ଆଖିରେ ଜଟିଳ ଅସ୍ତ୍ରୋପଚାର ପରେ ଦୁନିଆ ଦେଖିଲା ତିନି ମାସର ଶିଶୁକନ୍ୟା
ସୁନ୍ଦରଗଡ଼,ନିରପେକ୍ଷ ଖବର:୨୮/୦୯/ ୨୦୨୦: ‘‘ଜନ୍ମ ହେଲା ବେଳେ ମୋ’ ଝିଅର ଓଜନ ମାତ୍ର ୭୦୦ ଗ୍ରାମ ଥିଲା। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁରେ ଝିଅ ଅଢ଼େଇ ମାସ ରହିଲା। ପରୀକ୍ଷା ହେଲାରୁ ଜଣାପଡ଼ିଲା ଯେ ତା’ ଆଖିରେ କିଛି ଅସୁବିଧା ଅଛି। ଅପରେସନ କରିବାକୁ ପଡ଼ିବ। ଝିଅକୁ…

