Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଭଦ୍ରକ ଜିଲ୍ଲା ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ ଜାରୀ, ମଙ୍ଗଳବାର ଦିନ ୨ଟାରୁ ବୁଧବାର ଦିନ ୨ଟା

0

ଭଦ୍ରକ, ନିରପେକ୍ଷ ଖବର:ତା୧୨/୫/ଭଦ୍ରକ ଜିଲ୍ଲା ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ ଜାରୀ, ମଙ୍ଗଳବାର ଦିନ ୨ଟାରୁ ବୁଧବାର ଦିନ ୨ଟା ପର୍ଯ୍ୟନ୍ତ କର୍ଫ୍ୟୁ ଘୋଷଣା । ରେଳ ଷ୍ଟେସନର ୫୦୦ ମିଟର ପରିସରରେ କର୍ଫ୍ୟୁ ଲାଗୁ କରାଯାଇଛି । ଡଗରାସାହିରୁ ଗୁଣ୍ଠୁଣିଆ ବଜାର ଓ ରେଲୱେ ମାଲ ଗୋଦାମ, ତେଲଙ୍ଗାସାହି ଗଳି ଛକରୁ ଚରମ୍ପା କୈଳାସ ସିନେମାହଲ ସହ ଅନ୍ୟ କିଛି ଅଞ୍ଚଳ ପାଇଁ କର୍ଫ୍ୟୁ ର ନିଷ୍ପତି ନିଆଯାଇଛି । ପ୍ରବାସୀଙ୍କୁ ନେଇ ଭଦ୍ରକ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ ଆନ୍ଧ୍ରପ୍ରଦେଶର ମଙ୍ଗଳଗିରିରୁ ଆସୁଛି । ଟ୍ରେନରେ ଥିବା ସମସ୍ତ ପ୍ରବାସୀ ଭଦ୍ରକ ଷ୍ଟେସନରେ ଓହ୍ଲାଇବାର ବ୍ୟବସ୍ଥା କରାଯାଇଛି । ସାମାଜିକ ଦୂରତ୍ବ ରକ୍ଷା ତଥା ଶ୍ରମିକମାନଙ୍କୁ ସୁବିଧାରେ କ୍ବାରେଣ୍ଟାଇନ୍ ସେଣ୍ଟରକୁ ପଠାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଷ୍ଟେସନ ପରିସରରେ ସମସ୍ତ ବ୍ୟବସ୍ଥାର ତଦାରଖ କରିଛନ୍ତି ବରିଷ୍ଠ ଅଧିକାରୀ । ଷ୍ଟେସନରେ ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ ନିଜ ନିଜ ଜିଲ୍ଲାକୁ ବସରେ ପଠା ଯିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତେ ବ୍ୟବସ୍ଥା କରାଯାଇଛି।

Mo sapath

Leave A Reply

Your email address will not be published.