Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୦୯/୦୨ ଆୟକର ଫ୍ରେଣ୍ଡସ ସୋସାଇଟିର ବାର୍ଷିକ ଅଧିବେଶନ ଆଜି ତେଲେଙ୍ଗାପେଣ୍ଠରେ ଅନୁଷ୍ଠିତ ହୋଇଯାଇଛି । ଏହି ସାଧାରଣ ଅଧିବେଶନରେ ଶତାଧିକ ସଭ୍ୟ ଯୋଗଦାନ କରିଥିଲେ । ଏହି ସୋସାଇଟିରେ ଆୟକର ବିଭାଗର ଅନେକ ଅବସରପ୍ରାପ୍ତ କର୍ମଚାରୀ ଓ କାର୍ଯ୍ୟରତ କର୍ମଚାରୀ ସଭ୍ୟ…
Read More...

ଲେବର କୋଡ଼ ବିରୁଦ୍ଧରେ ପୁଣି ଆନ୍ଦୋଳନ

ଭୁବନେଶ୍ୱର, ନିରପେକ୍ଷଖବର:ତା ୦୩/୦୨ ଲେବର କୋଡ଼ ବିରୁଦ୍ଧରେ ପୁଣି ଆନ୍ଦୋଳନ କଲେ କେନ୍ଦ୍ରୀୟ ଶ୍ରମିକ ସଂଗଠନ। କେନ୍ଦ୍ରୀୟ ଶ୍ରମିକ ସଂଗଠନ (ଆଇ.ଏନ୍‌.ଟି.ୟୁ.ସି.,ଏଚ.ଏମ୍‌.ଏସ୍‌.,ଏ.ଆଇ.ଟି.ୟୁ.ସି.,ସି.ଆଇ.ଟି.ୟୁ.,ଏ.ଆଇ.ୟୁ.ଟି.ୟୁ.ସି.,ଏ.ଆଇ.ସି.ସି.ଟି.ୟୁ.,ଟି.ୟୁ.ସି.ସି., ସେୱା) ମାନଙ୍କ…
Read More...

ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ଖୋଲିଲା ସ୍ବତନ୍ତ୍ର ଶାଖା

ଭୁବନେଶ୍ୱର:ନିରପେକ୍ଷ ଖବର,ତା ୨୫/୦୧/୨୧ ମହିଳା ଓ ଶିଶୁମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲିଛି ଏକ ଶାଖା। ଅପରାଧକୁ ରୋକିବା ଏବଂ ଅଭିଯୋଗର ଉଚିତ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ରାଜ୍ୟ ପୁଲିସରେ ଏକ ସ୍ବତନ୍ତ୍ର ଶାଖା…
Read More...

ଆସ ରାଜୁ ଭାଇ ପରି ହେବା

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୮/୦୧/୨୧, ଅସହାୟଙ୍କ ମୁହଁରେ ହସ ଫୁଟାଇ ରାଜ କିଶୋର ନାୟକ(ରାଜୁ ଭାଇ) ସମସ୍ତଙ୍କ ହୃଦୟ ଜିଣିଛନ୍ତି। ଜଣେ ଅସହାୟ ବାପାର ସେ ଆଶାବାଡି ସାଜିଛନ୍ତି। ଭୋକ ଉପାସରେ ଦିନ କାଟୁଥିବା ଅସହାୟ ଓ ଭିକାରୀଙ୍କ ମୁହଁରେ ଆହାର ଦେଉଛନ୍ତି। ମେଡିକାଲରେ ଛଟପଟ ହେଉଥିବା…
Read More...

ପ୍ରଥମ ସୁରଜିତ ମେମୋରିଆଲ ବ୍ୟାଡ଼ମିଣ୍ଟନ ଟୁର୍ନାମେଣ୍ଟ ଉଦଘାଟିତ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୧୮/୦୧/୨୧ ଭି. ଏସ. ଏସ. ନଗର ସ୍ଥିତ ଡି. ଏଲ. କଲୋନୀ ଠାରେ ପ୍ରଥମ ସୁରଜିତ ମେମୋରିଆଲ ବ୍ୟଡମିଣ୍ଟନ ଟୁର୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଏହାକୁ ପ୍ରଫେସର ଡ଼. ଜୟନ୍ତ କୁମାର ପରିଡା ମୁଖ୍ୟଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ । ଏହି ଟୁର୍ଣାମେଣ୍ଟରେ ଡି.…
Read More...

ୟଥ୍ ଫର୍ ଆକ୍ସନ୍ {YouthForAction}ର ପ୍ରଥମ ବନ୍ଧୁ ମିଳନ ଉତ୍ସବ

ଭୁବନେଶ୍ୱର, ନିରପେକ୍ଷ ଖବର:ତା ୧୨/୦୧/୨୧ ୟୁଥ୍ ଫର୍ ଆକ୍ସନ୍ {YouthForAction}ର ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏକାମ୍ର ନିର୍ବାଚନ ମଣ୍ଡଳୀ ଜାଗମରl ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଯୋଗ ଦେଇଥିଲେ। ଏହି ଅବସରରେ ସାଂସଦ ଷଡ଼ଙ୍ଗୀ…
Read More...

ମିସଡ୍ କଲ୍‌ ମାରିଲେ ଗ୍ୟାସ ପାଇବେ

ଭୁବନେଶ୍ୱର,ନିରପେକ୍ଷ ଖବର:ତା ୦୧/୦୧/୨୧ ମିସଡ୍ କଲ୍‌ ମାରିଲେ ଗ୍ୟାସ ଘରେ ପହଞ୍ଚିବ। ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରେ ଗ୍ରାହକମାନେ ଏହି ସୁଵିଧା ପାଇବେ। ଖୁବ ଶୀଘ୍ର ଓଡ଼ିଶାରେ ସବୁ ଗ୍ରାହକଙ୍କୁ ଏହି ମିସଡ୍ କଲ୍‌ରେ ଗ୍ୟାସ ପଞ୍ଜିକରଣ ସୁବିଧା ଉପଲବ୍ଧ କରାଯିବ। ଏବଂ ଆଗାମୀ କିଛି…
Read More...

ମୟୁରଭଞ୍ଜ ଜିଲ୍ଲା ଛାତ୍ର ଜନତା ଦଳରେ ଫାଟ

ବାରିପଦା,ବିଶ୍ୱଜିତ୍ ଭୂୟାଁ (ନିରପେକ୍ଷ ଖବର) ତା-୦୫/୦୧-ମୟୁରଭଞ୍ଜ ଛାତ୍ର ଜନତା ଦଳରେ କିଏ ଧରିବ ମଙ୍ଗ, ସେନେଇ ନିରପେକ୍ଷ ଖବର ପୂର୍ବାନୁମାନ କରିଥିଲା। ଯାହା ସତ ହୋଇଛି। ସୁନୀଲ କୁମାର ନାୟକଙ୍କୁ ଦଳ ପକ୍ଷରୁ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି ଭାବେ ଅବସ୍ଥାପିତ କରାଯାଇଥିଲା। ହେଲେ ଶ୍ରୀ…
Read More...

ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ରାଜ୍ୟର ପ୍ରଗତିରେ ମା’ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ଉପରେ ଆଲୋଚନା

ଭୁବନେଶ୍ୱର,ନିରପେକ୍ଷ ଖବର:୨୬/୧୨/୨୦୨୦ ବିଜୁ ଜନତା ଦଳର ୨୪ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ବର ଜିଲ୍ଲା ସଭାପତି ତଥା ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତ ସଭାପତିତ୍ବ କରିଥିଲେ। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ…
Read More...

ସମର୍ପିତ ସୋସିଆଲ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ରକ୍ତଦାତା ସମ୍ମିଳନୀ ଓ ଅମୃତ ସଂଜୀବନୀ ସେବା ସମ୍ମାନ ସମାରୋହ-୨୦୨୦

ଭୁବନେଶ୍ୱର,ନିରପେକ୍ଷ ଖବର:ତା,୨୭/୧୨ ସ୍ଥିତ ପଲ୍ଲବୀ ମଣ୍ଡପ ରେ ସମର୍ପିତ ସୋସିଆଲ ଫାଉଣ୍ଡେସନ ଟ୍ରଷ୍ଟ ଆନୁକୂଲ୍ୟରେ ଲାଇଫ ସାଭିୟର କନକ୍ଲେଭ ଓ ଅମୃତ ସଂଜୀବନୀ ସେବା ସମ୍ମାନ-୨୦୨୦ ଆୟୋଜିତ ହୋଇଯାଇଛି।ଅନୁଷ୍ଠାନ ର ପ୍ରତିଷ୍ଠାତା ଅଧ୍ୟକ୍ଷ ଶ୍ରୀ ସଦାଶିବ ଜେନାଙ୍କର ସଭାପତିତ୍ୱ ରେ ଆୟୋଜିତ ଏହି…
Read More...

ବିଜେଡି ଓ କଂଗ୍ରେସ ଦଳର ଶତାଧିକ ଯୁବନେତା ଓ ବୁଦ୍ଧିଜୀବୀଙ୍କ ସମେତ ବରିଷ୍ଠ ନାଗରିକ ବିଜେପିରେ ହେଲେ ସାମିଲ…

ଭୁବନେଶ୍ୱର,ନିରପେକ୍ଷ ଖବର:ତା.୨୭/୧୨: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡାଜୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟସଭାପତି ଶ୍ରୀ ସମୀର ମହାନ୍ତି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ…
Read More...

ସାରା ଭାରତରେ ରାମଭକ୍ତଙ୍କୁ ଯୋଡିବା ପାଇଁ ପ୍ରୟାସ…

ଭୁବନେଶ୍ୱର,ନିରପେକ୍ଷ ଖବର:୨୬/୧୨/୨୦୨୦: ୪୯୦ ବର୍ଷର ସଂଘର୍ଷ ପରେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଶ୍ରୀରାମ ଜନ୍ମ ଭୂମିରେ ଭଗବାନ ରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ହେବାକୁ ଯାଉଅଛି । ରାଷ୍ଟ୍ରୀୟ ମର୍ଯ୍ୟାଦାର ପ୍ରତିକ ଏହି ମନ୍ଦିର ୨୦୨୪ ମସିହା ଶେଷ ଆଡକୁ ପୂର୍ଣ୍ଣ ହୋଇଯିବ ଏବଂ ଏହାର…
Read More...

ଦୁଃଖୀ ଜାଣେ ଦୁଃଖର କୋହ…

*ନିଜେ ରକ୍ତ ଦେଇ କମଳାକାନ୍ତଙ୍କ ଅପରେସନ ପାଇଁ ସହାୟତା ଯୋଗାଇ ଦେବାକୁ ନିବେଦନ କଲେ... ଭଦ୍ରକ,ନିରପେକ୍ଷ ଖବର:ତା ୨୧/୧୨/୨୦୨୦ ଗତ ଶୁକ୍ରବାର ରାତି ପ୍ରାୟ ସାଢ଼େ 10 ସମୟ। ହଠାତ ଏକ ମାଲବାଇ ଟ୍ରେନ ମାଡି ଆସିଲା। ଟ୍ରେନ ଲାଇନରେ ସୋଇଥିବା କମଳାକାନ୍ତ ଜେନାଙ୍କ ହାତରେ ଚଢି ଗଲା। ଦେଖୁ…
Read More...

ନିଖୋଜ ଶିଶୁ ଏବଂ ଅଙ୍ଗ ତସ୍କର ର‌୍ୟାକେଟର ପର୍ଦ୍ଦାଫାଶ କରୁ ପୋଲିସ୍

* କେଉଁ ଜିଲ୍ଲାରୁ କେତେ ଜଣ ଶିଶୁ ନିଖୋଜ ହୋଇଛନ୍ତି ତାହାର ତଥ୍ୟ ପୋଲିସ ସର୍ବସାଧାରଣରେ ପ୍ରକାଶ କରୁ * ନିଖୋଜ ଶିଶୁଙ୍କୁ ଖୋଜିବା ଲାଗି କ’ଣ ବ୍ୟବସ୍ଥା କରାଯାଉଛି ? * ପରୀ ହତ୍ୟାକାଣ୍ଡ ଘଟଣା ସାରା ରାଜ୍ୟରେ ଜନ ଅସନ୍ତୋଷ ସୃଷ୍ଟି ହୋଇଛି * ପରୀ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତକୁ ଶାସକ…
Read More...

ପୁଣି ଜୋର ଧରିଲା ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି

ଭଦ୍ରକ, ନିରପେକ୍ଷ ଖବର:ତା ୧୪/୧୨ ଆମର ଦାବି ସରକାର ତୁମେ ମାନି ନିଅ। ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବୀରେ ବିଜେପି ଏମିତି ନାରା ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ବୁଖରେ ଗଣଧାରଣା ଦେଇଛି। ଆଜି ଶହ ଶହ ଦଳୀୟ କର୍ମୀ ହାତରେ ଦଳୀୟ ପତାକା ଧରି ଶୋଭାଯାତ୍ରା କରି ଜିଲ୍ଲାପାଳଙ୍କ…
Read More...

ଓଡ଼ିଆ ଭାଷା-ସାହିତ୍ୟକୁ କାନ୍ତକବିଙ୍କ ଅବଦାନ ଅବିସ୍ମରଣୀୟ

ଭୁବନେଶ୍ୱର,ନିରପେକ୍ଷ ଖବର ୦୯/୧୨:ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଓଡ଼ିଆ ସାହିତ୍ୟର ବରେଣ୍ୟ ସାଧକ ଔପନ୍ୟାସିକ କବି, ନାଟ୍ୟକାର, ବ୍ୟଙ୍ଗକାର କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ୧୩୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟ ମହାଡାକପାଳ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ…
Read More...

କେନ୍ଦ୍ର କୃଷି ଆଇନ ବିରୋଧରେ ନବନିର୍ମାଣ ଯୁବଛାତ୍ର ସଂଗଠନର ବାଇକ ଶୋଭାଯାତ୍ରା

ଭୁବନେଶ୍ୱର, ନିରପେକ୍ଷ ଖବର(୫/୧୨): ଦିଲ୍ଲୀରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରି ନବନିର୍ମାଣ ଯୁବଛାତ୍ର ସଂଗଠନ ପକ୍ଷରୁ ଏକ ବିଶାଳ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସଂଗଠନର ରାଜ୍ୟ ସଂଯୋଜକ MD Manwar Alli ଙ୍କ ନେତୃତ୍ୱ ରେ ଶହ ଶହ ଯୁବଛାତ୍ର ଯୋଗ ଦେଇଥିଲେ । ଏନେଇ ଶ୍ରୀ…
Read More...

ଦିବ୍ୟାଙ୍ଗଙ୍କ ଯାତ୍ରୀଙ୍କ ସୁବିଧା ପାଇଁ ରାଧାକିଶୋରପୁର ରେଳ ଷ୍ଟେସନରେ ଭୂତଳ ଉପାମାର୍ଗ ଉଦ୍ଘାଟିତ

ଭୁବନେଶ୍ୱର,ନିରପେକ୍ଷ ଖବର:ତା-୦୫/୧୨ ସୁରକ୍ଷାକୁ ଦୃଷ୍ଟିରେ ଦେଇ ଉଭୟ ରେଳ ଓ ସଡକ ବ୍ୟବହାରକାରୀଙ୍କ ସୁବିଧା ପାଇଁ ରାଧାକିଶୋରପୁର ରେଳ ଷ୍ଟେସନରେ ନୂତନ ଭାବେ ନିର୍ମିତ ଭୂତଳ ଉପାମାର୍ଗ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ ରାଣେନ୍ଦ୍ର ପ୍ରତାପ…
Read More...

ଭିନ୍ନକ୍ଷମ ଦିବସରେ ନୂଆପଲ୍ଲୀରେ ଶୀତବସ୍ତ୍ର ବଣ୍ଟନ

ଭୁବନେଶ୍ୱର,ନିରପେକ୍ଷ ଖବର:୦୪/୧୨ popଆର୍ନ୍ତଜାତୀୟ ଭିନ୍ନକ୍ଷମ ଦିବସରେ ଶ୍ରୀ ଶ୍ରୀ ମହାବୀର ସାମାଜୀକ ସଂଗଠନର ସାଧାରଣ ସଂପାଦକ ତଥା ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଂପାଦକ ମିଲନ କୁମାର ପାଇକରାୟଙ୍କ ନେତୃତ୍ୱରେ ନୂଆପଲ୍ଲୀରେ ଶୀତବସ୍ତ୍ର ବଣ୍ଟନ କାରାଯାଇଛି। ୱାର୍ଡ ନଂ୩୯…
Read More...

‘ସବୁଜ ଭାରତ ଗୌରବ’ ସମ୍ମାନରେ ସମ୍ବର୍ଦ୍ଧିତ ହେଲେ ଯୁବ ସାମ୍ବାଦିକ କାହ୍ନୁ ଚରଣ ଶତପଥୀ

ଭୁବନେଶ୍ୱର,ନିରପେକ୍ଷ ଖବର(୧/୧୨): ‘ସବୁଜ ଭାରତ’ର ଅଷ୍ଟମ ସ୍ୱର୍ଣ୍ଣକ୍ଷେତ୍ର ଉତ୍ସବରେ 'ପ୍ରମେୟ'ର ଯୁବ ସାମ୍ବାଦିକ କାହ୍ନୁ ଚରଣ ଶତପଥୀ ସମ୍ବର୍ଦ୍ଧିତ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ସ୍ଵଳ୍ପବେତନ ଭୋଗୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ଆୟୋଜିତ ଉତ୍ସବରେ ବିଜେଡି ମୁଖପାତ୍ର ଦୁର୍ଗା…
Read More...