
Sign in
Sign in
Recover your password.
A password will be e-mailed to you.
Breaking News/ମୁଖ୍ୟ ଖବର:
ସରକାର ବଦଳିଲା, ବଦଳିଲା ନାହିଁ ଢାଞ୍ଚାନିର୍ବାଚନ ପାଇଁ AAP ର ପ୍ରସ୍ତୁତି ବୈଠକଭୁବନେଶ୍ୱରରେ KGF ମେଗା କନକ୍ଲେଭଇତିହାସ ରଚିଲେ ମୋଦିବିଶ୍ୱ ଜଳଦିବସରେ ଭୁବନେଶ୍ୱରରେ ମହା ସେବାLPG ସମସ୍ୟାକୁ ମୁକାବିଲା ପାଇଁ ସିଟି ଗ୍ୟାସ୍ ଭିତ୍ତିଭୂମି ତ୍ୱରାନ୍ୱିତବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ବଡ଼ ସଫଳତାବ୍ଲୁ ଇକୋନୋମି ସମିଟ୍–୨୦୨୬ରେ ଓଡ଼ିଶାର ବଡ଼ ଘୋଷଣାVTP ମଡେଲ ରଦ୍ଦ କରି ସିଧାସଳଖ ସରକାରୀ ନିଯୁକ୍ତି ଦାବି କଲେ ବୃତ୍ତିଗତ ପ୍ରଶିକ୍ଷକ୧୨ ରାଶିର ବଡ଼ ଭବିଷ୍ୟବାଣୀଡିଜିଟାଲ୍ ଦୁନିଆରେ ଶିଶୁ ଅସୁରକ୍ଷିତ?ତୈଳ ବଜାର ହଳଚଳରିଲାଏନ୍ସ ଗ୍ରୁପ୍କୁ ବଡ଼ ଝଟକା! ED ଜବତ କଲା ୫୮୧ କୋଟିର ସମ୍ପତ୍ତିଭୁବନେଶ୍ୱରରେ ବଡ଼ Cyber Fraud ଖୋଲାସା! ୨.୩୫ କୋଟି ଟଙ୍କା ଟ୍ରାନ୍ସାକ୍ସନ୍, ୨ ଗିରଫପୁରୀ ବେଳାଭୂମିରେ “Fit India Carnival” ମାର୍ଚ୍ଚ 21ରୁ 3 ଦିନିଆ ବଡ଼ କାର୍ଯ୍ୟକ୍ରମଟୋକିଓରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ କମାଲ !ପଞ୍ଚସଖା ଶିକ୍ଷା ସେତୁ ବୈଠକ: ୨୩ ଜିଲ୍ଲାରେ ୯ କୋଟି ଟଙ୍କାର ୮୯୬ ପ୍ରକଳ୍ପ ମଞ୍ଜୁରରୋଟାରୀ କ୍ଲବ୍ ଭୁବନେଶ୍ବର ଆଞ୍ଜେଲା ପକ୍ଷରୁ ମହିଳା ଦିବସଭୁବନେଶ୍ୱରରେ ଅସ୍ତ୍ର ସହ ୨ ଯୁବକ ଗିରଫ | NH-316 ବାଇପାସରେ ଛିନତାଇ ପ୍ଲାନ୍!ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ଆନ୍ଦୋଳନ ତୀବ୍ରତର ହେବ

Author
Debabrat Mohanty
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୨/୧୨ ଝିଲିକ ମୋସନ୍ ପିକ୍ଚର୍ସ ର ତୃତୀୟ ଅବଦାନ "ତୋର ମୋର କଟି" ଚଳଚ୍ଚିତ୍ର ର ଅଡିଓ ଲୋକାର୍ପିତ ଉତ୍ସବ ଆଜି ଭୁବନେଶ୍ୱର ର ଏକ ତାରକା ହୋଟେଲ ରେ ଅନୁଷ୍ଠିତ ହୋଇଯାଇଛି l ଅଭିନେତ୍ରୀ ରୁ ପ୍ରଯୋଜିକା ସାଜିଥିବା ଝିଲିକ ଭଟ୍ଟାଚାର୍ଯ୍ୟ ଏହି ଅବସରରେ ଓଡ଼ିଆ…
ଜୀ ସାର୍ଥକ ଫିଲ୍ମସର ନୂଆ ସିନେମା ‘ପୋଲିସ୍ ବାବୁ’ ର ଅଡିଓ ରିଲିଜ୍*
ଭୁବନେଶ୍ୱର, ନିରପେକ୍ଷ ଖବର ତା.୧୧/୧୨ ଗତ ଆଠ ତାରିଖ ସନ୍ଧ୍ୟାରେ ଜୀ-ସାର୍ଥକ ଫିଲ୍ମସ ର ନୂଆ ଚଳଚ୍ଚିତ୍ର "ପୋଲିସ ବାବୁ" ର ଅଡିଓ ରିଲିଜ୍ ଭୁବନେଶ୍ୱର ର ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି l ଏହି ଚଳଚ୍ଚିତ୍ର ରେ ଥିବା ତିନିଟି ଯାକ ଗୀତ ଶ୍ରୋତା ଙ୍କ ମନକୁ ଛୁଇଁଲା ଭଳି ହୋଇଛି l ଆଜି…
ଆଇ.ଏମ୍.ଏସ୍.ର ଜାତୀୟ ସେବା ଯୋଜନା ବିଭାଗ ଦ୍ୱାରା ବିଶ୍ୱ ମାନାବାଧିକାର ଦିବସ ପାଳିତ
ଭୁବନେଶ୍ୱର,ନିରପେକ୍ଷ ଖବର :୧୦/୧୨ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମିଡିଆ ଷ୍ଟଡିଜ୍ର ଜାତୀୟ ସେବା ଯୋଜନା ବିଭାଗ ଆନୁକୁଲ୍ୟରେ ଆଜି ଆଚାର୍ଯ୍ୟ ବିହାର ସ୍ଥିତ ସାଇନ୍ସ ପାର୍କ ବିଜୁ ଆଦର୍ଶ କଲୋନୀଠାରେ ବିଶ୍ୱ ମାନବାଧିକାର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ
ଇନ୍ଷ୍ଟିଚ୍ୟୁଟ୍ର ଜାତୀୟ ସେବା…
ଜିଲ୍ଲା ଆଇନ ସେବା ପ୍ରାଧିକରଣ ଏବଂ ପ୍ରୟାସ ସିଙ୍ଗଲ ୱିଣ୍ଡୋ ସଦସ୍ୟ ସି.ଏଫ.ଏ.ଆର ଙ୍କ ମିଳିତ ସହଯୋଗରେ ବିଶ୍ବ ଏଡ୍ସ…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୧୨ ଜିଲ୍ଲା ଆଇନ ସେବା ପ୍ରାଧ୍ଵକରଣ ଏବଂ ପ୍ରୟାସ ସିଙ୍ଗଲ ୱିଣ୍ଡୋ ଫୋରମ ସଦସ୍ୟ ସି.ଏଫ.ଏ.ଆର ଙ୍କ ମିଳିତ ସହଯୋଗରେ ବିଶ୍ବ ଏଡ୍ ଦିବସ ସହିଦ ନଗର (ୱାର୍ଡ ନମ୍ବର ୪୧) ରେ ପାଳିତ ହୋଇଥିଲା। ଚଳିତ ବର୍ଷ ବିଶ୍ବ ଏଡସ ଦିବସ ପାଳନ କରିବାର ବିଷୟ ବସ୍ତୁ ଥିଲା…
ମିଡ଼ିଆ ମହାକୁମ୍ଭ ଉଦ୍ଘାଟିତ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୨/୧୧ ଆମର ଦୈନଦିନ ଜୀବନର ସାଂସ୍କୃତିକ ଅଭ୍ୟାସ ବିସ୍ତାର କରିବାରେ ଗଣମାଧ୍ୟମ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଏହା ଆମ ସଂସ୍କୃତିର ଆଦର୍ଶ ଏବଂ ମୂଲ୍ୟବୋଧକୁ ପ୍ରତିଫଳିତ କରିବା ସହ ଆମର ପସନ୍ଦକୁ ବ୍ୟାପକ କରିଛି | ଗଣମାଧ୍ୟମ ସୂଚନା ପ୍ରବାହ ସହିତ…
ବଲିଉଡ୍ ତାରକା ସଲ୍ମାନ ଖାନ୍ଙ୍କ ଷ୍ଟାଇଲିଷ୍ଟ୍ ତଥା ଚର୍ଚ୍ଚିତ ଫେସନ୍ ଡିଜାଇନର ଆସ୍ଲେ ରେବେଲୋଙ୍କ…
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୨/୧୧ ଚର୍ଚ୍ଚିତ ଫେସନ୍ ଡିଜାଇନ୍ ଏବଂ ବଲିଉଡ୍ ତାରକା ସଲମାନ ଖାନ୍ଙ୍କ ଷ୍ଟାଇଲିଷ୍ଟ୍ ଆସ୍ଲେ ରେବେଲୋ ଆଇ.ଏନ୍.ଆଇ.ଏଫ୍.ଡି ଭୁବନେଶ୍ୱର ପରିଦର୍ଶନ କରି ଏକ ସ୍ୱତନ୍ତ୍ର ଡିଜାଇନ୍ କର୍ମଶାଳାରେ ଅଂଶଗ୍ରହଣ କରିବା ସହ ଆଇଏନ୍ଆଇଏଫ୍ଡିର ଡିଜାଇନ…
ଡ୍ରିମର୍ସ ପ୍ଲାନେଟ୍ ଅର୍ଗାନାଇଜେସନ୍ ଦ୍ୱାରା ପ୍ରସ୍ତୁତ କରାଯାଇଛି ମିଷ୍ଟର, ମିସ୍ ଏବଂ ମିସେସ୍ ଇଣ୍ଡିଆ କସ୍ମୋ…
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୮/୧୧/୨୨ ଆଜି ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ଏକ ଅନ୍ତର୍ଜାତୀୟସ୍ତରର ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଏହି ପ୍ରତିଯୋଗିତା ଭୁବନେଶ୍ୱର ସ୍ଥିତ ହୋଟେଲ ଏକ୍ସିଲେନସିରେ ଆୟୋଜିତ ହୋଇଯାଇଛି । ଯୁବପିଢୀଙ୍କୁ ନୂତନ ସୁଯୋଗ ଦେବା ସହ ସେମାନଙ୍କ…
ବି.ଜେ.ଇ.ଏମ୍. ସ୍କୁଲରେ ଶିଶୁଦିବସ ମହାସମାରୋହରେ ପାଳିତ
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୪/୧୧/୨୨ ଭୁବନେଶ୍ୱରର ସ୍ୱନାମଧନ୍ୟ ବକ୍ସି
ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ପଣ୍ଡିତ ଜବାହାରଲାଲ୍ ନେହେରୁଙ୍କ ୧୩୩ତମ ଜନ୍ମଦିବସ ଲପଲକ୍ଷେ ଶିଶୁଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
ପୂର୍ବତଟ ରେଳପଥ ପରିଚାଳିତ ଫୁଲୱାରୀ ସ୍କୁଲରେ ଶିଶୁ ଦିବସ ପାଳନ …
ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୪/୧୧ପୂର୍ବ ତଟ ରେଳପଥ ମହିଳା କଲ୍ୟାଣ ସଂଗଠନ (ଇକୋରୋ) ପରିଚାଳିତ ଫୁଲୱାରୀ ବିଦ୍ୟାଳୟ ଠାରେ ଆଜି ଶିଶୁ ଦିବସ ପାଳନ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଇକୋରୋ ର ସଭାପତି ଶ୍ରୀମତୀ ରାଧା ସୁନକର ସଂଗଠନର ଅନ୍ୟ ସଦସ୍ୟ ମାନଙ୍କ ଉପସ୍ଥିତିରେ…
ଆଇସିଏଲ ଫିନକର୍ପ ପକ୍ଷରୁ ଓଡ଼ିଶାରେ ୧୩ଟି ତୂତନ ଶାଖା ଉଦ୍ଘାଟିତ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୨/୧୧ ଭାରତରେ ସବୁଠାରୁ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଏନବିଏଫସି, ଆଇସିଏଲ ଫିନକର୍ପ ବର୍ତମାନ ଓଡ଼ିଶାରେ ୧୩ଟି ନୂତନ ଶାଖାର ଶୁଭାରମ୍ଭ କରିଛି । ଏହା ସହିତ ରାଜ୍ୟରେ ଏହାର ମୋଟ ଶାଖା ସଂଖ୍ୟା ୩୫ରେ ପହଂଚିଛି । ଗତ ଅଗଷ୍ଟରେ ଆଇସିଏଲ ଫିନକର୍ପ ଓଡ଼ିଶାରେ ଏହାର…
ଭାରତ ପାଇଁ ଗର୍ବ ଆଣିଛନ୍ତି ଓଡ଼ିଶା ଝିଅ ସିଧିକ୍ଷା ପ୍ରିୟଦର୍ଶିନୀ….
ଭୁବନେଶ୍ୱର, ନିରପେକ୍ଷ ଖବର: ଦୁବାଇ ଠାରେ ଆୟୋଜିତ ଜୁନିଅର ମଡେର୍ଣ୍ଣ ଇଣ୍ଟରନ୍ୟାସନାଲ୍ କଣ୍ଟେଷ୍ଟ ରେ ୨ୟ ର ନର୍ସ ଅଫ ପାଇବାରେ ସଫଳ ହୋଇଛନ୍ତି ସିଧିକ୍ଷା ପ୍ରିୟଦର୍ଶିନୀ । ୨୦୨୧ ରେ ଓଡ଼ିଶା ଫେସନ ଭିଲ୍ଲା ଦ୍ବାରା ଆୟୋଜିତ ରାଜ୍ୟ ସ୍ତରୀୟ ମଡ଼େଲ କଣ୍ଟେଷ୍ଟ ଓଡ଼ିଶା ଜୁନିଅର ଟପ୍ ମଡ଼େଲ୍ସ…
ଜୟଦେବ ଭବନରେ ଦୁଇଦିନିଆ କଳା ପ୍ରଦର୍ଶନୀ
ଭୁବନେଶ୍ୱର,ନିରପେକ୍ଷ ଖବର :ତା ୧୦/୧୧ ଜାତୀୟ ତଥା ଆନ୍ତର୍ଜାତିକ ବଜାରରେ ଓଡ଼ିଶାର କଳାକାରମାନଙ୍କ କଳାର ପ୍ରଚାର ପ୍ରସାର ତଥା ସେମାନଙ୍କ ଜୀବନ
ଧାରଣ ମାନ ବୃଦ୍ଧି କରିବା ଉଦ୍ଦେଶ୍ୟରେ ସୁଯୋଗ ସୃଷ୍ଟି କରିବା ପାଇଁ ‘ ଉଇ-୯ ଟ୍ରଷ୍ଟ’ ପକ୍ଷରୁ ୨ଦିନ ଧରି କଳା
ପ୍ରଦର୍ଶନୀ ଚାଲିଥିଲା । ଓଡ଼ିଆ…
ବଲିଉଡ ଡ୍ୟାନ୍ସ ଆଇକନ ଶକ୍ତିମୋହନ ଓଡିଶା ଝିଅଙ୍କୁ ଆଗକୁ ନେବାପାଇଁ ଆରମ୍ଭ କରିବେ ଘୁଂଗରୁ
ପ୍ରତିଯୋଗିତାରେ ଯେଉଁମାନେ ଭଗନେବାକୁ ଚାହୁଁଛନ୍ତି ସେମାନେ 9938220888 ହ୍ଵାଟ୍ସଆପ ନମ୍ବରରେ ଯୋଗାଯୋଗ କରିବାକୁ ବେଟି ବଚାଓ ବେଟି ପଢ଼ାଓ ଦେଶକୋ ଆଗେ ବଢ଼ାଓ, ଓଡ଼ିଶାର ଆବାହକ ଆଦିଶା ମହାନ୍ତି ଅନୁରୋଧ କରିଛନ୍ତି l
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର’ ପୁରସ୍କାର ବିତରଣ ଉତ୍ସବ
*୧୫ ଗ୍ରାହକଙ୍କୁ ସୁନା ମୁଦ୍ରା, ୪୫ ଜଣଙ୍କୁ ରୂପା ମୁଦ୍ରା ପ୍ରଦାନ
୧୭ତମ ସିନିୟର ସୁପର ୭ କ୍ରିକେଟ୍ : ଓଡିଶା ଦଳର ଉତ୍ତର ପ୍ରଦେଶ ଯାତ୍ରା
ଭୁବନେଶ୍ବରନିରପେକ୍ଷ ଖବର :ତା ୦୭/୧୧ ଉତ୍ତର ପ୍ରଦେଶରେ ଚଳିତ ମାସ ୧୦ରୁ ହେଵାକୁ ଯାଉଥିବା ୧୭ତମ ସିନିୟର ସୁପର ୭ କ୍ରିକେଟ୍ ଜାତୀୟ ଚାମ୍ପିଅନସିପ୍ ରେ ଯୋଗ ଦେବା ପାଇଁ ଓଡ଼ିଶାର ୧୩ ଜଣିଆ ଦଳ ଆଜି ଦିନ ୧୨ଟାରେ ନନ୍ଦନ କାନନ ଏକ୍ସପ୍ରେସରେ ଯାତ୍ରା କରିଛନ୍ତି ।
ଏହି ଚମ୍ପିଆନସିପ୍ ରେ…
ଦାନ ଲକ୍ଷ୍ମୀ : ଆଇ.ସି.ସି ମହିଳା ଉଦ୍ୟୋଗୀ ପରିଷଦ ଓ ଜୟ ଓଡ଼ିଶାର ଏକ ନିଆରା ପ୍ରୟାସ
ଭୁବନେଶ୍ୱର,ନିରପେକ୍ଷ ଖବର :ତା ୦୬/୧୧ ଆଇ.ସି.ସି ମହିଳା ଉଦ୍ୟୋଗୀ ପରିଷଦ, ଜୟ ଓଡ଼ିଶା ଓ ଭୁବନେଶ୍ୱର କ୍ଲବ ସହଯୋଗର ଭୁବନେଶ୍ୱରର ନାଗରିକଙ୍କ ପାଇଁ ଅବ୍ୟହୃତ ଘରୋଇ ସାମଗ୍ରୀ ଦାନ କରିବା ପାଇଁ ଦାନ ଲକ୍ଷ୍ମୀ ଏକ ସ୍ୱତନ୍ତ୍ର ପଦକ୍ଷେପ ଆରମ୍ଭ କରାଯାଇଛି । ଭୁବନେଶ୍ୱର କ୍ଲବରେ ଏହି ପଦକ୍ଷେପର…
UBEAU Advanced Aesthetics announces its collaboration with Celebrity Brow Artist, Suman Jalaf from…
Bhubaneswar, Nirapakhya Khabar:Dt 02/11/22 UBÊAU,, Odisha’s 1st premium skincare clinic invited to Bhubaneswar for the first time, famous London based brow expert Suman Jalaf as part of its collaboration program with her brand Brow Magician…
ରେଳ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ସମ୍ପାଦନର କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ଟ୍ରେନ୍…
ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୨/୧୧/୨୨ ଟିଟିଲାଗଡ-ସମ୍ବଲପୁର ରେଳ ମାର୍ଗରେ ସିକିର-ବଡମାଲ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ସମ୍ପାଦନର କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ଟ୍ରେନ୍ ସେବା ପ୍ରଭାବିତ ହେବ |
ଟ୍ରେନର ବାତିଲ୍:
• 08317/08318…
ପର୍ଯ୍ୟଟନ ମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ ପ୍ରଦର୍ଶନୀ ଉଦ୍ଘାଟିତ
ଭୁବନେଶ୍ୱର,ନିରପେକ୍ଷ ଖବର:ତା ୨୯/୧୦ ଓଡ଼ିଶାର ମାନ୍ୟବର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ଏବଂ ପର୍ଯ୍ୟଟନ ମନ୍ତ୍ରୀ, ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପାତ୍ର ଆଜି ଓଡ଼ିଶା ଟ୍ରାଭେଲ ବଜାର ୨୦୨୨ର ପ୍ରଦର୍ଶନୀକୁ ହୋଟେଲ ସ୍ୱସ୍ତି ପ୍ରିମିୟମଠାରେ ଶୁଭ ଉଦଘାଟନ କରିଛନ୍ତି । ଏହି ଅବସରରେ ସେ…
