Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ବୁଢା ବୟସରେ ରାସଲୀଳା କରିବାକୁ ଉଦ୍ୟମ କରି ନିଲମ୍ବିତ ହେଲେ ପୁଲିସ ବାବୁ

ଅଷ୍ଟମ ଶ୍ରେଣୀ ପଢ଼ୁଥିବା ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

0

ବାରିପଦା(ନିରପେକ୍ଷ ଖବର)ତା-୮/ସେପ୍ଟେମ୍ବର/୨୦୧୯-ବୁଢା ବୟସରେ ରାସଲୀଳା କରିବାକୁ ମନ ବଳାଇ ଜଣେ ଚତୁର୍ଥ ଶ୍ରେଣୀର ପୁଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଝିଅକୁ ସେ ଦିବା ଆଲୋକରେ ଏକୁଟିଆ ପାଇ ତାକୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ୫୮ବର୍ଷୀୟ ଚତୁର୍ଥ ଶ୍ରେଣୀ ପୁଲିସ କର୍ମଚାରୀଙ୍କ ଏଭଳି କାଣ୍ଡ ସମଗ୍ର ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ଏ ଘଟଣା ପ୍ରସାରିତ ହେବାପରେ ଉତ୍ତ୍ୟକ୍ତ ଲୋକେ ସେହି ପୁଲିସ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଦେଇଥିଲେ।

ଏଭଳି ଏକ ଲଜ୍ଜା ଜଣକ ଘଟଣା ବାରିପଦାସ୍ଥିତ ମୟୂରଭଞ୍ଜ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ପୁରୁଣା କାର୍ଯ୍ୟାଳୟ ନିକଟରେ ରବିବାର ଦିନ ଦେଖିବାକୁ ମିଳିଥିଲା। ପୁଲିସ ବାବୁ ଜଣଙ୍କ ହେଲେ ବାରିପଦା ରିଜର୍ଭ ପୁଲିସରେ ରୋଷେଇ କରୁଥିବା ଚର୍ତୁର୍ଥଶ୍ରେଣୀ କର୍ମଚାରୀ ଜବାହାର ବେରା। ରବିବାର ଅପରାହ୍ନ ପ୍ରାୟ ୩ଟା୩୦ମିନିଟି ସମୟରେ ସ୍ଥାନୀୟ ଇନଡୋର ଷ୍ଟାଡିୟମ ଦେଇ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ରାସ୍ତାରେ ଆସୁଥିଲେ। ଠିକ ଏହି ସମୟରେ ବାଟରେ ଛକି ରହିଥିବା ଜହରଲାଲ  ବେରାଙ୍କ କୋପ ଦୃଷ୍ଟିରେ ଛାତ୍ରୀ ଜଣଙ୍କ ଶିକାର ହୋଇଥିଲେ। ପାଖରେ ଥିବା ଏକ ନିଛାଟିଆ ପମ୍ଫହାଉସ ନିକଟକୁ ତାକୁ ଟାଣି ନେଇ ଅସଦାଚରଣ କରିଥିଲା। ଛାତ୍ରୀ ଜଣଙ୍କ କଳେବଳେ କୌଶଳେ ସେଠାରୁ ଖସି ଆସି ଘରଲୋକଙ୍କୁ ଜଣାଇଥିଲା। ପରେ ଝିଅର ବାପା ଓ ସ୍ଥାନୀୟ ଲୋକେ ଆସି ଅଭିଯୁକ୍ତକୁ ଏକ ବିଦ୍ୟୁତ ଖୁଣ୍ଟିରେ ବାନ୍ଧି ଦେଇ ପୁଲିସକୁ ଖବର ଦେଇଥିଲେ।ତେବେ ଘଟଣା ସ୍ଥଳରେ ପୁଲିସ ପହଂଚି ଅଭିଯୁକ୍ତକୁ ଥାନାକୁ ନେବା ସହିତ ତାଙ୍କୁ ଚାକିରୀରୁ ନିଲମ୍ବିତ କରିଥିବା ଜଣାପଡିଛି।

Mo sapath

Leave A Reply

Your email address will not be published.