Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଯୁବକକୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ

0

ବାରିପଦା,(ନିରପେକ୍ଷ ଖବର)୧/୯: ଜଣେ ଯୁବକୁ ମଦ ପିଇବାକୁ ଡାକିନେଇ ତାର ସାଙ୍ଗମାନେ ପଥରରେ ଛେଚି ଛେଚି ହତ୍ୟା କରିଥିବା ଅଭିଯୋଗ ଆଣିଲେ ମୂର୍ତ ଯୁବକର ଭାଇ। ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ସୋରଶଳ ଗାଁରେ ଶନିବାର ଦିନ ଏଭଳି ଲୋମହର୍ଷଣକାରୀ ଘଟଣା ଘଟିଯାଇଛି। ଗତକାଲି ବିଳମ୍ବିତ ରାତ୍ରିରେ ସୋରଶଳ ଗାଁର ଯୁବକ ଜଣଙ୍କ ଗାଁ ନିକଟ ମଦ ଦୋକାନ ରୁ ମଦ ପିଇବା ପରେ ଘରକୁ ଆସିବା ସମୟରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ହେଲେ ସେହି ଗାଁର ଗୋପୀନାଥ ନାୟକ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣା ସ୍ଥଳରେ ବେତନଟୀ ଥାନାଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସାଇଣ୍ଟିଫିକ ଟିମ ମଧ୍ୟ ପହଞ୍ଚି ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ଜାରି ରଖିଛି।

Mo sapath

Leave A Reply

Your email address will not be published.