Blank space
Blank space
Breaking News/ମୁଖ୍ୟ ଖବର:
ଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟବଡଗଡ ଗଣେଶ ମହୋତ୍ସବ ୫୭ ଫୁଟର ଲାଲବାଗ ଆକୃତିର ଗଣେଶ ଓ ୧୦ କେଜିର ରୂପା ପାଦସରକାରୀ ଚାକିରୀର ମାନ୍ୟତା ପାଇବାର ଆସା ରଖିଛି ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘଅନୁଗୋଳରେ ଏକ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବଗୁରୁ ଦିବସକୁ କଳାଦିବସ ପାଳୀବ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ମହାସଂଘ…
Blank space

ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶହୀଦମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି

0

ଭୁବେନଶ୍ୱର,ନିରପେକ୍ଷ ଖବର: ତା ୨୬/୦୬ – ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଭାରତ – ଚୀନ ସୀମା ଗଲୱାନ ଘାଟିରେ ଶହୀଦ ହୋଇଥିବା ଭାରତର ବୀର ଯବାନମାନଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଥିବା ଗାନ୍ଧୀମୂର୍ତି ନିକଟରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଅମର ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ଘଂଟା ବସି ରହି ନୀରବ ସମ୍ମାନ ପ୍ରଦର୍ଶନ କରିଥିଲେ ।
ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ପ୍ରଦୀପ ମାଝୀ, ଜୟଦେବ ଜେନା, ରାମଚନ୍ଦ୍ର ଖୁଂଟିଆ, ସୁରେଶ କୁମାର ରାଉତରାୟ, ଶରତ ରାଉତ, ପଂଚାନନ କାନୁନ୍‌ଗୋ, ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ସପ୍ତଗିରି ଉଲାକା, ବିପିନ୍ ଦାସ, ଜାନକୀ ବଲ୍ଲଭ ପଟ୍ଟନାୟକ, ଅମୀୟ କୁମାର ପଟ୍ଟନାୟକ, ବିଷ୍ଣୁ ଚରଣ ବାରିକ, ଜ୍ୟୋତିଷ ସାହୁ, ପଦ୍ମାକର ଗୁରୁ, ଲିଙ୍ଗରାଜ ସାହୁ, ମୋହନ ଜେନା, ଦୀପକ ମହାପାତ୍ର, ସତ୍ୟବ୍ରତ ନାୟକ, ଅଜିତ୍ ମଙ୍ଗରାଜ, ବେଣୁଧର ଭୋଇ, ସୁଶାନ୍ତ ତ୍ରିପାଠୀ, ସ୍ୱାଧିନବାଳା ଦାସ, ଶ୍ରିୟାସ୍ମିତା ପଣ୍ଡା, କଳ୍ପନା ପଣ୍ଡା, ବିସ୍ମୟ ମହାପାତ୍ର, ସଂକୁନା କହଁର, ପ୍ରଶାନ୍ତ ଶତପଥି, ଦେଓ ପ୍ରସାଦ, ନରେଶ ମହାନ୍ତି, ଦେବୀ ପ୍ରସାଦ ବାହାଲିଆ, ଜୟକୃଷ୍ଣ ମଲିଆ, ନିରୁପମା ପାତ୍ର, ବାଙ୍କନିଧି ବେହେରା, ରସିକ ପଟ୍ଟନାୟକ, ଦୀପକ ସାହୁ, ପ୍ରକାଶ ମିଶ୍ର, ବିଶ୍ୱଜିତ୍ ଦାସ, କହ୍ନେଇ ଚରଣ ସେଠୀ, ସତ୍ୟସ୍ମିତ ମହାନ୍ତି, ଯୋଗୀନାଥ ବାହୁବଳେନ୍ଦ୍ର, ନାରାୟଣ ଜେନା, ମାନସ ଆଚାର୍ଯ୍ୟ, ସରୋଜ ପରିଡା, ଶୈଳେନ୍ଦୁ ମଜୁମଦାର, ବିଜୟ ପ୍ରଧାନ, ବୁନା ମହାନ୍ତି, ଶାହାଦୁଲ୍ଲା, କୁଳମଣି ସାହୁ, ମନୋଜ ସାହୁ, ଦେବେନ୍ଦ୍ର ପ୍ରସାଦ ଦାସ ପ୍ରମୁଖ ଯୋଗ ଦେଇଥିଲେ ।

Mo sapath

Leave A Reply

Your email address will not be published.