ଲକ୍ଡାଉନ୍ – ୫.୦ ଗରିବ ଓ ଜନସ୍ୱାର୍ଥ ବିରୋଧି – କଂଗ୍ରେସ
ଭୁବନେଶ୍ୱର,ନିରପେକ୍ଷ ଖବର: ତା ୦୨/୦୬ – ଓଡିଶା ସରକାରଙ୍କ ଦିଶାହୀନ କରୋନା ମୁକାବିଲା ନୀତି ଯୋଗୁଁ ଆଜି ରାଜ୍ୟରେ ମହାମାରୀର ସ୍ଥିତି ଏକ ସ୍ୱାସ୍ଥ୍ୟ ସେବା ସମସ୍ୟା ବା ପ୍ରସଙ୍ଗ ନହୋଇ ଏହା ଏକ ହ୍ୟୁମାନ ଡିସ୍ଟ୍ରେସ୍ ବା ଅଭାବନୀୟ ମାନବ ଯନ୍ତ୍ରଣା, ଆଇନ୍ଶୃଙ୍ଖଳା ଏବଂ ଗୁରୁତର ଆର୍ଥିକ…

