Blank space
Blank space
Breaking News/ମୁଖ୍ୟ ଖବର:
ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା କଲ୍ୟାଣ ଜୁଏଲର୍ସ ପକ୍ଷରୁ ଭୁବନେଶ୍ୱରର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍‌ର ଶୁଭାରମ୍ଭମହାଦେବ ଗୃହ ନିର୍ମାଣ ଉପସ୍ଥାପନ କରୁଛି ମହାଦେବ ଗ୍ରୀନ୍‌ସ୨୫ ରେ ବିଧାନସଭା ଘେରିବ ୬୬୨ ବର୍ଗ କଲେଜ ସଂଘରାଜୀବ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦଦେବା ଓ ମହାଦୁର୍ନୀତି ବିରୁଦ୍ଧରେ ବିଜେପି ର ବିଡିଏ ଅଫିସ ସମ୍ମୁଖରେ ଧାରଣା।ବିଶ୍ଵ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ଟ୍ରେଡ୍‌ରେ ସେପ୍ଟେମ୍ବର ସେସନ ପାଇଁ ନାମଲେଖାରତ୍ନ ଭଣ୍ଡାର ଚାବି ହଜିବା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ…୦୭ ଅଗଷ୍ଟ ୨୦୨୩ – ଭାରତ ବନ୍ଦବିଜନେସ କ୍ଲବ ଅଫ୍ ଏଣ୍ଟରପ୍ରେନରସ (ବିସିଇ)ଉତ୍କଳ କ୍ଲବ୍ ର ଉଦ୍ଘାଟନୀ…ରାଜ୍ୟ ଆର୍‌ବିଏସ୍‌ ଆୟୁଷ ଡାକ୍ତର ସଂଘ, ଓଡ଼ିଶାର ସମୀକ୍ଷା ବୈଠକରାଜ୍ୟ ମିଶନ ଶକ୍ତି ଏସ୍ଏଚ୍‌ଜି କାହାର ଅଧ୍ଵସ୍ତ ନୁହଁନ୍ତି କି ଦୟାର ପାତ୍ର ନୁହଁନ୍ତିଉପକୃତ ବିଜେଡ଼ି ଉପେକ୍ଷିତ ଓଡ଼ିଶାଜୁନ ୭ରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ରାଜ୍ୟ ଗ୍ରାଜୁଏଟ ଠିକା ମହିଳା ପରିଦର୍ଶିକା ସଂଘଝାରସୁଗୁଡ଼ା ଉପନିର୍ବାଚନ ପ୍ରଚାରର ଶେଷ ଦିନରେ କଂଗ୍ରେସର ବିରାଟ ଶୋଭା ଯାତ୍ରାମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣର ପ୍ରତିକ୍ରିୟା ରଖିଲେ କେନ୍ଦ୍ରମନ୍ତ୍ରୀଅଖିଳ ଭାରତ କଂଗ୍ରେସ କମିଟିର ସଭାପତିଙ୍କୁ ହତ୍ୟା ଧମକ ବିରୋଧରେ ଝାରସୁଗୁଡ଼ା ଥାନାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଏତଲା ଦେଲେଝାରସୁଗୁଡା ଉପନିର୍ବାଚନ….ରାଜ୍ୟରେ ୫ଟି ଶାସନ ପ୍ରତି କଂଗ୍ରେସର କଟାକ୍ଷନବୀନ ବାବୁଙ୍କ ଶାସନ କାଳରେ ଓଡ଼ିଶା କୃଷକମାନଙ୍କର ଆୟ ଦ୍ୱିଗୁଣିତ ହେବା ପରିବର୍ତେ ଆୟ ବହୁପରିମାଣରେ କମି କମି ଯାଉଛି : କଂଗ୍ରେସଭୁବନେଶ୍ୱର ଠାରେ ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ” ଉଦଘାଟିତମେ ୬ରେ ଉତ୍କଳକନିକାରେ ମିଷ୍ଟର ଆଣ୍ଡ୍ ମିସ୍ ଉତ୍କଳ ଫ୍ୟାସନ ଶୋ
Blank space

ବଲିଉଡ୍ ତାରକା ଜାହ୍ମବୀ କପୁରଙ୍କ ଦ୍ୱାରା କଲ୍ୟାଣ ଜୁଏଲର୍ସ ପକ୍ଷରୁ ଭୁବନେଶ୍ୱରର ମାଷ୍ଟର କ୍ୟାଂଟିନ୍‌ରେ ନୂଆ…

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୨୪ ସେପ୍ଟେମ୍ବର ୨୦୨୩: ଭାରତର ସବୁଠୁ ବିଶ୍ୱାସଯୋଗ୍ୟ ଓ ଅଗ୍ରଣୀ ଗହଣା ବ୍ରାଣ୍ଡ୍ କଲ୍ୟାଣ ଜୁଏଲର୍ସ ପକ୍ଷରୁ ଭୁବନେଶ୍ୱରର ମାଷ୍ଟର କ୍ୟାଂଟିନ୍‌ରେ ନୂଆ ସୋ’ରୁମ୍‌ର ଶୁଭାରମ୍ଭ ଘୋଷଣା କରାଯାଇଛି । କଲ୍ୟାଣ ଜୁଏଲର୍ସର ସିଇଓ ଶ୍ରୀ ସଂଜୟ ରଘୁରମଣଙ୍କ…

ମହାଦେବ ଗୃହ ନିର୍ମାଣ ଉପସ୍ଥାପନ କରୁଛି ମହାଦେବ ଗ୍ରୀନ୍‌ସ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୨୧/୦୯: ଅସାଧାରଣ ବାସସ୍ଥାନ ନିର୍ମାଣର ପ୍ରତିବଦ୍ଧତା ପାଇଁ ପରିଚିତ ମହାଦେବ ଗୃହ ନିର୍ମାଣ ପ୍ରାଇଭେଟ୍ ଲିମିଟେଡ୍ ନିଜର ପ୍ରମୁଖ ପ୍ରକଳ୍ପ ମହାଦେବ ଗ୍ରିନ୍‌ସର ଶୁଭାରମ୍ଭ କରି ଆନନ୍ଦିତ । ଭୁବନେଶ୍ୱର-କଟକ ମଝିରେ ତ୍ରୁଶୁଳିଆର ଆବାସିକ କେନ୍ଦ୍ରରେ ଅବସ୍ଥିତ…

୨୫ ରେ ବିଧାନସଭା ଘେରିବ ୬୬୨ ବର୍ଗ କଲେଜ ସଂଘ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୮.୦୯- ଆସନ୍ତା ସେପ୍ଟେମ୍ବର ୨୫ ତାରିଖରେ ୬୬୨ ବର୍ଗ କଲେଜ ସଂଘ ବିଧାନସଭା ଘେରିବ ଓ ୨୬ ତାରିଖରେ ସମସ୍ତ ବିଧାୟକ ମାନଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ କରାଯିବ ବୋଲି ଆଜି ଏକ ସାମ୍ବାଦିକ ସମ୍ବଳନୀରେ ଘୋଷଣା…

ରାଜୀବ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦଦେବା ଓ ମହାଦୁର୍ନୀତି ବିରୁଦ୍ଧରେ ବିଜେପି ର ବିଡିଏ ଅଫିସ ସମ୍ମୁଖରେ…

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୨/୦୯:ମହିଁଷାଖାଲ ବସ୍ତିରେ ରାଜୀବ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦଦେବା ଓ ମହାଦୁର୍ନୀତି ବିରୁଦ୍ଧରେ ଭାରତୀୟ ଜନତା ପାର୍ଟି ଏକାମ୍ର ନିର୍ବାଚନ ମଣ୍ଡଳୀ ପକ୍ଷରୁ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ସଭାପତି ତଥା ଏକାମ୍ର ବିଜେପି ବିଧାୟକ…

ବିଶ୍ଵ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ଟ୍ରେଡ୍‌ରେ ସେପ୍ଟେମ୍ବର ସେସନ ପାଇଁ ନାମଲେଖା

*ଅନଲାଇନ ମାଧ୍ୟମରେ ପ୍ରବେଶିକା ପରୀକ୍ଷା ଲାଗି ଆବେଦନର ଶେଷ ତାରିଖ ଅଗଷ୍ଟ ୧୫ * ଅତ୍ୟାଧୁନିକ ପାଠ୍ୟକ୍ରମ ଓ ଲାବୋରେଟୋରି ସହ ଅନ୍ତର୍ଜାତୀୟ ଇ ଓଁସିପ୍ ସୁଯୋଗ ● ଭୁବନେଶ୍ଵର, ନିରପେକ୍ଷ ଖବର: ତା ୪ ଅଗଷ୍ଟ ୨୦୨୩: ଆଧୁନିକ ଟେକ୍ନୋଲୋଜିର ପ୍ରୟୋଗ ଫଳରେ ଉଭୟ ଶିଳ୍ପ ଉତ୍ପାଦନ ଏବଂ ସେବା…

ରତ୍ନ ଭଣ୍ଡାର ଚାବି ହଜିବା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ…

ଭୁବନେଶ୍ୱର, ନିରପେକ୍ଷ ଖବର: ତା.୦୧/୦୭: ରତ୍ନ ଭଣ୍ଡାର ଚାବି ହଜିବା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣା ୨୦୧୮ରେ ସରକାରଙ୍କ ନଜରକୁ ଆସିଥିଲା । ସେବେଠାରୁ ଓଡିଶାର ଜନସାଧାରଣଙ୍କର ଏକ ବଡ ଦାବି ହେଲା ଯେ, ସରକାର ରତ୍ନ ଭଣ୍ଡାର…

୦୭ ଅଗଷ୍ଟ ୨୦୨୩ – ଭାରତ ବନ୍ଦ

ଭୁବନେଶ୍ବର, ନିରପେକ୍ଷ ଖବର: ତା ୦୧/୦୭ ଲୋହିଆ ଏକାଡେମୀ,ଭୁବନେଶ୍ବର ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀର ଉଦ୍ଦେଶ୍ୟ ଥିଲା ବର୍ତ୍ତମାନ ଭାରତ ସରକାରଙ୍କ Uniform Civil Code ନିୟମ ଲାଗୁ କରିବା ଯୋଜନାକୁ ବିରୋଧ କରି ଏକ ସାମ୍ୱାଦିକ…

ବିଜନେସ କ୍ଲବ ଅଫ୍ ଏଣ୍ଟରପ୍ରେନରସ (ବିସିଇ)ଉତ୍କଳ କ୍ଲବ୍ ର ଉଦ୍ଘାଟନୀ…

ଭୁବନେଶ୍ଵର, ନିରପେକ୍ଷ ଖବର:ତା ୨୮/୦୬ ବିଜନେସ କ୍ଲବ୍ ଅଫ୍ ଏଣ୍ଟରପ୍ରେନରସ (ବିସିଇ) ଭାରତର ପ୍ରଥମ ବିଜନେସ କ୍ଲବ୍ ଏବଂ ଏହା ଲକ୍ଷ୍ୟ ରଖିଛି ଯେ ଭାରତରେ ତଥା ଓଡିଶାରେ ୨ ଲକ୍ଷରୁ ଅଧିକ ଉଦ୍ୟୋଗୀଙ୍କ ଆବଶ୍ୟକତା ପୂରଣ କରିବ | ବିସିଇ ଉଦ୍ୟୋଗୀମାନଙ୍କ ପାଇଁ ଏକ ଉତ୍ତରକାରୀ ପ୍ଲାଟଫର୍ମ ଏବଂ ଏହା…

ରାଜ୍ୟ ଆର୍‌ବିଏସ୍‌ ଆୟୁଷ ଡାକ୍ତର ସଂଘ, ଓଡ଼ିଶାର ସମୀକ୍ଷା ବୈଠକ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୨୯/୦୫ : ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମହୋଦୟ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଥିଲେ କି ଓଡ଼ିଶା ମାଟିରୁ ଠିକା ନିଯୁକ୍ତି ଭଳି କୁତ୍ସିତ ପ୍ରଥା ସବୁଦିନ ପାଇଁ ଉଚ୍ଛେଦ କରାଗଲା । କିନ୍ତୁ ଏବେ ମଧ୍ୟ ଜାତୀୟ ସ୍ଵାସ୍ଥ୍ୟ ମିଶନ ଓଡ଼ିଶା…

ରାଜ୍ୟ ମିଶନ ଶକ୍ତି ଏସ୍ଏଚ୍‌ଜି କାହାର ଅଧ୍ଵସ୍ତ ନୁହଁନ୍ତି କି ଦୟାର ପାତ୍ର ନୁହଁନ୍ତି

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୯/୦୫ : ବୁଦ୍ଧ ମନ୍ଦିର ପରିସରରେ ଷ୍ଟେଟ ପ୍ରୋଗ୍ରେସିଭ ୱିମେନ୍ସ ଫୋରମର ସାଧାରଣ ସଭା ଓ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଯାଇଛି । ଏଥିରେ ଉପସ୍ଥିତ ଜିଲ୍ଲା ସଦସ୍ୟା, ଜିଲ୍ଲାର ସ୍ଵଂୟ ସହାୟକ ଗୋଷ୍ଠୀର ସଭାପତି, ସମ୍ପାଦିକାମାନେ ଉଦ୍‌ବେଗ ଜନକ ଭାଷଣ…

ଉପକୃତ ବିଜେଡ଼ି ଉପେକ୍ଷିତ ଓଡ଼ିଶା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୯/୦୫: ପ୍ରଦେଶ କଂଗ୍ରେସ ତରଫରୁ ଭୁବନେଶ୍ୱର କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିନଳୀରେ “ପଂଚମ ପାଳିର ୪ ବର୍ଷ ବିଜେଡ଼ି ସରକାର” ପ୍ରସଙ୍ଗରେ ପିସିିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା, ପିସିସି ମୁଖପାତ୍ର ମନୋରଞ୍ଜନ ଦାସ ଓ ମୁଖପାତ୍ର…

ଜୁନ ୭ରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ରାଜ୍ୟ ଗ୍ରାଜୁଏଟ ଠିକା ମହିଳା ପରିଦର୍ଶିକା ସଂଘ

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୨୯/୦୫ : ସ୍ଥାୟୀ ନିଯୁକ୍ତି ଦାବିରେ ଅଲ୍ ଓଡ଼ିଶା ଗ୍ରାଜୁଏଟ ଠିକା ମହିଳା ପରିଦର୍ଶିକା ସଂଘ ଆସନ୍ତା ୭ ଜୁନ୍‌ର ଆନ୍ଦୋଳନକୁ ଓହ୍ଲାଇବ ବୋଲି ସୋମବାର ଦିନ ଭୁବନେଶ୍ବରସ୍ଥିତ ବୁଲନ ଭାଇ ସେବା ଭବନରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସଂଘର ଆବାହକ…

ଝାରସୁଗୁଡ଼ା ଉପନିର୍ବାଚନ ପ୍ରଚାରର ଶେଷ ଦିନରେ କଂଗ୍ରେସର ବିରାଟ ଶୋଭା ଯାତ୍ରା

ଝାରସୁଗୁଡ଼ା, ଭୁବନେଶ୍ଵର, ନିରପେକ୍ଷ ଖବର: ତା. ୦୮/୦୫: ଆଜି ଝାରସୁଗୁଡ଼ାର ଉପନିର୍ବାଚନର ପ୍ରଚାରର ଶେଷ ଦିନ ଥିବାବେଳେ କଂଗ୍ରେସ ଜୋରଦାର ପ୍ରଚାର କରିଛି । ଏହି ଅବସରରେ ଏକ ବିରାଟ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହାକୁ ଓପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଶୁଭାରମ୍ଭ କରିଥିଲେ ।…

ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣର ପ୍ରତିକ୍ରିୟା ରଖିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୭/୦୫ ମୁଖ୍ୟମନ୍ତ୍ରୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଶାସକ ଦଳର ନେତା ମାନଙ୍କ ଦ୍ୱାରା ଅନେକ ମହିଳା ନିର୍ଯ୍ୟାତିତ । ତେଣୁ ମୁଖ୍ୟମନ୍ତ୍ରୀ କେବଳ ବୁଢା ବାଘ ଭଳିଆ କଙ୍କଣ ଧରି ବସି କାନ୍ଦିଲେ ହେବ ନାହିଁ । ୨୩ ବର୍ଷର ଦୀର୍ଘ ଶାସନ ପରେ ବି ଶାସକ ଦଳ…

ଅଖିଳ ଭାରତ କଂଗ୍ରେସ କମିଟିର ସଭାପତିଙ୍କୁ ହତ୍ୟା ଧମକ ବିରୋଧରେ ଝାରସୁଗୁଡ଼ା ଥାନାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି…

ଝାରସୁଗୁଡ଼ା,ଭୁବନେଶ୍ୱର,ନିରପେକ୍ଷ ଖବର:ତା.୦୭/୦୫: କର୍ଣ୍ଣାଟକର କାଲାବୁରାଗି ଜିଲ୍ଲା ଚିତ୍ରା ବିଧାନ ସଭାର ବିଜେପି ଦଳର ପ୍ରାର୍ଥୀ ମଣିକାନ୍ତ ରାଠୋର ଅଖିଳ ଭାରତ ଜାତୀୟ କଂଗ୍ରେସ ସଭାପତି ଶ୍ରୀ ମଲ୍ଲିକାର୍ଜୁନ ଖଡ୍‌ଗେ ଏବଂ ତାଙ୍କ ପରିବାରବର୍ଗଙ୍କୁ ଜୀବନରୁ ମାରି ଦେବା ପାଇଁ ଧମକ…

ଝାରସୁଗୁଡା ଉପନିର୍ବାଚନ….

ଭୁବନେଶ୍ୱର,ନିରପେକ୍ଷ ଖବର/ଝାରସୁଗୁଡା:ତା.୦୭/୦୫: ଝାରସୁଗୁଡା ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ତାରକା ପ୍ରଚାରକ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରୁଟ୍ ଚାର୍ଟ ବା ପଥନକ୍ସା ପ୍ରଶାସନକୁ ଜଣାଇ ଦିଆଯାଇଥିଲା । ତଦନୁଯାୟୀ ନିର୍ବାଚନ ପ୍ରଚାର ପାଇଁ ପ୍ରଶାସନ…

ରାଜ୍ୟରେ ୫ଟି ଶାସନ ପ୍ରତି କଂଗ୍ରେସର କଟାକ୍ଷ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୭/୦୪ ରାଜ୍ୟ ସମସ୍ୟା ସମାଧାନ କ୍ଷେତ୍ରରେ ବିଫଳ ସରକାର ୫ଟି ନାଁରେ ପ୍ରହେଳିକା ସୃଷ୍ଟି କରୁଛି ବୋଲି କଂଗ୍ରେସ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଶରତ ପଟ୍ଟନାୟକ ଅଭିଯୋଗ କରିଛନ୍ତି । ଦୁଇ ପ୍ରମୁଖ ସମସ୍ୟା ପାନୀୟ ଜଳ ସଂକଟ ଓ…

ନବୀନ ବାବୁଙ୍କ ଶାସନ କାଳରେ ଓଡ଼ିଶା କୃଷକମାନଙ୍କର ଆୟ ଦ୍ୱିଗୁଣିତ ହେବା ପରିବର୍ତେ ଆୟ ବହୁପରିମାଣରେ କମି କମି ଯାଉଛି :…

ଭୁବନେଶ୍ୱର, ନିରପେକ୍ଷ ଖବର: ତା. ୨୪/୦୪ ରିଖ : ଓଡ଼ିଶା ସରକାର ଓଡ଼ିଶାର କୃଷକଙ୍କର ଆୟ ଦ୍ୱିଗୁଣିତ କରିବା ପାଇଁ ବହୁ ସମୟରେ ପ୍ରତିଶ୍ରୁତି ଦେଇଛନ୍ତି । ଏପରିକି ୨୦୧୨-୧୩ ମସିହାରେ ଖୋଦ୍ ମୁଖ୍ୟମନ୍ତ୍ରୀ ଦୃଢ଼କ୍ତି ପ୍ରକାଶ କରି କହିଥିଲେ, ସାରା ଭାରତ ବର୍ଷରେ ଓଡ଼ିଶା ଏକମାତ୍ର ରାଜ୍ୟ, ଯେଉଁଠି…

ଭୁବନେଶ୍ୱର ଠାରେ ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ” ଉଦଘାଟିତ

• ଜି-୨୦ ଜନଭାଗିଦାରୀରେ ଓଡ଼ିଶାବାସୀଙ୍କ ଯୋଗଦାନ ଉତ୍ସାହପୂର୍ଣ୍ଣ, ଜି- ୨୦ର ମ୍ୟାସେବ୍ୟାପୀ ଚାଲିଥିବା କାର୍ଯ୍ୟକ୍ରମରେ ଓଡ଼ିଶାର ୧ ଲକ୍ଷ ଯୁବବର୍ଗଙ୍କ ଅଂଶଗ୍ରହଣ ପ୍ରଶଂସନୀୟ • ଉଦଘାଟିତ ପ୍ରଦର୍ଶନୀ ଡିଜିଟାଲ ନବସୃଜନରେ ଆସିଥିବା ବ୍ୟାପକ ପରିବର୍ତ୍ତନ ଓ ବିଶ୍ୱର ପୁନଃ କାର୍ଯ୍ୟଶୈଳୀର…

ମେ ୬ରେ ଉତ୍କଳକନିକାରେ ମିଷ୍ଟର ଆଣ୍ଡ୍ ମିସ୍ ଉତ୍କଳ ଫ୍ୟାସନ ଶୋ

➢ ମୁଖ୍ୟ ଆକର୍ଷଣ ବରିଷ୍ଠ ନାଗରିକ... ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୩/୦୪ ଓଡ଼ିଶାବାସୀଙ୍କ ପାଖରେ ଫ୍ୟାସନ ଷ୍ଟାଇଲକୁ ପହଞ୍ଚାଇବା ଉଦ୍ଦେଶ୍ୟରେ ଉତ୍କଳକନିକା ଗ୍ୟାଲେରିଆ ମଲ୍ ଆୟୋଜିତ କରୁଛି ମିଷ୍ଟର ଆଣ୍ଡ ମିସ୍ ଉତ୍କଳ – ୨୦୨୩ । ଆସନ୍ତା ମେ ୬ ରେ ଏହାର ତୃତୀୟ ସଂସ୍କରଣ ମେଗା ଫ୍ୟାସନ ଶୋ…