Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଦାଇତ୍ୱହୀନ ଥାନାଧିକାରୀ ହେଲେ ନିଲମ୍ବିତ

ଦୋଷ ନକରି ଦଣ୍ଡିତ ହୋଇଥିଲେ ପରିବାର ଲୋକ

0

ବାରିପଦା,(ନିରପେକ୍ଷ ଖବର) ୩୧।୮: କଥାରେ ଅଛି ଜଣେ ଦୋଷୀ ବରଂ ଛାଡ଼ ପାଇଯାଉ, କିନ୍ତୁ ଜଣେ ନିର୍ଦୋଷ ଦଣ୍ଡିତ ନ ହେଉ। ହେଲେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼ ଥାନା ଅଧୀନରେ ଗୋଟିଏ ନିର୍ଦୋଷ ପରିବାରକୁ ଦଣ୍ଡିତ କରାଯାଇଥିଲା।ଯାହାକୁ ନେଇ ମୟୁରଭଞ୍ଜ ଜିଲ୍ଲା ସମେତ ସମଗ୍ର ଓଡ଼ିଶାରେ ଚହଳ ଖେଳିଯାଇଥିଲା। ମୟୁରଭଞ୍ଜ ଜିଲ୍ଲାରେ ନୂଆ ଏସପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଦାଇତ୍ୱ ନେବାପରେ ବାଦାମପାହାଡ଼ର ଦାଇତ୍ୱହୀନ  ଥାନାଧିକାରୀଙ୍କୁ ନିିଲମ୍ବବିତ କରିଛନ୍ତି। ଏକ ହତ୍ୟା ମାମଲାରେ ଥାନାଧିକାରୀ ଜଣଙ୍କ ଗୋଟିଏ ନିର୍ଦୋଷ ପରିବାରର ବାପା ଓ ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଯାହାକୁ ନେଇ ଏବେ ଥାନାଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଏସ୍‌ପି ପରମାର ସ୍ମିଥ ପୁରୁ ଷୋତ୍ତମଦାସ ଶୁକ୍ରବାର ଥାନାଧିକାରୀ ଶଶଧର ସେଠୀଙ୍କୁ ନିଲମ୍ବିତ କରିଛନ୍ତି। ସୂଚନା ଅନୁଯାୟୀ, ବାଦାମପାହାଡ଼ ଥାନା ଅନ୍ତର୍ଗତ ପାହାଡ଼ପୁର ଜଙ୍ଗଲରୁ ପୁଲିସ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରିଥିଲା। ପରେ ଏକ ବଧୂହତ୍ୟା ମାମଲା ରୁଜୁ କରି ପୁରୁଣାପାଣି ଗ୍ରାମର ମଙ୍ଗଳ ନାୟକ ଓ ପୁଅ ସଞ୍ଜୟ ନାୟକଙ୍କୁ ଗିରଫ କରିଥିଲା। ରିପୋର୍ଟରେ ଏହି ମୃତଦେହ ସଞ୍ଜୟଙ୍କ ସ୍ତ୍ରୀ ରାଇମଣିଙ୍କର ବୋଲି ପୋଲିସ ଦର୍ଶାଇଥିଲା। ତେବେ କିଛିଦିନ ପରେ ରାଇମଣି ଗାଁକୁ ଫେରି ଜୀବିତ ଥିବା କୋର୍ଟରେ ବୟାନ ଦେଇଥିଲେ। ପରେ କୋର୍ଟ ବାପପୁଅଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ।

Mo sapath

Leave A Reply

Your email address will not be published.