
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ଜଟିଳ ଲିଭର ରୋଗୀଙ୍କ ପାଇଁ ଭଗବାନଙ୍କ ଆଶୀର୍ବାଦ ପାଲଟିଛି ମଣିପାଲ୍ ହସ୍ପିଟାଲଅଲ୍ ଓଡ଼ିଶା ବଡି ବିଲ୍ଡିଂ ଆଣ୍ଡ ଫିଟନେସ୍ ଏସୋସିଏସନ୍ ପକ୍ଷରୁ “ମିଷ୍ଟର ଏଣ୍ଡ ମିସ୍ ଇଣ୍ଡିଆ–2026” ଆୟୋଜନଧାନ କିଣାକୁ ନେଇ ରାଜନୀତି କରିବା ଉଚିତ୍ ନୁହେଁ: ମନମୋହନ ସାମଲମୋକିମଙ୍କ ସଂଗଠନରେ ସାମିଲ୍ ହେଲେ ଭୁବନେଶ୍ୱରର ଶତାଧିକ ମହିଳା ନେତ୍ରୀନେତା,ମନ୍ତ୍ରୀ ଓ ଅଧିକାରୀ କରୁଛନ୍ତି ଚାଷୀଙ୍କ ଧାନଚୋରି-ମନୱର ଅଲ୍ଲୀଯୁଗଶ୍ରୀ ଯୁଗନାରୀ’ ବାର୍ଷିକ ସାରସ୍ୱତ ଓ ସମ୍ବର୍ଦ୍ଧନା ସମାରୋହ-୨୦୨୬ ଅନୁଷ୍ଠିତବଜେଟରୁ ଲାଭ ପାଇବାରେ ଓଡ଼ିଶା ହେବ ଅଗ୍ରଣୀ ରାଜ୍ୟଡିଜିଟାଲ ମିଡ଼ିଆ ଏଡିଟର ଏବଂ ଓନରସ ଆସୋସିଏସନ ର କାର୍ଯ୍ୟକାରିଣୀ ବୈଠକୟୁରୋକିଡ୍ସ ଆଇଆରସି ଭିଲେଜ୍, ନୟାପଲ୍ଲୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବପଚାରିଲେ ଚାଷୀ, ଉତ୍ତର ରଖିଲେ ମନ୍ତ୍ରୀଆକର୍ଷଣ ବଢାଉଛି ଜୀବନ୍ତ ମତ୍ସ୍ୟପାଟଣାଗଡ଼ ଏନ୍ଏସି ଉପାଧ୍ୟକ୍ଷଙ୍କ ସମେତ ୭ ଜଣ କାଉନ୍ସିଲର ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲଆକର୍ଷଣର କେନ୍ଦ୍ର ପାଲଟିଛି ବିଶ୍ବର କ୍ଷୁଦ୍ରତମ ଗାଈ- ପୁଙ୍ଗାନୁରଚିତାକର୍ଷକ ‘ଡଗ୍ ସୋ’ରେ ଦର୍ଶକ ବିଭୋର ବି.ଜେ.ଇ.ଏମ୍. ସ୍କୁଲରେ ବାର୍ଷିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତମତ୍ସ୍ୟ ପ୍ରାଣୀ ସମାବେଶରେ ଆକର୍ଷଣ ସାଜିଥିଲା “ପେଟ୍ ଫ୍ୟାସନ୍ ସୋବିଜେପି ଓବିସି ମୋର୍ଚ୍ଚାର ନୂତନ ରାଜ୍ୟ ସଭାପତିସମ୍ପୂର୍ଣ୍ଣ ଅନ୍ଲାଇନ୍ ମାଧ୍ୟମରେ ହେବ ଏହି ସବୁ ସରକାରୀ କାର୍ଯ୍ୟରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’

Author
Debabrat Mohanty
ସମ୍ବଲପୁର ସହର ସାରା ବିଛାଯିବ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍ଲାଇନ୍
ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଦିନକୁ ୧୦୦ ମିଲିଅନ୍ ଲିଟର ପାନୀୟ ଜଳ ପହଞ୍ଚିବ ଘରେ ଘରେ
ପାନୀୟ ଜଳ ସମସ୍ୟାର ସମାଧାନ ସହ, ଅଞ୍ଚଳବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆସିବ-ମୁଖ୍ୟମନ୍ତ୍ରୀ…
ଆଜି ୨୫ ଟି ଇ-ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଅତ୍ୟାଧୁନିକ ବସ ଟର୍ମିନାଲ ମଧ୍ୟ ଉଦ୍ଘାଟିତ
ବସ୍ ଟର୍ମିନାଲ ଓ ବସର ରକ୍ଷଣାବେକ୍ଷଣ ପାଇଁ ୨୩୮.୧୪ କୋଟି
ସ୍ୱର୍ଗତଃ ସଂଚିତା ମହାନ୍ତିଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା
ନିରନ୍ତର ସାଧନା ବଳରେ ଭାରତୀୟ ଜନତା ପାର୍ଟିକୁ ମଜବୁତ କରିଥିଲେ ସ୍ୱର୍ଗତଃ ସଂଚିତା ଅପା : ମନମୋହନ ସାମଲ
ଭୁବନେଶ୍ୱର, ନିରପେକ୍ଷ ଖବର ତା.୦୯/୦୧: ବରିଷ୍ଠ ନେତ୍ରୀ ତଥା କୋରେଇ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ଶ୍ରୀମତୀ ସଂଚିତା ମହାନ୍ତିଙ୍କ ବିୟୋଗରେ ଭାରତୀୟ ଜନତା ପାର୍ଟିର…
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା…
ଭୁବନେଶ୍ୱର/କଟକ ନିରପେକ୍ଷ ଖବର:ତା ୦୯/୧୨ ଆଜି କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ ୨୦୨୫" ଉଦ୍ଘାଟିତ ହୋଇଯାଇଅଛି।
ରାଜ୍ୟସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ…
ବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର,ନିରପେକ୍ଷ ଖବର : ତା ୦୭/୧୨
ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର ଥିଲେ ଏକାଧାରରେ ଜଣେ ସ୍ୱାଧୀନତା ସଂଗ୍ରାମୀ, ସାରସ୍ୱତ ସାଧକ ଓ ସମ୍ପାଦକ । ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଭାରତର ସ୍ୱାଧୀନତା…
୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୯/୧୨
ରାଜ୍ୟରେ ଥିବା ଜାତୀୟ ରାଜପଥ ଏବଂ ରାଜ୍ୟ ରାଜପଥର ଉନ୍ନତିକରଣ ଏବଂ ପ୍ରସ୍ତାବିତ ନୂତନ ପ୍ରକଳ୍ପକୁ ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ଅନୁମୋଦନ ମିଳିଛି ।
ନୂଆଦିଲ୍ଲୀ ଗସ୍ତରେ ଥିବା ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ…
କେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀ
ଭୁବନେଶ୍ବର,ନିରପେକ୍ଷ ଖବର : ତା ୦୨/୧୨ କେଏଲ ବିଶ୍ବବିଦ୍ୟାଳୟ ପକ୍ଷରୁ ଜୟଦେବ ଭବନରେ ଏକ ଛାତ୍ରଛାତ୍ରୀ କ୍ୟାରିୟର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।। ଏଥିରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ଭବିଷ୍ୟତ ଗଢ଼ିବା ଲାଗି…
କଳିଙ୍ଗ ଷ୍ଟାଡ଼ିୟମ୍ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨/୧୨ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆରମ୍ଭ ହୋଇଛି ୩୭ତମ ଜାତୀୟ ସବ-ଜୁନିୟର ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍। ବ୍ୟାଡ଼ମିଣ୍ଟନ ଆସୋସିଏସନ୍ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ…
ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୨୧/୧୧
ନବଉତ୍କଳର ନିର୍ମାତା ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ବହୁମୁଖୀ ପ୍ରତିଭା ଓ ଅବଦାନ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ । ତାଙ୍କର ବଳିଷ୍ଠ ନେତୃତ୍ୱ ଓ ତ୍ୟାଗପୂତ ଜୀବନ ଓଡ଼ିଶାକୁ ବି୍ରଟିଶ ଶାସନରୁ ମୁକ୍ତ କରି ଜନମାନସରେ ଏକ ନୂତନ…
ନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯ
ଭୁବନେଶ୍ୱର, ନିରପେକ୍ଷ ଖବର:୨୦/୧୧/୨୫ ଚଳିତ ରବି ଋତୁରେ ରାଜ୍ୟର ୫୦,୦୦୦ ଏକର୍ ପାଖାପାଖି ଜମିରେ ଆଳୁ ଚାଷ କରିବାର ଲକ୍ଷ୍ୟ ରହିଛି । ଏଥିପାଇଁ ପ୍ରାମାଣିକ ବିହନ ଆଳୁ ପଞ୍ଜାବରୁ ଅଣାଯାଇ ରାଜ୍ଯର ଚାଷୀ ମାନଙ୍କୁ କିଲୋ ପ୍ରତି ୨୦ ଟ. ଦରରେ ବିକ୍ରୀ କରାଯାଉଛି ଓ ଆଳୁ ବିହନ ଜମିରେ ଲଗେଇବା ପରେ…
ବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତ
କଟକ: ନିରପେକ୍ଷ ଖବର: ତା ୧୯/୧୧ ବ୍ୟାଙ୍କ ଅଫ ବରୋଦା କ୍ଷେତ୍ରୀୟ କାର୍ଯ୍ୟାଳୟ, କଟକସ୍ଥିତ ପଟ୍ଟାମୁଣ୍ଡାଇ ପୌରପାଳିକା ଟାଉନହଲରେ ଏକ ମେଗା କିଷାନ ମେଳା ଆୟୋଜିତ ହୋଇଯାଇଛି । ଯାହାର ଉଦ୍ଦେଶ୍ୟ ଥିଲା କୃଷକମାନଙ୍କୁ ଆଧୁନିକ କୃଷି ସୁବିଧା, ସରକାରୀ ଯୋଜନା ଏବଂ ସମନ୍ୱିତ ବ୍ୟାଙ୍କିଂ ସେବା…
ଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା
ଭୁବନେଶ୍ୱର, ନିରପେକ୍ଷ ଖବର: ପ୍ରବାସୀ ଭାରତୀୟ ଦିବସ ଅବସରରେ ଏସିଆନ ଇଣ୍ଡିଆ ଇକୋନୋମିକ କାଉନସିଲ (ଏ.ଆଇ.ଇ.ସି) ଏବଂ ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ (ଆଇ.ସି.ସି) ଚୁକ୍ତିରେ ସାମିଲ ହୋଇଛନ୍ତି।
କମ୍ପାନି, ଅନୁଷ୍ଠାନ ଏବଂ ବ୍ୟକ୍ତିବିଶେଷଙ୍କ ଲାଗି ଏକ
ଫୋରମ ସୃଷ୍ଟି ଦିଗରେ ଏହା ସହାୟକ…
୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ…
ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୭/୧୦ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ଏଣ୍ଟରପ୍ରାଇଜ ପ୍ରାଇଭେଟ ଲିମିଟେଡ଼ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କମଲେଶ କୁମାର ସିଂ ଏବଂ ଏହାର ସୋଲାର ବ୍ରାଣ୍ଡ ଆଇରୋ ସୋଲାର, ନବୀକରଣ ଯୋଗ୍ୟ ଶକ୍ତି କ୍ଷେତ୍ରରେ ପ୍ରେରଣାଦାୟକ ପୁରସ୍କାରରେ ସମ୍ମାନିତ ହୋଇଛି | ଓଡ଼ିଶାର…
ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
ୟୁନ
ଭୁବନେଶ୍ବର, ନିରପେକ୍ଷ ଖବର: ତା ୨୦/୦୯ ଭୁବନେଶ୍ବର ଭେଟେରାନ ଫୁଟବଲ ପ୍ଲେୟାର୍ସ ଆସୋସିଏସନ ଅନୁକୂଲ୍ୟରେ ଦ୍ୱିତୀୟ ଥର ପାଇଁ
ଜିଲ୍ଲା ସ୍ତରୀୟ ଆନ୍ତଃସ୍କୁଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ୟୁନିଟ -1 ସ୍ଥିତ ଖେଳପଡିଆରେ ଆସନ୍ତା ସେପ୍ଟେମ୍ବର ମାସ 22 ତାରିଖରୁ
ଆରମ୍ଭ ହୋଇ ସେପ୍ଟେମ୍ବର ମାସ…
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦ
ଭୁବନେଶ୍ୱର, ନିରପେକ୍ଷ ଖବର: ତା ୦୩/୦୯/୨୪ ବଡଗଡର ପ୍ରସିଦ୍ଧ ଗଣେଶ ପୂଜା ମହୋତ୍ସବରେ ମହାରାଷ୍ଟ୍ର ଲାଲବାଗ ଆକୃତିର ୫୭ଫୁଟ ଉଚ୍ଚର ଗଣେଶ, ଓ ୧୨ ଫୁଟ ଉଚ୍ଚର ମୂଷିକ ବାହନ ପୂଜା ପାଇବେ । ୨୦୧୮ ମସିହାରେ ୩୫ ଫୁଟ ଉଚ୍ଚର ମୂର୍ତ୍ତି ଏବଂ ୨୦୨୩ ମସିହାରେ ୫୫ଫୁଟ ଉଚ୍ଚର ମୂର୍ତ୍ତି ପୂଜାପାଇଥିଲେ।…
ସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ
ଭୁବନେଶ୍ୱର , ନିରପେକ୍ଷ ଖବର: ତା ୩୦/୦୮/୨୪ ମାନ୍ୟବର ଗୃହ ମନ୍ତ୍ରାଳୟ ଦିଲ୍ଲୀରୁ ଯେଉଁ ଚିଠି ଆସିଥିଲା ଏହି ଥରକୁ ମିଶେଇ ୪ ଥର ହୋଇଗଲା | ପ୍ରଥମ ପର୍ଯ୍ୟାୟ ଚିଠି ୦୫.୧୧.୧୯୮୩ ମସିହାରେ ଆସିଥିଲା | ଦ୍ୱିତୀୟ ପର୍ଯ୍ୟୟରେ ୧୭.୦୧.୧୯୮୪ ଆଉ ଏକ ଚିଠି ତା ୦୬.୦୨.୨୦୨୪ ରେ ଗୃହ ମନ୍ତ୍ରାଳୟରୁ…
ଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
ଭୁବନେଶ୍ଵର, ନିରପେକ୍ଷ ଖବର: ତା :୨୯/୦୮/୨୪ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା…
ଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୨୬.୮.୨୦୨୪ ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ ତରଫରୁ ଏକ ଜରୁରୀ କାଳୀନ ସାମ୍ବାଦିକ ସମ୍ମିଳନୀର ଆୟୋଜିତ ହୋଇଥିଲା । ସଂଘର ରାଜ୍ୟ ସଭାପତି ବିଶ୍ବରଂଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ସମଗ୍ର ୩୦ ଗୋଟି…
ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତ
ଭୁବନେଶ୍ୱର, ନିରପେକ୍ଷ ଖବର : ତା ୧୮/୦୮ ତ୍ରିଧାରା ନୃତ୍ୟ ଅନୁଷ୍ଠାନ ଏହାର ବହୁ ପ୍ରତୀକ୍ଷିତ ସ୍ବର୍ଣ୍ଣ ସମାରୋହ ମାଲେସିଆ ଯାତ୍ରାକୁ ସଫଳତାର ସହ ସମାପ୍ତ କରିଛି, ଯାହା ୧୧ ରୁ ୧୭ ଅଗଷ୍ଟ ୨୦୨୪ ପର୍ଯ୍ୟନ୍ତ ସାତ ଦିନ ବ୍ୟାପି ଗୁରୁ ଡକ୍ଟର ଗଜେନ୍ଦ୍ର କୁମାର ପଣ୍ଡାଙ୍କ ସମ୍ମାନାର୍ଥେ ଏହି…
ସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୮/୦୮ ସହିଦ ନଗର ଦୁର୍ଗାପୂଜା ସମିତି ଓ ଆସ୍ପାୟାର ହସ୍ପିଟାଲ ମିଳିତ ସହଯୋଗରେ ଏକ ମେଗା ରକ୍ତଦାନ ଶିବିର ଓ ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ସହିଦ ନଗର ଦୁର୍ଗାପୂଜା ସମିତିର ପୂର୍ବତନ ସଭାପତି ସଚ୍ଚିଦାନନ୍ଦ ରଥ ଏହାକୁ ଉଦ୍ଘାଟନ କରିଥିଲେ ।…
