Blank space
Blank space
Breaking News/ମୁଖ୍ୟ ଖବର:
ବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିରକଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକଓଡ଼ିଶାର ନୂଆ ଡିଜିପି ହେଲେ ୱାଇ.ବି. ଖୁରାନିଆଶାନ୍ତିସ୍ତୁପଠାରେ “ହର ଘର ତ୍ରିରଙ୍ଗା” ଚିତ୍ରକଳା ଶିବିରବିଶ୍ୱ ଗୋ ସୁରକ୍ଷା ବାହିନୀ ପକ୍ଷରୁ ସାମ୍ବାଦିକ ସମ୍ମିଳନୀବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁଏବେ ସର୍ବନିମ୍ନ ବିବାହ ବୟସ ୧୮ ବର୍ଷରୁ ୯ ବର୍ଷକୁ ହ୍ରାସ କରାଯିବଜାନୁୟାରୀ ୮ରୁ ରାଜଧାନୀରେ ଫ୍ୟାଶନ୍ ଆଣ୍ଡ୍ ଲାଇଫ୍‌ଷ୍ଟାଇଲ୍ ମେଳାପୂର୍ବତଟ ରେଳପଥ ପକ୍ଷରୁ ୪୯ ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକବି.ଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ାଉତ୍ସବ “ଜେଷ୍ଟ-୨୦୨୨” ଉଦ୍‌ଯାପିତଭିନ୍ନକ୍ଷମ ମହିଳାଙ୍କ ଅଧିକାର ସଂପର୍କରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ….ବିଜେ.ଇ.ଏମ୍‌. ସ୍କୁଲର ୪୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ “ଜେଷ୍ଟ” ୨୦୨୨ ଉଦ୍‌ଘାଟିତଜାତୀୟ ମହିଳା କମିଶନ, ନୂଆଦିଲ୍ଲୀଙ୍କ ସହଯୋଗରେ ଓଡ଼ିଶା ରାଜ୍ୟ ମହିଳା କମିଶନଙ୍କ ଦ୍ଵାରା ଏକ ଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତପଠାଣି ସାମନ୍ତ ଜୟନ୍ତୀ ଉପଲକ୍ଷେ କଳାଭୁମି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶ କାର୍ଯ୍ୟ ତଦାରଖ ପାଇଁ ଷ୍ଟେସନ ସାମ୍ନାରେ ଅସ୍ଥାୟୀ କ୍ୟାମ୍ପ ଅଫିସ୍ କାର୍ଯ୍ଯ ଆରମ୍ଭ
Blank space

ଜଳାଭିଷେକ ପାଇଁ ଯାଉଥିବା ବେଳେ ଚାଲିଗଲା ଦୁଇ କାଉଡ଼ିଆଙ୍କ ଜୀବନ…

ବାଙ୍ଗରିପୋଷି ଠାରେ ହେଲା ମର୍ମନ୍ତୁତ ସଡକ ଦୁର୍ଘଟଣା..

0

ନିରପେକ୍ଷ ଖବର(ବାରିପଦା)ତା: ୨୭/୦୭/୨୦୧୯-ମୟୁରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରେ ଘଟିଯାଇଛି ମର୍ମନ୍ତୁତ ସଡ଼କ ଦୁର୍ଘଟଣା। ଶ୍ରାବଣ ମାସର ସୋମବାର ଦିନ ବାବା ମହାଦେବ ଙ୍କ ଲିଙ୍ଗରେ ଜଳାଭିଷେକ କଲେ ପୁଣ୍ୟ ମିଳେ ବୋଲି ଲୋକବାଣୀ ଅଛି। ହେଲେ ମୟୂରଭଞ୍ଜ ଜିଲ୍ଲାର ବାଙ୍ଗରିପୋଷି ଅଞ୍ଚଳରୁ କୋରାପୁଟ ଜିଲ୍ଲାର ଗୁପ୍ତେଶ୍ଵର ମହାଦେବଙ୍କ ନିକଟରେ ଜଳାଭିଷେକ ପାଇଁ ଯିବା ବାଟରେ 2ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ 9 ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସା ହେଉଛନ୍ତି।ଗତ ଶୁକ୍ରବାର ବିଳମ୍ବିତ ରାତି ୧୧:୦୦ଟା ସମୟରେ ଏକ ଵୋଲେରରେ ବାଙ୍ଗରିପୋଷି ଠାରୁ ସ୍ଥାନୀୟ ୧୦ଜଣ କାଉଡ଼ିଆ ଯାତ୍ରା ଆରମ୍ଭ କରିଥିଲେ। ହେଲେ ଭାଗ୍ୟର ବିଡ଼ମ୍ବନା ମାତ୍ର ଏକ କିଲୋମିଟର ଯିବା ପରେ ଘାଟି ପୂର୍ବରୁ ଥିବା ଟୁନା ଢ଼ାବା ସମ୍ମୁଖରେ ଶିକାର ହୋଇଥିଲେ ଏକ ବିରାଟ ଧରଣର ଦୁର୍ଘଟଣାର। ସୂଚନା ମୁତାବକ ବିଶୋଇ ଆଡୁ ଆସୁଥିବା ୧୪ ଚକିଆ ଗାଡିଟି ଭାରସାମ୍ୟ ହରେଇ ପିଟିଥିଲା ଵୋଲେରକୁ। ଵୋଲେରଟି ଦୁର୍ଘଟଣା ସ୍ଥଳରୁ ୧୦ମିଟର ଦୂରକୁ ଚାଲିଯାଇଥିଲା। ଘଟଣା ସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯ ଜଣ ବାରିପଦା ପିଆରଏମ ଭେଷଜ ଚିକିତ୍ସାଳୟ ଓ ମହାବିଦ୍ୟାଳୟରେ ଚିକିତ୍ସିତ ହେଉଛନ୍ତି। ମୃତକ ଦୁଇଜଣ ହେଲେ ମହୁଲବରେଇ ଅଞ୍ଚଳର ଶିବଶଙ୍କର ସାହୁ(୩୦) ଓ ହାନଦା ଅଞ୍ଚଳର ରଞ୍ଜିତ କୁମାର ରାମ(୩୦)। ଟ୍ରକ ଡ୍ରାଇଭର ଥାନାରେ ଅଟକ ଥିବା ବେଳେ ସ୍ଥାନୀୟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।ଏହି ଘଟଣା ପରେ ସ୍ଥାନନୀୟ ଅଞ୍ଚଳରେ ଦୁଃଖର ଛାୟା ଖେଳିଯାଇଛି।

Mo sapath

Leave A Reply

Your email address will not be published.