Blank space
Breaking News/ମୁଖ୍ୟ ଖବର:
ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱାରୋପରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫାକଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ
Blank space
Blank space

ଶିକ୍ଷା, ସଚେତନତା ମାଧ୍ୟମରେ ମଧ୍ୟସ୍ଥତା ସଂସ୍କୃତି ସୃଷ୍ଟି କରିବା ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଭୁବନେଶ୍ୱର,ନିରପେକ୍ଷ ଖବର ତା: ୨୮/୦୯ ଦୁଇ-ଦିନିଆ ଦ୍ୱିତୀୟ ଜାତୀୟ ମଧ୍ୟସ୍ଥତା ସମ୍ମିଳନୀ-୨୦୨୫ର ଉଦଯାପନୀ ସମାରୋହ  ଆଜି ସନ୍ଧ୍ୟାରେ ଭୁବନେଶ୍ୱର ସ୍ଥିତ ରାଜ୍ୟ କନଭେନସନ ସେଣ୍ଟର , ଲୋକସେବା ଭବନ ଠାରେ ଉଦଯାପିତ ହୋଇଯାଇଛି । ସମ୍ମିଳନୀର   ଉଦଯାପନୀ ସମାରୋହରେ ସୁପ୍ରିମ କୋର୍ଟର…
Read More...

ରନ୍ଧନ ଗ୍ୟାସ ବ୍ୟବହାର କରୁଛନ୍ତି କି ହେଇ ଯାଆନ୍ତୁ ସାବଧାନ !

ଭୁବନେଶ୍ୱର,ନିରପେକ୍ଷ ଖବର-:ତା ୧୬/୦୯/୨୫ ଖୋରଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ଘରୋଇ ରନ୍ଧନ ଗ୍ୟାସ କଳାବଜାରୀଙ୍କ ଉପରେ ଚଢ଼ାଉ କରାଯାଇଛି । ଜିଲ୍ଲା ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରିୟ ମିଶ୍ରଙ୍କ ନେତୃତ୍ୱରେ ଯୋଗାଣ ଅଧିକାରୀ ମାନେ ବିଭିନ୍ନ ଅଞ୍ଚଳରେ…
Read More...

ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ସମିତି ପରିଚାଳନା ପରିଷଦର ଦ୍ୱାଦଶ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, ନିରପେକ୍ଷ ଖବର :ତା ୧୪/୦୯/୨୦୨୫ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଓଡ଼ିଶା କମ୍ୟୁନିଟି ଟ୍ୟାଙ୍କ ବିକାଶ ଏବଂ ପରିଚାଳନା କମିଟିର ଦ୍ୱାଦଶ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭନ୍ନ ଫସଲ…
Read More...

ଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର,ନିରପେକ୍ଷ ଖବର: ତା ୧୨/୦୯ ମଧ୍ଯସ୍ଥତା ମାଧ୍ୟମରେ ମକଦମା ଗୁଡିକର ସମାଧାନ ନେଇ ଚଳିତ ସେପ୍ଟେମ୍ବର ୨୮ ତାରିଖରେ ଭୁବନେଶ୍ବରରେ ହେବାକୁ ଯାଉଛି ଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା । ଲୋକସେବା ଭବନ ସ୍ଥିତ କନଭେନସନ ହଲରେ ହେବାକୁ ଥିବା ଏହି କର୍ମଶାଳାକୁ ସବୁ ଦିଗରୁ ସଫଳ…
Read More...

ଏନ୍.ଭାସ୍କର ରାଓ ଓ ହିମିରିକାଙ୍କ ଇସ୍ତଫା

ଭୁବନେଶ୍ୱର, ନିରପେକ୍ଷ ଖବର: ତା ୧୦/୦୯ ଏନ୍. ଭାସ୍କର ରାଓ, ଲାଲ ବିହାରୀ ହିମିରିକା ଓ ରାୟଗଡା ଜିଲ୍ଲାର ବିଜୁ ଜନତା ଦଳର କିଛି କର୍ମକର୍ତ୍ତା ଆଜି ଦଳରୁ ଇସ୍ତଫା ଦେଇଥିବା ବେଳେ, ଏହା ଦଳର ସଂଗଠନ ଉପରେ କୌଣସି ପ୍ରଭାବ ପଡିବ ନାହିଁ ବୋଲି ବିଜୁ ଜନତା ଦଳ କହିଛି । ନବୀନ ପଟ୍ଟନାୟକଙ୍କ…
Read More...

କଟକ ଜିଲ୍ଲାରେ ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

କଟକ, ନିରପେକ୍ଷ ଖବର:ତା ୦୯/୦୯/୨୫ କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଭାଗୃହଠାରେ ଆଜି ରାଜସ୍ୱ ଓ ଭୂଅର୍ଜନ ସମ୍ବନ୍ଧୀୟ ସମୀକ୍ଷା ବୈଠକ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀଙ୍କ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ଯୋଗଦେଇ…
Read More...