Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଗୁରୁଦାୟୀତ୍ୱ….

0

ଭୁବନେଶ୍ୱର: ନିରପେକ୍ଷ ଖବର, ତା.୦୮/୦୩: ବିଜେପିର ବରିଷ୍ଠ ନେତା ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଗୁରୁଦାୟୀତ୍ୱ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ବୈଜୟନ୍ତ ପଣ୍ଡାଙ୍କୁ ରାଷ୍ଟ୍ରୀୟ ଉପସଭାପତି ଏବଂ ରାଷ୍ଟ୍ରୀୟ ପ୍ରବକ୍ତା ଭାବେ ନିଯୁକ୍ତ କରିଛନ୍ତି । ବହୁ ବର୍ଷର ସଂସଦୀୟ
ଅନୁଭବ ଏବଂ ଅଭିଜ୍ଞତା ଆଧାରରେ ଶ୍ରୀ ପଣ୍ଡାଙ୍କୁ ଏହି ଗୁରୁ ଦାୟୀତ୍ୱ ମିଳିଛି । ଶ୍ରୀ ପଣ୍ଡାଙ୍କର ଅଭିଜ୍ଞତାକୁ  ଦୃଷ୍ଟିରେ ରଖି ଏ ପଦ ଦିିିଆଯାଇଛି । ରାଜ୍ୟରେ ବିଜେପିର ମିଶନ ୧୨୦+ ସଫଳ କରାଇବା ଲକ୍ଷ୍ୟ ନେଇ ପଣ୍ଡାଙ୍କୁ ଏହି ଦାୟୀତ୍ୱ ମିଳିଛି ବୋଲି ରାଜ୍ୟ ଉପସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଓଡିଶାକୁ ପ୍ରାଧାନ୍ୟ ଦେବାର ଏହା ଏକ ମାଧ୍ୟମ ବୋଲି ଶ୍ରୀ ମହାନ୍ତି କହିଛନ୍ତି। ।

Mo sapath

Leave A Reply

Your email address will not be published.