Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ମୟୁରଭଞ୍ଜରେ ଆଉ ଜଣେ ପଜିଟିଭି ଚିହ୍ନଟ….

0

ବାରିପଦା(ନିରପେକ୍ଷ ଖବର)ତା-୦୭/୦୫-ମୟୂରଭଞ୍ଜରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ମୟୂରଭଞ୍ଜରେ ପଜିଟିଭଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଗୁରୁବାର ସକାଳେ ମୟୂରଭଞ୍ଜରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।ପ୍ରଥମ ଥର ପାଇଁ ମୟୂରଭଞ୍ଜ ଜିଲ୍ଲାରୁ ୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ପିଙ୍ଗୁରୁ ୨ ଜଣ ଏବଂ ପୋଡିଡିହାରୁ ଜଣେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ସମଗ୍ର ଜିଲ୍ଲାରେ ନଜର ରଖାଯାଇଥିବା କହିଛନ୍ତି ଜିଲ୍ଲାପାଳ । ଆଜି ଚହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା ଓ କ୍ୱାରେଣ୍ଟାଇନ୍‌ରେ ଥିଲେ । ସେମାନଙ୍କୁ ଅଶ୍ୱିନୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।ରାଜ୍ୟ ସରକାରଙ୍କ ପକ୍ଷରୁ ମୟୁରଭଞ୍ଜ ଜିଲ୍ଲାକୁ ଓରେଞ୍ଜ ଜୋନ ଭାବେ ଘୋଷଣା କରାଯାଇଛି। ତେବେ ଓଡ଼ିଶାରେ ମୋଟ ପଜିଟିଭ ସଖ୍ୟା ୨୦୬ ରେ ପହଁଚିଲା।

Mo sapath

Leave A Reply

Your email address will not be published.