Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଦଣ୍ଡିତ ହେଲେ ଲାଞ୍ଚୁଆ ସରକାରୀ ଅଧିକାରୀ….

୩ ବର୍ଷ ଜେଲ ସହ ୫୦୦୦ ଜୋରିମାନା...

0

ବାରିପଦା(ନିରପେକ୍ଷ ଖବର)ତା-୩୦/ଜୁଲାଇ/୨୦୧୯- ଲାଞ୍ଚ ମାଗିବା ମହଙ୍ଗା ପଡିଲା। ଦଣ୍ଡିତ ହେଲେ ଲାଞ୍ଚୁଆ ସରକାରୀ ଅଧିକାରୀ। ୨୦୧୨ ମସିହାର ଏକ ଲାଞ୍ଚ ମାମଲାର ବିଚାର କରି ମଙ୍ଗଳବାର ବାରିପଦା ଭିଜିଲାନ୍ସ କୋର୍ଟର ସ୍ପେଶାଲ ଜର୍ଜ ବେଣୁଧର ପାତ୍ର ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲାର ପୂର୍ବତନ ଶ୍ରମ ଅଧିକାରୀ ଲକ୍ଷ୍ମଣ ବେହେରାଙ୍କୁ ତିନି ବର୍ଷ ଜେଲଦଣ୍ଡ ସହ ୫୦୦୦ ଟଙ୍କା ଜୋରିମାନାରେ ଦଣ୍ଡାଦେଶ ଶୁଣାଇଛନ୍ତି । ସୂଚନାଯୋଗ୍ୟ, ପୂର୍ବତନ ଜିଲ୍ଲାଶ୍ରମ ଅଧିକାରୀ ଲକ୍ଷ୍ମଣ ବେହେରା ୨୦୧୨ ମସିହାରେ କେଶବ ଲେଙ୍କାର ଏକ ଲେବର ଲାଇସେନ୍ସ କରାଇଦେବା ପାଇଁ ସେ ତାଙ୍କୁ ୧୦୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାରିପଦା ଭିଜିଲାନ୍ସ ବିଭାଗ ଦ୍ଵାରା ଲକ୍ଷ୍ମଣ ବେହେରା ଗିରଫ ହୋଇଥିଲେ। ମଙ୍ଗଳବାର ମାନ୍ୟବର ଭିଜିଲାନ୍ସ କୋର୍ଟର ସ୍ପେଶାଲ ଜର୍ଜ ଏହି ଘଟଣାକୁ ବିଚାର କରି ଧାରା ୭ଓ ୧୩ଅନୁଯାୟୀ ମୋଟ ତିନି ବର୍ଷ ଜେଲ ସହ ୫୦୦୦ ଟଙ୍କା ଜୋରିମାନା ଅନାଦେୟ ୨ ମାସ ଅଧିକ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।

Mo sapath

Leave A Reply

Your email address will not be published.