Blank space
Blank space
Breaking News/ମୁଖ୍ୟ ଖବର:
ପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
Blank space

ପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅ

0

ଭୁବନେଶ୍ଵର,ନିରପେକ୍ଷ ଖବର: ଲୋକକବି ତଥା ପଦ୍ମଶ୍ରୀ ହଳଧର ନାଗ ଙ୍କୁ ବରଗଡ଼ ଜିଲ୍ଲା ଘେଁସ ଗ୍ରାମରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ବାଲେଶ୍ବର ଜିଲ୍ଲା ଖଇରା ମାଟିର ପୁଅ ଶିକ୍ଷାବିତ୍ ଓ ଲେଖକ ସୁବାଷ ଚନ୍ଦ୍ର ରାଉତ।ଶ୍ରୀଯୁକ୍ତ ରାଉତ ଦୀର୍ଘ ସମୟ ଧରି ଲୋକକବି ହଳଧର ନାଗ ଙ୍କ ସଂଘର୍ଷମୟ ଜୀଵନ ବିଷୟରେ,ଗ୍ରାମାଞ୍ଚଳର ଶିକ୍ଷା ବ୍ୟବସ୍ଥା ଏବଂ ଓଡ଼ିଆ ସାହିତ୍ୟର ଭବିଷ୍ୟତ କୁ ନେଇ ସଂକ୍ଷିପ୍ତ ଆଲୋଚନା କରିଥିଲେ।ଏଥିସହିତ ପଦ୍ମଶ୍ରୀ ହଳଧର ନାଗ ଙ୍କ ପ୍ରଚେଷ୍ଟାରେ ତାଙ୍କ ନାମରେ ଗଢ଼ି ଉଠିଥିବା ପଦ୍ମଶ୍ରୀ ଲୋକକବି ହଳଧର ଆବାସିକ ବନ ବିଦ୍ୟାଳୟ ବୋଲି ଦେଖିବା ସହିତ ଶ୍ରୀ ନାଗ ଙ୍କର ଏପରି ଜନ କଲ୍ୟାଣ କାର୍ଯ୍ୟ ନିମନ୍ତେ ଭୂରି ଭୂରି ପ୍ରଶଂସା କରିଥିଲେ।ଯେଉଁ ଆବାସିକ ବିଦ୍ୟାଳୟରେ ରେ ୧୩୦ ରୁ ଉର୍ଦ୍ଧ୍ବ ଅନାଥ ପିଲା ଅଧ୍ୟନ କରୁଛନ୍ତି।ଶେଷରେ ଶ୍ରୀ ନାଗ ଗରିବ ଲୋକମାନେ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା ରୁ ଯେପରି ବଞ୍ଚିତ ନହେବେ ଏ ଦିଗରେ କାର୍ଯ୍ୟ କରିବା କୁ ପରାମର୍ଶ ଦେଇଥିଲେ।

Mo sapath

Leave A Reply

Your email address will not be published.