Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ହୋଟେଲରେ ଜଣେ ଯୁବକର ସନ୍ଧେହ ଜନକ ମୃତ୍ୟୁ

ମୃତ ଦେହକୁ ଉଦ୍ଧାର କଲା ବାରିପଦା ଟାଉନ ଥାନା ପୁଲିସ

0

ବାରିପଦା,ନିରପେକ୍ଷ ଖବର:୧୬/ଜୁଲାଇ ୨୦୧୯(ମଙ୍ଗଳବାର)- ସ୍ଥାନୀୟ ଏକ ହୋଟେଲରୁ ଜଣେ ଯୁବକର ସନ୍ଧେହ ଜନକ ଭାବେ ମୃତ ଦେହ ଉଦ୍ଧାର ହୋଇଛି। ବାରିପଦା ଟାଉନ ଥାନା ପୁଲିସ୍ ଏହି ମୃତ ଦେହକୁ ଉଦ୍ଧାର କରିଛି। ମଙ୍ଗଳବାର ଅପରାହ୍ନ 2ଟା ସମୟରେ ବାରିପଦା ସହର ମଧ୍ୟ ଭାଗରେ ଥିବା ଅପର୍ଣ୍ଣା ହୋଟେଲରୁ ଏକ ରୁମରୁ ଜଣେ ଯୁବକର ମୃତ ଦେହ ଉଦ୍ଧାର କରାଯାଇଛି। ହୋଟେଲ ରୁମ ମଧ୍ୟରୁ ଗୋଟେ ମଦ ବୋତଲ ସମେତ ବିଭିନ୍ନ ପ୍ରକାରର ଖାଦ୍ୟ ସାମଗ୍ରୀ ପୁଲିସ ଜବତ କରିଥିବା ଜଣାପଡ଼ିଛି। ସୂଚନା ମୁତାବକ ମୃତ ଯୁବକ ଜଣକ ହେଲେ ଉଦଳା ଏନ,ଏ,ସି ଅନ୍ତର୍ଗତ 9 ନମ୍ୱର ୱାର୍ଡର ମେଣ୍ଢାସାହିର ରବୀନ୍ଦ୍ର ବେହେରା। ରବୀନ୍ଦ୍ର ସୋମବାର ଦିନ ପାରିବାରିକ କଳହରୁ ସେ ଘରୁ ଆସି ରାତିରେ ବାରିପଦାରେ ଥିବା ଅପର୍ଣ୍ଣା ହୋଟେଲରେ ଏକ ରୁମ୍  ବୁକିଙ୍ଗ କରିଥିଲା। ରାତି ପାହିବା ପରେ ସେ ରୁମ୍  ନଖୋଲିବାରୁ। ହୋଟେଲରେ ସଫେଇ କର୍ମଚାରୀମାନେ ମାଲିକଙ୍କୁ କହିଥିଲେ। ଏହାପରେ ହୋଟେଲ ମାଲିକ ସ୍ଥାନୀୟ ପୁଲିସକୁ ଜଣାଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଛି ମୃତ ଦେହକୁ ଉଦ୍ଧାର କରିଥିଲା।ଯୁବକ ଜଣକ ବିଷ ପିଇ ଆତ୍ମହତ୍ୟା କରିଥିବା ପୁଲିସ ସନ୍ଦେହ କରୁଛି। ମୃତଦେହ କୁ ପୁଲିସ ଉଦ୍ଧାର କରି ଶବ ବ୍ୟବଛେଦ ପାଇଁ ପିଆରଏମ ହସ୍ପିଟାଲକୁ ପଠାଇ ମୃତ୍ୟୁର ପ୍ରକୃତ ରହସ୍ୟ ଜାଣିବା ପାଇଁ ପୁଲିସ ପକ୍ଷରୁ ତଦନ୍ତ ଜାରିରହିଛି।

Mo sapath

Leave A Reply

Your email address will not be published.