Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ମୟୁରଭଞ୍ଜରେ ଫୁଟିଲା ଗୁଳି….

ଡାହାଣୀ ସନ୍ଦେହରେ ଗୁଳିମାଡ଼...

0
Advertising:

ବାରିପଦା:(ନିରପେକ୍ଷଖବର),୯/୧୨/୧୯:ଆଦିବାସୀ ବହୁଳ ଜିଲ୍ଲାରେ ଗୁଳିମାଡ଼। ଘଟଣାଟି ଆଶ୍ଚର୍ଯ୍ୟ ହେଲେ ବି ଏମିତି ଘଟଣା ଘଟିଛି ମୟୁରଭଞ୍ଜରେ। ଜିଲ୍ଲାରେ ଅନ୍ଧବିଶ୍ୱାସ ପିଛା ଛାଡିବାର ନାଁ ଧରୁନି। ଗୁଣି ଗାରେଡି ସନ୍ଦେହରେ କେତେବେଳେ ଗାଁରୁ ବାଛନ୍ଦ କରାଯାଉଛି ତ ପୁଣି କେତେବେଳେ ହତ୍ୟା କରାଯାଉଥିଲା। ହେଲେ ଏବେ ମୟୂରଭଞ୍ଜ ଜିଲ୍ଲାର ବିଶୋଇ ଅଞ୍ଚଳରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଗୁଳିମାଡ଼ କରାଯାଇଛି। ଯାହାକୁ ନେଇ ସାରା ଜିଲ୍ଲାରେ ଭୟର ଆତଙ୍କ ଖେଳି ଯାଇଛି। ଗୁଳିମାଡ଼ରେ ମହିଳା ଜଣଙ୍କ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ବାରିପଦା ପିଆରଏମ ମେଡିକାଲ କଲେଜରେ ରଖାଯାଇ ଚିକିତ୍ସା କରାଯାଉଛି। ଗୁରୁତର ମହିଳା ଜଣକ ହେଲେ ବିଶୋଇ ଥାନା ତଲକବାଦି ଗାଁର ମାଇନୋ ହେମ୍ୱ୍ରମ୍। ମହିଳାଙ୍କ ବୟାନ ଅନୁଯାୟୀ ଜଣଙ୍କୁ ଅଟକ ରଖି ପୁଲିସ ପଚରା ଉଚରା କରୁଥିବା ଜଣାପଡିଛି। ଶନିବାର ରାତିରେ ମହିଳା ଜଣକ ଘରେ ଶୋଇଥିବା ବେଳେ ଜଣେ ଦୁର୍ବୁତ୍ତ ତାଙ୍କ ଉପରେ ଗୁଳି ମାଡ଼ କରିଥିଲେ । ଲକ୍ଷଭେଦ ହେବାରୁ ଗୁଳିଟି ମହିଳାଙ୍କ ମୁଣ୍ଡ ଉପରେ ବାଜିଥିଲା । ଗୁରୁତର ଅବସ୍ଥାରେ ମହିଳା ଜଣକ ବାରିପଦାରେ ଚିକିସ୍ଥିତ ହେଇଥିବା ବେଳେ ବିଶୋଇ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Mo sapath

Leave A Reply

Your email address will not be published.