ଭୁବନେଶ୍ୱରରେ ଖୋଲିଲା “ଇଣ୍ଡଲଜ୍” ବ୍ରାଇଡ଼ାଲ୍ ମଲ୍
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୧/୧୧ ଭୁବନେଶ୍ୱର ରୂପାଲି ସ୍କୋୟାରଠାରେ ଭାରତର ପ୍ରଥମ ଇଣ୍ଡଲଜ୍ ବ୍ରାଇଡ଼ାଲ୍ ମଲ୍ ଉଦ୍ଘାଟିତ ହୋଇଯାଇଛି । ଏହାକୁ ବଲିଉଡ଼୍ ଅଭିନେତା ଅଫ୍ତାବ ସିବଦଶାନୀ ଉଦ୍ଘାଟନ କରିଥିଲେ । ଭାରତର ଏହା ହେଉଛି ପ୍ରଥମ ପ୍ରମୁଖ ଷ୍ଟୋର୍ ଯେଉଁଠାରେ ଉଭୟ ବର, କନ୍ୟା ଏବଂ…

