Blank space
Blank space
Breaking News/ମୁଖ୍ୟ ଖବର:
କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଉଦ୍‌ଘାଟିତବିଧାନସଭା ଠାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜୟନ୍ତୀ ପାଳିତ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନକେଏଲ୍ ବିଶ୍ବବିଦ୍ୟାଳୟ ପକ୍ଷରୁ କ୍ୟାରିୟର ସମ୍ମିଳନୀକଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୩୭ତମ ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍୨୩ ରେ ପାରାଦୀପ ଡମ୍ପର ମାଲିକ ସଙ୍ଘ ନିର୍ବାଚନ : ସଦା ଙ୍କ ପଲ୍ଲା ଭାରି !ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତପାରାଦୀପ କଲେଜ ଏନସିସି ଓ ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜିତ : ୧୧୬ ୟୁନିଟ ରକ୍ତ ସଂଗୃହିତସରକାରୀ ଯୋଜନାରେ ବଦଳିନି ୪ ଅସହାୟ ପିଲାଙ୍କ ଭାଗ୍ୟ : ଭବିଷ୍ୟତ ଅନ୍ଧାରରେ, ସହାୟତା ପାଇଁ ସ୍ନେହମୟୀ ଙ୍କ ପ୍ରଚେଷ୍ଟାନଭେମ୍ବର ମାସ ଶେଷ ସୁଦ୍ଧା ସାରା ରାଜ୍ୟରେ ଗୁଣାତ୍ମକ ଆଳୁ ବିହନ ବିତରଣ ପାଇଁ ଲକ୍ଷ୍ଯବ୍ୟାଙ୍କ ଅଫ ବରୋଦା ଦ୍ୱାରା ମେଗା କିଷାନ ମେଳା ଆୟୋଜିତଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…ହେଲଥ ଅନ୍ ଟପ୍ ଦ୍ୱାରା ସମର୍ଥିତ ତ୍ରିଧାରା ସ୍ୱର୍ଣ୍ଣ ସମାରୋହ ମାଲେସିଆ ଯାତ୍ରା ସଫଳତାର ସହିତ ସମାପ୍ତସହିଦ ନଗର ଦୁର୍ଗା ପୂଜା ସମିତି ପରିସରରେ ରକ୍ତଦାନ ଶିବିର ଓ ମେଗା ସ୍ୱାସ୍ଥ୍ୟ ଶିବିର
Blank space

ମୟୁରଭଞ୍ଜରେ ଫୁଟିଲା ଗୁଳି….

ଡାହାଣୀ ସନ୍ଦେହରେ ଗୁଳିମାଡ଼...

0
Advertising:

ବାରିପଦା:(ନିରପେକ୍ଷଖବର),୯/୧୨/୧୯:ଆଦିବାସୀ ବହୁଳ ଜିଲ୍ଲାରେ ଗୁଳିମାଡ଼। ଘଟଣାଟି ଆଶ୍ଚର୍ଯ୍ୟ ହେଲେ ବି ଏମିତି ଘଟଣା ଘଟିଛି ମୟୁରଭଞ୍ଜରେ। ଜିଲ୍ଲାରେ ଅନ୍ଧବିଶ୍ୱାସ ପିଛା ଛାଡିବାର ନାଁ ଧରୁନି। ଗୁଣି ଗାରେଡି ସନ୍ଦେହରେ କେତେବେଳେ ଗାଁରୁ ବାଛନ୍ଦ କରାଯାଉଛି ତ ପୁଣି କେତେବେଳେ ହତ୍ୟା କରାଯାଉଥିଲା। ହେଲେ ଏବେ ମୟୂରଭଞ୍ଜ ଜିଲ୍ଲାର ବିଶୋଇ ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଗୁଳିମାଡ଼ କରାଯାଇଛି। ଯାହାକୁ ନେଇ ସାରା ଜିଲ୍ଲାରେ ଭୟର ଆତଙ୍କ ଖେଳି ଯାଇଛି। ଗୁଳିମାଡ଼ରେ ମହିଳା ଜଣଙ୍କ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ବାରିପଦା ପିଆରଏମ ମେଡିକାଲ କଲେଜରେ ରଖାଯାଇ ଚିକିତ୍ସା କରାଯାଉଛି। ଗୁରୁତର ମହିଳା ଜଣକ ହେଲେ ବିଶୋଇ ଥାନା ତଲକବାଦି ଗାଁର ମାଇନୋ ହେମ୍ୱ୍ରମ୍। ମହିଳାଙ୍କ ବୟାନ ଅନୁଯାୟୀ ଜଣଙ୍କୁ ଅଟକ ରଖି ପୁଲିସ ପଚରା ଉଚରା କରୁଥିବା ଜଣାପଡିଛି। ଶନିବାର ରାତିରେ ମହିଳା ଜଣକ ଘରେ ଶୋଇଥିବା ବେଳେ ଜଣେ ଦୁର୍ବୁତ୍ତ ତାଙ୍କ ଉପରେ ଗୁଳି ମାଡ଼ କରିଥିଲେ । ଲକ୍ଷଭେଦ ହେବାରୁ ଗୁଳିଟି ମହିଳାଙ୍କ ମୁଣ୍ଡ ଉପରେ ବାଜିଥିଲା । ଗୁରୁତର ଅବସ୍ଥାରେ ମହିଳା ଜଣକ ବାରିପଦାରେ ଚିକିସ୍ଥିତ ହେଇଥିବା ବେଳେ ବିଶୋଇ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Mo sapath

Leave A Reply

Your email address will not be published.