଯାହାର ଫଳସ୍ୱରୂପ ପଥର ଖୋଲୁ ଖୋଲୁ…
ରାଜନୀତି ମୟୁରଭଂଜ ବିଜେଡି ଛାତ୍ର ରାଜନୀତିରେ କିଏ ପିନ୍ଧିବ ସୁନା ମୁକୁଟ ! Biswajit bhuyan/Baripada Mar 12, 2020 0 ବଢୁଛି ଆଶାୟୀଙ୍କ ସଂଖ୍ୟା..... ବାରିପଦା(ନିରପେକ୍ଷ ଖବର)ତା-୧୨/୦୩-ମୟୁରଭଞ୍ଜ ରାଜନୀତିରେ ବିଜୁ ଜନତା ଦଳ ତାର ପୂର୍ବସ୍ଥିତିକୁ ଫେରିବା ପାଇଁ ସଗଠନକୁ ନେଇ ଅଙ୍କକଷା ଜାରି ରଖିଛି। ବହୁ କଳ୍ପନା ଜଳ୍ପନାର ପୂର୍ଣ୍ଣଛେଦ ଟାଣି ଜିଲ୍ଲା ସଭାପତି ଭାବେ ଦୁଇ ଜଣଙ୍କୁ ଦାୟିତ୍ୱ ଦିଆଗଲା।…
ଦୁର୍ଘଟଣା ହୋଲି ଖେଳ ହେଲା କାଳ Biswajit bhuyan/Baripada Mar 10, 2020 0 ବାରିପଦା(ନିରପେକ୍ଷ ଖବର)ତା-୧୦/୦୩/୨୦୨୦-ରଙ୍ଗର ଉତ୍ସବ ହୋଲି ଖେଳରେ ସବୁଠି ମସଗୁଲ ଥିବା ବେଳେ ଘଟି ଯାଇଛି ଅଘଟଣ।ହୋଲି ଖେଳ କାଳ ସାବ୍ୟସ୍ତ ହେଲା।ହୋଲି ଖେଳି ସାରି ଗାଧୋଉଥିବା ବେଳେ ପ୍ରଖର ସୁଅରେ ଭାସିଯାଇ ଯୁବକ ମୃତ ହୋଇଛି। ମୃତକ ଜଣକ ବାରିପଦା ସହର ଅନ୍ତର୍ଗତ କାଳିମନ୍ଦିର ସାହିର…
ସାମାଜିକ ଜନ୍ମଦିନ ପାଇଁ ରାଜରାସ୍ତା ବନ୍ଦ କଲେ ଏସ୍ପି , କାର୍ଯ୍ୟନୁଷ୍ଠାନ ଶୂନ Biswajit bhuyan/Baripada Mar 8, 2020 0 ବାରିପଦା(ନିରପେକ୍ଷ ଖବର)ତା-୦୯/୦୩-ମୟୁରଭଞ୍ଜ ଇତିହାସରେ ଏମିତି କେବେ ଘଟି ନ ଥିଲା। କିନ୍ତୁ ଏବେ ଘଟିଛି। ଏସପିଙ୍କ ଦବଙ୍ଗ ଗିରି ଓ ରାଜକୀୟ ଠାଣି ସାମ୍ନାକୁ ଆସିଛି। ଜନ୍ମଦିନ ପାଳନ କରିବା ପାଇଁ ରାଜରାସ୍ତାକୁ ସେ ବନ୍ଦ ରଖିବାକୁ ବି ପଛାଇଲେ ନାହିଁ। ୫ ମିନିଟ କି ୧୦ ମିନିଟ ନୁହେଁ ଦୁଇ…
ସାମାଜିକ ଏସ୍ପି ଙ୍କ ରାଜକୀୟ ଠାଣି… Biswajit bhuyan/Baripada Mar 7, 2020 0 ବାରିପଦା(ନିରପେକ୍ଷ ଖବର)ତା-୦୭/୦୩/୨୦୨୦-ମୟୁରଭଞ୍ଜ ପୁଲିସର ରାଜକିଅ ଠାଣି। ଏସପିଙ୍କ ଜନ୍ମଦିନ ପାଳନ ପାଇଁ ଦୁଇ ଘଂଟା ରାସ୍ତା ବନ୍ଦ ରଖିଲା ପୁଲିସ ପ୍ରଶାସନ। ନାହିଁ ନ ଥିବା ଅସୁବିଧାରେ ସମ୍ବୁଖୀନ ହେଲେ ଲୋକେ। ଗଣମାଧ୍ୟମ କର୍ମୀ ପହଂଚିବା ପରେ ଗମନାଗମନ ହେଲା ସ୍ୱାଭାବିକ। ଘଟଣା ଟି…
ରାଜନୀତି ରାଜ୍ୟସଭା ନିର୍ଵାଚନ: ସରୋଜିନୀ ହେମ୍ବ୍ରମ ନେଇ ଚର୍ଚ୍ଚା ଜୋର। Biswajit bhuyan/Baripada Mar 3, 2020 0 ବାରିପଦା(ନିରପେକ୍ଷ ଖବର)ତା-୦୪/୦୩-ଋାଜ୍ୟର ସର୍ବବୃହତମ ଜିଲ୍ଲା ମୟୂରଭଞ୍ଜ ହୋଇଥିବା ବେଳେ ଆଦିବାସୀ ବହୁଳ ଜିଲ୍ଲା ଭାବେ ପରିଗଣିତ ହେଉଛି । ଆଦିବାସୀ ବହୁଳ ଜିଲ୍ଲାରେ ବିଜୁ ଜନତାଦଳର ଆଗଧାଡିର ମହିଳା ନେତ୍ରୀ ସରୋଜନୀ ହେମ୍ବ୍ରମ୍ ବିଭିନ୍ନ ପଦପଦବୀରେ ରହି ମୟୂରଭଞ୍ଜ ଜିଲ୍ଲା ତଥା ରାଜ୍ୟ…
Uncategorized ବାରିପଦାରେ ପଲସର ଆତଙ୍କ … Biswajit bhuyan/Baripada Mar 2, 2020 0 ବାରିପଦା ୦୨/୦୩-(ନିରପେକ୍ଷ ଖବର): ସହରରେ କଳା ପଲସର ଆତଙ୍କ । ସନ୍ଧ୍ୟା ୬ଟା ବେଳେ ୮୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୁତ୍ତ । ଲୁଟର ଶିକାର ହେଲେ ବାରିପଦା ଟାଉନ ଥାନା ଅନ୍ତର୍ଗତ ୱାର୍ଡ ନମ୍ବର ୧୦ର ସୁଲଚନା ନାଏକ ।ସୋମବାର ସନ୍ଧ୍ୟା ୬ଟା ସମୟରେ ସ୍ଥାନୀୟ ଏକ ବନ୍ଧନ ବ୍ୟାଙ୍କରୁ ୮୦ ହଜାର…
ସାମାଜିକ ଡେଡ଼ ଲାଇନ ଶେଷ ହେଲା ପରେ କଟିଲା ଫାଇନ। Biswajit bhuyan/Baripada Mar 2, 2020 0 ବାରିପଦା(ନିରପେକ୍ଷ ଖବର)ତା-୦୨/୦୩- ସରକାର ଙ୍କ ପକ୍ଷରୁ କିଛି ମାସ ପାଇଁ କୋହଳ ହୋଇଥିବା ମୋଟର ଯାନ ଆଇନର ଡେଡ଼ ଲାଇନ ଶେଷ ହୋଇଛି।ଟ୍ରାଫିକ ନିୟମ ଉଲ୍ଲଘନକାରୀ ସାବଧାନ କରିବାକୁ ନିୟମ କାନୁନ କୁ କଡ଼ାକଡ଼ି କରି ପାଳନ କରିବା ଯାଞ୍ଚ ଆରମ୍ଭ ହୋଇଯାଇଛି। ନୂଆ ମୋଟରଯାନ ଆଇନ ସେପ୍ଟେମ୍ବର ୧,…
ଦୁର୍ଘଟଣା ଜେଲ୍ ରେ ବିଚାରାଧିନ କଏଦୀର ମୃତ୍ୟୁ… Biswajit bhuyan/Baripada Mar 1, 2020 0 ବାରିପଦା(ନିରପେକ୍ଷ ଖବର)ତା-୦୧/୦୩/୨୦୨୦-ଆଜି ବାରିପଦା ସ୍ଥିତ ପିଆରଏମ୍ ମେଡିକାଲରେ ବାରିପଦା ମଣ୍ଡଳ କାରାଗାର ର ଜଣେ ବିଚାରାଧିନ କଏଦୀଙ୍କ ମୃତ୍ୟୁ ହୋଇଯାଇଛି। ମୃତକ ସୁରଜ ନାଥ (୪୫) ସମ୍ବଲପୁର ଜିଲ୍ଲାର ସିକମପୁର ଅଞ୍ଚଳର ବାସିନ୍ଦା ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲା ମୋରଡା ଠାରେ ପ୍ରେମ…
ସାମାଜିକ ବିଦ୍ୟୁତ୍ କର୍ମଚାରୀଙ୍କର ଜିଲ୍ଲାସ୍ତରୀୟ ବିଶାଳ ସମାବେଶ । Biswajit bhuyan/Baripada Feb 27, 2020 0 ବାରିପଦା(ନିରପେକ୍ଷ ଖବର)ତା-୨୭/୦୨-ନେସ୍କାବିଦ୍ୟୁତ୍ କର୍ମଚାରୀ ସଂଘ ପକ୍ଷରୁ ଜିଲ୍ଲାସ୍ତରୀୟ ବିଶାଳ ସମାବେଶ ଆୟୋଜିତ ହୋଇଥିଲା। ବାରିପଦା ରଘୁନାଥପୁର ଠାରେ ଏକ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଥିଲା। ସଂଘର ସହସାଧାରଣ ସମ୍ପାଦକ ଶ୍ରୀ ଜ୍ୟୋତିକୃଷ୍ଣ ବେହେରା ସହିତ ସଂଘର ସାଧାରଣ ସମ୍ପାଦକ…
ସାମାଜିକ ଚୋରକୁ କଙ୍ଗାରୁ କୋର୍ଟରେ ଶାସ୍ତି Biswajit bhuyan/Baripada Feb 27, 2020 0 ବାରିପଦା(ନିରପେକ୍ଷ ଖବର)ତା-୨୭/୦୨/୨୦୨୦- ଛେଳି ଚୋରି କରିବା ମହଙ୍ଗା ପଡିଲା ଯୁବକକୁ। କଙ୍ଗାରୁ କୋର୍ଟରେ ଶାସ୍ତି ଦେଲେ ଗ୍ରାମବାସୀ। ଏଭଳି ଭୟଙ୍କର ଚିତ୍ର ବା କଙ୍ଗାରୁ କୋର୍ଟ କହୁଥିବା ଭଳି ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ବିଧାନସଭା ଅଧୀନରେ ଥିବା ଚାନ୍ଦୁଆ…
ସାମାଜିକ ସରକାର ମୋତେ ରୋଜଗାର ଦିଅ…. Biswajit bhuyan/Baripada Feb 23, 2020 0 ବାରିପଦା(ନିରପେକ୍ଷ ଖବର)ତା-୨୩/୦୨/୨୦୨୦-ଏବେ ରାଜ୍ୟରେ ଦିନକୁଦିନ ବେକାରୀ ସମସ୍ୟା ଉତ୍କୋଟ ରୂପ ଧାରଣ କରିଲାଣି।ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ଏଥିପ୍ରତି ଦୃଷ୍ଟି ନଦେବାକୁ ନେଇ ବିଭିନ୍ନ ଦଳ ପକ୍ଷରୁ ବାରମ୍ବାର ଆନ୍ଦୋଳନ ହୋଇ ଆସୁଛି।ଦିନକୁ ଦିନ ରାଜ୍ୟରେ କଳକାରଖାନ ଲୋପ ପାଉଥିବା ବେଳେ…
Uncategorized ଠକେଇ ଏମିତି ବି ହୁଏ, ଜାହା ଜାଣିଲେ ଆପଣମାନେ ଆଶ୍ଚର୍ଯ୍ୟ ହେବେ… Biswajit bhuyan/Baripada Feb 22, 2020 0 ବାରିପଦା(ନିରପେକ୍ଷ ଖବର)ତା-୨୨/୦୨/୨୦୨୦- ସାଧାରଣତଃ ବିଭିନ୍ନ ସମୟରେ ଅନେକ କମ୍ପାନୀ ଓ ସେମାନଙ୍କର କର୍ମଚାରୀମାନଙ୍କ ଦ୍ବାରା ଗ୍ରାହକମାନେ ଠକାମିରେ ଶିକାର ହୋଇଥାଆନ୍ତି। ହେଲେ ଗତ ୧୭ ତାରିଖରେ ବାରିପଦା ଟାଉନ୍ ଥାନା ଅଞ୍ଚଳରେ ଘଟିଥିବା ଏମିତି ଏକ ଘଟଣା ଯାହା ସମସ୍ତଙ୍କୁ ଚକିତ କରିଦେବ।…
ସାମାଜିକ ନିଶାସକ୍ତ ଅବସ୍ଥାରେ କର୍ତ୍ତବ୍ୟ ରତ ପୋଲିସର ଉନ୍ମତ କାଣ୍ଡ। Biswajit bhuyan/Baripada Feb 14, 2020 0 ବାରିପଦା(ନିରପେକ୍ଷ ଖବର)ତା-୧୪/୦୨/୨୦୨୦-ନିଶାସକ୍ତ ଅବସ୍ଥାରେ କର୍ତ୍ତବ୍ୟ ରତ ପୋଲିସଙ୍କର ଉନ୍ମତ କାଣ୍ଡ । ଏହି ଭଳି ଘଟଣା ଦେଖିବାକୁ ମିଲିଛି ମୟୁରଭଂଜ ଜିଲ୍ଲା ବଡ଼ସାହି ଥାନା ହିଙ୍ଗୁଳା ଯାତ୍ରାରେ ।ଏହି ଅଞ୍ଚଳରେ ଏହା ଏକ ବଡ଼ ପର୍ବ ହୋଇଥିବାରୁ ହିଙ୍ଗୁଳା ଯାତ୍ରାରେ ମା" ଙ୍କ ଦର୍ଶନ ଓ…
ଦୁର୍ଘଟଣା ପୁଅର ଟାଙ୍ଗିଆ ଚୋଟରେ ବାପର ମୃତ୍ୟୁ । Biswajit bhuyan/Baripada Feb 14, 2020 0 ବାରିପଦା(ନିରପେକ୍ଷ ଖବର)ତା-୧୪/୦୨/୨୦୨୦- ପୁଅର ଟାଙ୍ଗିଆ ଚୋଟରେ ବାପର ମୃତ୍ୟୁ ଘଟିଛି । ଏମିତି ଏକ ଲୋମହର୍ଷଣକାରୀ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ରଙ୍ଗଜାମ୍ ଗ୍ରାମରେ । ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି । ଆଜି ସକାଳ…
ସାମାଜିକ ବାରିପଦା ରେଞ୍ଜରୁ ହାତୀ ଦାନ୍ତ ଉଦ୍ଧାର Biswajit bhuyan/Baripada Feb 13, 2020 0 ବାରିପଦା୧୩/୨(ନିରପେକ୍ଷ ଖବର): ବାରିପଦା ଜଙ୍ଗଲ ରେଞ୍ଜ ଅଧିନରେ ଯାଉଥିବା ଟିଟିଆ ଛକ ଠାରେ ସାଧାରଣ ଗାଡିଚେକିଂ ସମୟରେ ଓଡି ୧୧ ୫୨୮୦ ନମ୍ବର ର ଏକ ଅଟୋ ରୁ ଦୁଇଟି ହାତୀ ଦାନ୍ତ ଉଦ୍ଧାର ହେବା ସହିତ ୫ ଜଣ ଯୁବକ ଗିରଫ ହୋଇଛନ୍ତି। ବାରିପଦା ଜଙ୍ଗଲ ରେଞ୍ଜ ଅଫିସ୍ ହାଜତରେ ତାକୁ ରଖାଯାଇଛି ।…
ସାମାଜିକ ବାରିପଦାରେ ଧରା ପଡିଲା ନକଲି ତେଲ କାରବାର। Biswajit bhuyan/Baripada Feb 13, 2020 0 ବାରିପଦା(ନିରପେକ୍ଷ ଖବର)ତା-୧୩/୦୨-ବାରିପଦା ସହର ଭିତରେ ଚାଲିଛି ଚୋରା ତେଲ କାରବାର। ନକଲି ତେଲ ବିକ୍ରି କରୁଥିବା ବେଳେ ଜଣେ ଅଭିଯୁକ୍ତ ବ୍ୟବସାୟୀକୁ ଗିରଫ କରିଛି ବାରିପଦା ଟାଉନ ଥାନା ପୁଲିସ। ଅଭିଯୁକ୍ତ ପାଖରୁ ଦୁଇ ଲିଟର ନକଲି ସୋରିଷ ତେଲ ଜବତ କରାଯାଇଛି। ଏଥିସହିତ ବ୍ୟବସାୟୀ…
ସାମାଜିକ ସ୍କୁଲ୍ ଛାତ୍ରଙ୍କ କାଠ ବୋହାଇବା ଭିଡିଓ ଭାଇରାଲ । Biswajit bhuyan/Baripada Jan 29, 2020 0 ବାରିପଦା(ନିରପେକ୍ଷ ଖବର)ତା-୨୯/ଜାନୁଆରୀ/୨୦୨୦-ସରକାରଙ୍କ ନିର୍ଦ୍ଧେଶକୁ ଖାତିର କରୁ ନାହାଁନ୍ତି ଶିକ୍ଷକ। ସର୍ବଶିକ୍ଷା ଅଭିଯାନକୁ ଦଳିମକଚି ଦେଉଛନ୍ତି। ବିଦ୍ୟାଳୟରେ ପାଠ ପଢ଼ା ବ୍ୟତୀତ ଅନ୍ୟ କୋୖଣସି କାର୍ଯ୍ୟରେ ଛାତ୍ରଛାତ୍ରୀମାନଙ୍କୁ ନିୟୋଜନ ନ କରାଇବା ପାଇଁ ଗଣ ଶିକ୍ଷା ରୋକଠୋକ ମନା ବି…