Blank space
Blank space
Breaking News/ମୁଖ୍ୟ ଖବର:
ମାଇକ୍ରୋ ଫାଇନାନ୍ସ ଇଣ୍ଡିଷ୍ଟ୍ରି ନେଟୱାର୍କ (ଏମ.ଏଫ.ଆଇ. ଏନ) ଆନୁକୂଲ୍ୟରେ ମାଇକ୍ରୋଫାଇନାନ୍ସ ସଚେତନତା କାର୍ଯ୍ୟକ୍ରମଯାଜପୁରରେ ବ୍ୟାପୁଛି ଡାଇରିଆ ୨୦୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତସମ୍ବଲପୁର ଜିଲ୍ଲାର ଉନ୍ନତି ଉପରେ ପ୍ରାଥମିକତା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରପଦ୍ମଶ୍ରୀ ହଳଧର ନାଗ ଙ୍କୁ ଭେଟିଲେ ଖଇରା ମାଟିର ପୁଅଓଡିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ ର (ଉତ୍କଳିକା) ୬୭ ତମ ପ୍ରତିଷ୍ଠା ଦିବସ ପାଳିତ*କେନ୍ଦୁଝର ଠାରେ ରଙ୍ଗବତୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀନୂଆ ଓଡ଼ିଆ ଚଳଚ୍ଚିତ୍ର “ନାୟିକା”ର ଟାଇଟଲ ଘୋଷଣା*କବି ଜୟଦେବ ଙ୍କ ଜନ୍ମ ପୀଠ କେନ୍ଦୁବିଲ୍ଵ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀବିଧାନସଭା ପରିସରରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପାଳିତଗୀତି କୈବଲ୍ୟ’ ପୁସ୍ତକ ଲୋକାର୍ପଣଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦଓଡିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ରାଜ୍ୟ ସରକାରଙ୍କ ପାଇଁ ସର୍ବୋତ୍ତମ ସମ୍ପଦ: ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼ଃ ମହାଲିଙ୍ଗ   Sri Narsingha Bhola, IPS, joined as Addl.Commissioner Of Police of twin city Commissionerate, BBSR-CTC.ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ବାଲେଶ୍ବର ଜିଲ୍ଲା ଔପଦା ବ୍ଲକରେ ମତ ଓ ମନ୍ତବ୍ୟ କାର୍ଯ୍ୟକ୍ରମଓଡିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ କାରୀଗର ସଂଘ ପକ୍ଷରୁ ମାଷ୍ଟର କ୍ୟାଣ୍ଟିନ୍ ଛକ ସ୍ଥିତ ଗୋଦାବରିଶ ସାହିତ୍ୟ ସଂସଦ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛିଅନୁଦାନରୁ ବଞ୍ଚିତ ଅଧ୍ୟାପକ ଓ କର୍ମଚାରୀଙ୍କ ମତ ମନ୍ତବ୍ୟ କାର୍ଯ୍ୟକ୍ରମଓଡ଼ିଶାର ଗୌରବମୟ ଇତିହାସ ଓ ଐତିହ୍ୟ ଯୁବପିଢ଼ିଙ୍କ ପାଇଁ ମାର୍ଗଦର୍ଶକ : ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ Bhubaneswarଆଇସିସି ଓ ଏଆଇଇସି ମଧ୍ୟରେ ଚୁକ୍ତିନାମା୧୩ବର୍ଷର ଅଭିଜ୍ଞତା ସହିତ ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ସ୍ୱଚ୍ଛ ଶକ୍ତି ଏବଂ ଏକ ସ୍ଥାୟୀ ଭବିଷ୍ୟତକୁ ପ୍ରୋତ୍ସାହିତ କରିବାରେ ଅଗ୍ରଣୀ ରାଜ୍ୟ ସ୍ତରୀୟ ଆନ୍ତଃ ସ୍କଲ ଫୁଟବଲ ଟୁର୍ଣ୍ଣାମେଣ୍ଟ
Blank space

କୋଭିଡ଼୍ ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା ଓ ପ୍ରଭୁ ଶ୍ରୀରାମ୍ରଙ୍କ ପାଇଁ ଦୀପ ପ୍ରଜ୍ୱଳନ କଲେ ପାଇକ ମହାସଂଘ ଓ ଗଡ଼େଶ୍ୱର ହାଟ ବଣିକ ସଂଘ

0

ଭୁବନେଶ୍ୱର,ନିରପେକ୍ଷ ଖବର: ତା-୦୫.୦୮.୨୦୨୦ କରୋନା ମହାମାରୀ ଯେତେବେଳେ ସମଗ୍ର ପୃଥିବୀକୁ ଗ୍ରାସ କରିଛି କରୋନା ରାକ୍ଷସର ଅନଳ ଗର୍ଭଭିତରେ ଶହଶହ ନିରୀହ ମଣିଷ ଲୀନ ହୋଇଯାଉଛନ୍ତି ସେଥିରୁ ଆମ ରାଜ୍ୟ ଓଡ଼ିଶା ବାଦ୍ ଯାଇନି ଚାରି ଆଡ଼େ ହାଃ ହାଃ କାର, ଧନ, ଜୀବନ, ଜୀବିକା ଅର୍ଥନୀତି ବିପର୍ଯ୍ୟସ୍ତ ସବୁ ଠପ୍ ହୋଇଯାଇଛି । ଲୋକେ ତ୍ରାହି ତ୍ରାହି ଡ଼ାକୁଛନ୍ତି ପ୍ରତ୍ୟେକ ଦିନ କରୋନା ନିରିହ ମଣିଷମାନଙ୍କୁ ଗ୍ରାସ କରୁଛି । ଆସ୍ୱସ୍ତିର ବିଷୟ ସମଗ୍ର ବିଶ୍ୱ ତୁଳନାରେ ଓଡ଼ିଶାରେ ମୃତ୍ୟୁହାର ଖୁବ୍ କମ୍ ଏହା କେବଳ ସମ୍ଭବ କରୋନା ସହିତ ଲଢେଇ କରୁଥିବା ଆମ କରୋନା ଯୋଦ୍ଧାଙ୍କ ପାଇଁ ଏହି ଅବସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ କରୋନା ଯୋଦ୍ଧାଙ୍କ ବଳିଦାନ ପାଇଁ ଆଜି ବୀରସୁରେନ୍ଦ୍ର ସାଏ ନଗର ଠାରେ ନିଖିଳ ଓଡ଼ିଶା ପାଇକ ମହାସଂଘ ଓ ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ଏକ ମିନିଟ୍‍ଣ୍ଟନୀରବ ପ୍ରାର୍ଥନା ସଭା ଓ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଦୀର୍ଘ ଦିନର ପ୍ରତୀକ୍ଷା ପରେ ମର୍ଯ୍ୟଦା ପୁରୁାଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ମନ୍ଦିରର ଶିଳାନ୍ୟାସ ଉତ୍ସବ ଅଯୋଧ୍ୟାଠାରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆଜି ଭିଏସ୍‍ଏସ୍‍ ନଗର ଠାରେ ନିଖିଳ ଓଡ଼ିଶା ପାଇକ ମହାସଂଘ ଓ ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ସୁଚାର ରୂପେ ସମ୍ପାଦିତ ହେବାପାଇଁ ୧୦୮ ଦ୍ୱୀପ ପ୍ରଜ୍ୱଳନ କରି ଭକ୍ତିପୂତ ଅର୍ଘ୍ୟ ଅର୍ପଣ କରାଯାଇଥିଲା ।
ନିଖିôଳ ଓଡ଼ିଶା ପାଇକ ମହାସଂଘ ରାଜ୍ୟ ସଭାପତି ଅଶୋକ ପାଲଟାସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ମିଳିତ ଉତ୍ସବରେ ପାଇକ ମହାସଂଘ ଉପଦେଷ୍ଟା ବିଭୂତି ଭୂଷଣ ସ୍ୱାଇଁ, ଗଡେଶ୍ୱର ହାଟ ବ୍ୟବସାୟୀ ସଂଘ ସଭାପତି ମନୋରଞ୍ଜନ ସାହୁ ଓ ସମ୍ପାଦକ ଲକ୍ଷ୍ମଣ ସାହୁ, ଜାଗୃତି ବିଏମ୍‌ସି ପ୍ରକଳ୍ପ ସଂଯୋଜକ ପ୍ରବେଶ କୁମାର ସାହୁ, ବରିଷ୍ଠ ସାମ୍ବାଦିକ ଡ଼ଃ ରମାକାନ୍ତ ମହାନନ୍ଦ, ଯୁବସାମ୍ବାଦିକ ରାଜୀବ ନୟନ ରଥ, ସମରଞ୍ଜନ ମହାନ୍ତି, ଦୀପକ କୁମାର ବାରିକ୍‌, ଉତ୍ତମ କୁମାର ମହାନ୍ତି, ଶାରଦା ପ୍ରସାଦ ଦାସ ଓ ଅନୁଷ୍ଠାନର ଅନ୍ୟାନ୍ୟ ସଭ୍ୟମାନେ ଉପସ୍ଥିତ ଥିଲେ ।

Mo sapath

Leave A Reply

Your email address will not be published.