Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

ବୁଢା ବୟସରେ ରାସଲୀଳା କରିବାକୁ ଉଦ୍ୟମ କରି ନିଲମ୍ବିତ ହେଲେ ପୁଲିସ ବାବୁ

ଅଷ୍ଟମ ଶ୍ରେଣୀ ପଢ଼ୁଥିବା ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

0

ବାରିପଦା(ନିରପେକ୍ଷ ଖବର)ତା-୮/ସେପ୍ଟେମ୍ବର/୨୦୧୯-ବୁଢା ବୟସରେ ରାସଲୀଳା କରିବାକୁ ମନ ବଳାଇ ଜଣେ ଚତୁର୍ଥ ଶ୍ରେଣୀର ପୁଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଝିଅକୁ ସେ ଦିବା ଆଲୋକରେ ଏକୁଟିଆ ପାଇ ତାକୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ୫୮ବର୍ଷୀୟ ଚତୁର୍ଥ ଶ୍ରେଣୀ ପୁଲିସ କର୍ମଚାରୀଙ୍କ ଏଭଳି କାଣ୍ଡ ସମଗ୍ର ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ଏ ଘଟଣା ପ୍ରସାରିତ ହେବାପରେ ଉତ୍ତ୍ୟକ୍ତ ଲୋକେ ସେହି ପୁଲିସ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଦେଇଥିଲେ।

ଏଭଳି ଏକ ଲଜ୍ଜା ଜଣକ ଘଟଣା ବାରିପଦାସ୍ଥିତ ମୟୂରଭଞ୍ଜ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ପୁରୁଣା କାର୍ଯ୍ୟାଳୟ ନିକଟରେ ରବିବାର ଦିନ ଦେଖିବାକୁ ମିଳିଥିଲା। ପୁଲିସ ବାବୁ ଜଣଙ୍କ ହେଲେ ବାରିପଦା ରିଜର୍ଭ ପୁଲିସରେ ରୋଷେଇ କରୁଥିବା ଚର୍ତୁର୍ଥଶ୍ରେଣୀ କର୍ମଚାରୀ ଜବାହାର ବେରା। ରବିବାର ଅପରାହ୍ନ ପ୍ରାୟ ୩ଟା୩୦ମିନିଟି ସମୟରେ ସ୍ଥାନୀୟ ଇନଡୋର ଷ୍ଟାଡିୟମ ଦେଇ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ରାସ୍ତାରେ ଆସୁଥିଲେ। ଠିକ ଏହି ସମୟରେ ବାଟରେ ଛକି ରହିଥିବା ଜହରଲାଲ  ବେରାଙ୍କ କୋପ ଦୃଷ୍ଟିରେ ଛାତ୍ରୀ ଜଣଙ୍କ ଶିକାର ହୋଇଥିଲେ। ପାଖରେ ଥିବା ଏକ ନିଛାଟିଆ ପମ୍ଫହାଉସ ନିକଟକୁ ତାକୁ ଟାଣି ନେଇ ଅସଦାଚରଣ କରିଥିଲା। ଛାତ୍ରୀ ଜଣଙ୍କ କଳେବଳେ କୌଶଳେ ସେଠାରୁ ଖସି ଆସି ଘରଲୋକଙ୍କୁ ଜଣାଇଥିଲା। ପରେ ଝିଅର ବାପା ଓ ସ୍ଥାନୀୟ ଲୋକେ ଆସି ଅଭିଯୁକ୍ତକୁ ଏକ ବିଦ୍ୟୁତ ଖୁଣ୍ଟିରେ ବାନ୍ଧି ଦେଇ ପୁଲିସକୁ ଖବର ଦେଇଥିଲେ।ତେବେ ଘଟଣା ସ୍ଥଳରେ ପୁଲିସ ପହଂଚି ଅଭିଯୁକ୍ତକୁ ଥାନାକୁ ନେବା ସହିତ ତାଙ୍କୁ ଚାକିରୀରୁ ନିଲମ୍ବିତ କରିଥିବା ଜଣାପଡିଛି।

Mo sapath

Leave A Reply

Your email address will not be published.