Blank space
Blank space
Breaking News/ମୁଖ୍ୟ ଖବର:
କେବଳ ନବୀନ ଓ କେବଳ ଶଙ୍ଖ ଆସିଲେ ହିଁ ଆମ ରାଜ୍ୟରେ ଆହୁରି ଉନ୍ନତି ହୋଇପାରିବ୩୬ ନଂ ୱାର୍ଡ ମଧୁସୂଦନ ନଗର ଓ ୟୁନିଟ -୪ ମାର୍କେଟ ଅଞ୍ଚଳରେ ଜନ ସଂପର୍କ ପଦଯାତ୍ରାଓଡ଼ିଶାରେ ମୋଦୀଙ୍କର ଚିରାଚରିତ ମିଛ ପ୍ରତିଶ୍ରୁତି ଓ ଫମ୍ପା ଭାଷଣକୁ କଟାକ୍ଷ କଲା କଂଗ୍ରେସମଧ୍ୟରେ ବଢ଼ୁଚି ବଜେପି ଛିଡୁଚି ବିଜେଡିୱାର୍ଡ ନଂ ୪ ର ସମ୍ମିଳିତ ବିଜେପି କର୍ମୀମାନଙ୍କ ଦ୍ୱାରା ଆୟୋଜିତ ଏକ ସମାବେଶକେୟାର ହସ୍ପିଟାଲ ପକ୍ଷରୁ କେୟାର କନେକ୍ଟ କର୍ମଶାଳା ଆୟୋଜିତପଟିଆ ରାଜାଙ୍କ ଆଶୀର୍ବାଦ ନେଲେ ପ୍ରିୟଦର୍ଶୀଦୁଇଟି ପଦ୍ମ ଫୁଲ ଚି଼ହ୍ନରେ ମୋହର ମରିବା ପାଇଁ ନିବେଦନ କଲେ ପ୍ରିୟଦର୍ଶୀନିର୍ବାଚନ ଇସ୍ତହାରରେ ରହୁ ଭୁବନେଶ୍ୱର ଜିଲ୍ଲା ଘୋଷଣାPARICHAY FOUNDATION-PROJECT -PAVI – DISTRIBUTION DRIVE SUPPORTED BY Shipping corporation of India.ବିଜେପି ଡରରେ ନବୀନ ବାବୁ ଓଡ଼ିଶା ବାସୀଙ୍କୁ ଧୋକା ଦେଇଛନ୍ତିNMIET organizes 17th Athletic Meetସ୍ମାର୍ଟ ଲିଭିଙ୍ଗ୍ ସଲ୍ୟୁସନର ମାନ ବୃଦ୍ଧି ପାଇଁ ଟ୍ରାଞ୍ଜେପ ସ୍ମାର୍ଟ ବିଲିଂ ଏବଂ ଆମ୍ପିଓ ପୋଲାଣ୍ଡର ମିଳିତ ଉଦ୍ୟମଓଡ଼ିଶା କୃଷକ ସାଥୀ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ…ଏଏସିସିଆଇ ର ୩ ଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଆଗାମୀ ୨୦୨୪ ନିର୍ବାଚନ ଉତ୍ତରରୁ ଲଢ଼ିବେ ଦେବାଶିଷ ନାୟକଖୋଲିଲା ଆଭୂଷଣ ଜ୍ବେଲର୍ସ“ଜଗବନ୍ଧୁ ଜରାଶ୍ରମ” ପକ୍ଷରୁ ଶୀତବସ୍ତ୍ର ଓ ରାସନ ସାମଗ୍ରୀ ବଣ୍ଟନପ୍ରଫେସର ରଶ୍ମୀ ମିଶ୍ରଙ୍କ ପୁସ୍ତକ “ୟୁଭିକା” ଉନ୍ମୋଚିତPoetry Collection “YUVAIKA” Launched
Blank space

ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶହୀଦମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି

0

ଭୁବେନଶ୍ୱର,ନିରପେକ୍ଷ ଖବର: ତା ୨୬/୦୬ – ନିଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଭାରତ – ଚୀନ ସୀମା ଗଲୱାନ ଘାଟିରେ ଶହୀଦ ହୋଇଥିବା ଭାରତର ବୀର ଯବାନମାନଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଏହି ଅବସରରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଥିବା ଗାନ୍ଧୀମୂର୍ତି ନିକଟରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଅମର ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ଘଂଟା ବସି ରହି ନୀରବ ସମ୍ମାନ ପ୍ରଦର୍ଶନ କରିଥିଲେ ।
ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ପ୍ରଦୀପ ମାଝୀ, ଜୟଦେବ ଜେନା, ରାମଚନ୍ଦ୍ର ଖୁଂଟିଆ, ସୁରେଶ କୁମାର ରାଉତରାୟ, ଶରତ ରାଉତ, ପଂଚାନନ କାନୁନ୍‌ଗୋ, ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ସପ୍ତଗିରି ଉଲାକା, ବିପିନ୍ ଦାସ, ଜାନକୀ ବଲ୍ଲଭ ପଟ୍ଟନାୟକ, ଅମୀୟ କୁମାର ପଟ୍ଟନାୟକ, ବିଷ୍ଣୁ ଚରଣ ବାରିକ, ଜ୍ୟୋତିଷ ସାହୁ, ପଦ୍ମାକର ଗୁରୁ, ଲିଙ୍ଗରାଜ ସାହୁ, ମୋହନ ଜେନା, ଦୀପକ ମହାପାତ୍ର, ସତ୍ୟବ୍ରତ ନାୟକ, ଅଜିତ୍ ମଙ୍ଗରାଜ, ବେଣୁଧର ଭୋଇ, ସୁଶାନ୍ତ ତ୍ରିପାଠୀ, ସ୍ୱାଧିନବାଳା ଦାସ, ଶ୍ରିୟାସ୍ମିତା ପଣ୍ଡା, କଳ୍ପନା ପଣ୍ଡା, ବିସ୍ମୟ ମହାପାତ୍ର, ସଂକୁନା କହଁର, ପ୍ରଶାନ୍ତ ଶତପଥି, ଦେଓ ପ୍ରସାଦ, ନରେଶ ମହାନ୍ତି, ଦେବୀ ପ୍ରସାଦ ବାହାଲିଆ, ଜୟକୃଷ୍ଣ ମଲିଆ, ନିରୁପମା ପାତ୍ର, ବାଙ୍କନିଧି ବେହେରା, ରସିକ ପଟ୍ଟନାୟକ, ଦୀପକ ସାହୁ, ପ୍ରକାଶ ମିଶ୍ର, ବିଶ୍ୱଜିତ୍ ଦାସ, କହ୍ନେଇ ଚରଣ ସେଠୀ, ସତ୍ୟସ୍ମିତ ମହାନ୍ତି, ଯୋଗୀନାଥ ବାହୁବଳେନ୍ଦ୍ର, ନାରାୟଣ ଜେନା, ମାନସ ଆଚାର୍ଯ୍ୟ, ସରୋଜ ପରିଡା, ଶୈଳେନ୍ଦୁ ମଜୁମଦାର, ବିଜୟ ପ୍ରଧାନ, ବୁନା ମହାନ୍ତି, ଶାହାଦୁଲ୍ଲା, କୁଳମଣି ସାହୁ, ମନୋଜ ସାହୁ, ଦେବେନ୍ଦ୍ର ପ୍ରସାଦ ଦାସ ପ୍ରମୁଖ ଯୋଗ ଦେଇଥିଲେ ।

Mo sapath

Leave A Reply

Your email address will not be published.