Blank space
Blank space
Breaking News/ମୁଖ୍ୟ ଖବର:
ଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦ
Blank space

ମୟୂରଭଞ୍ଜକୁ ଫେରିଲେ କୋଟାରେ ଫସି ଥିବା ଛାତ୍ରଛାତ୍ରୀ ।

ବାରିପଦା(ନିରପେକ୍ଷ ଖବର)ତା-୦୫/୦୫-ଲକ ଡାଉନ ପାଇଁ ମୟୁରଭଞ୍ଜ ଜିଲ୍ଲା ସମେତ ରାଜ୍ୟର ଅନେକ ଛାତ୍ରଛାତ୍ରୀ ଓ ଲୋକମାନେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ତେବେ ରାଜ୍ୟ ସରକାର ସେମାନଙ୍କୁ ଓଡିଶା ଫେରାଇ ଆଣିବା ପାଇଁ ଉଦ୍ୟମ କରୁଛନ୍ତି। ମୟୁରଭଞ୍ଜ ଜିଲ୍ଲାର ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ରାଜସ୍ଥାନ କୋଟା ଯାଇଥିଲେ। ହେଲେ ସାରା ଦେଶ ଲକ ଡାଉନ ରହିଥିବାରୁ କୋଟାରେ ଶତାଧିକ ଛାତ୍ରଛାତ୍ରୀ ଅଟକି ରହିଛନ୍ତି। ସେମାନଙ୍କୁ ଫେରାଇ ଆଣିବା ପାଇଁ ଜିଲ୍ଲା ପ୍ରଶାସନର ଅନୁମତି କ୍ରମେ ବାରିପଦାରୁ ଏକ ଘରୋଇ ବସ କୋଟା ଅଭିମୁଖେ ଯାତ୍ରା କରିଥିଲା। ରବିବାର ଅପରାହ୍ନରେ ଛାତ୍ରଛାତ୍ରୀଙ୍କୁ ନେଇ ସେଠାରୁ ବାହାରିଥିବା ସ୍ୱତନ୍ତ୍ର ବସ ମଙ୍ଗଳବାର ମୟୁରଭଞ୍ଜରେ ପହଁଚିଛି। ବସରେ ଛାତ୍ରଛାତ୍ରୀ ଓ ଅଭିବାବକଙ୍କୁ ମିଶାଇ ସମୁଦାୟ ୨୨ଜଣ ଆସିଥିବା ଜଣାପଡିଛି। ଛାତ୍ରଛାତ୍ରୀମାନେ ମୟୂରଭଞ୍ଜ ପହଞ୍ଚିବା ପରେ ସେମାନଙ୍କୁ ପୂର୍ବ ପ୍ରସ୍ତୁତ କୁଆରେଣ୍ଟାଇନ ସେଣ୍ଟରରେ ରଖାଯାଇଛି। ଏଥି ସହିତ ବସରେ ଥିବା ଚାଳକ ଓ ଅନ୍ୟ କର୍ମଚାରୀଙ୍କୁ ମଧ୍ୟ କ୍ୟାରେଣ୍ଟାଇନ ସେଣ୍ଟରରେ ରହିଛନ୍ତି। ଓଡ଼ିଶାର ସରକାରଙ୍କର ଏଭଳି ପଦକ୍ଷେପକୁ ପ୍ରବାସୀ ଓ ରାଜସ୍ଥାନରୁ ଫେରିଥିବା ଛାତ୍ରଛାତ୍ରୀ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Mo sapath